-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ଗୋପବନ୍ଧୁ ନଗର ତୈଳିକ ବୈଶ୍ୟ ସମାଜର ବନ୍ଧୁମିଳନ

22-Jan-2023



ବଲାଙ୍ଗିର,ସ୍ଥାନୀୟ ଗୋପବନ୍ଧୁ ନଗର ସ୍ଥିତ ମାଉସୀମା ମନ୍ଦିର ପ୍ରାଙ୍ଗଣରେ ସଭାପତି ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ତୈଳିକ ବୈଶ୍ୟ ସମାଜର ବନ୍ଧୁ ମିଳନ ତଥା ପୁଷପୁନି ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ଜିଲ୍ଲା ସଭାପତି ଉମାକାନ୍ତ ସାହୁ, ସଂପାଦକ ପ୍ରଦୀପ ସାହୁ, ଉପଦେଷ୍ଟା ଅଙ୍ଗିରା ସାହୁ, ସହ-ସଂପାଦକ ଶରତ ସାହୁ, ବଲାଙ୍ଗିର ବ୍ଲକ ପୂର୍ବତନ ସଂପାଦକ ନରସିଂହ ସାହୁ, ସଂପାଦକ ନରହରି ସାହୁ, ନେପାଲ ସାହୁ ଏବଂ ସଂପାଦକ ରୁଦ୍ର ସାହୁ ଯୋଗଦାନ କରି ସମାଜର ମଙ୍ଗଳ ପାଇଁ ବିଭିନ୍ନ ମତବ୍ୟକ୍ତ କରିଥିଲେ । ଜିଲ୍ଲା ସାଂଗଠନିକ ସଂପାଦକ ବିକାଶ ରଂଜନ ସାହୁ ସଭା ସଂଯୋଜନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭା ଆରମ୍ଭରେ ଜିଲ୍ଲା ଯୁବ କମିଟିର ସଭାପତି ଅନୁପ ସାହୁ ପୂଜାର୍ଚ୍ଚନା କରି ସଭାର ଶୁଭାରମ୍ଭ କରିଥିଲେ । ଏହି ଉପଲକ୍ଷେ ସମସ୍ତ ବର୍ଗଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ତଥା ମହିଳାମାନଙ୍କୁ ପୁରସ୍କୃତ କରାଯାଇଥିଲା । ଗୋପବନ୍ଧୁ ନଗରର ପ୍ରାୟ ୩୦୦ ଜାତିଭାଇ ଯୋଗଦାନ କରି ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏଥି ପାଇଁ ଏକ ମହିଳା କମିଟି ଗଠନ କରିବା ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା । ଏଥିରେ ନଗର କମିଟିର ଉପ-ସଭାପତି ଗୋବିନ୍ଦ ଚନ୍ଦ୍ର ସାହୁ, ଦୁର୍ଗା ସାହୁ, ଅଙ୍କିତ ସାହୁ, ମହିଳା କମିଟିର ସଂପାଦକ ସ୍ୱିଟି ସାହୁ, ସବିତା ସାହୁ, ଘନଶ୍ୟାମ ସାହୁ, ଆଶିଷ କୁମାର ସାହୁ, ପ୍ରମୋଦ ସାହୁ, ଭଗବାନ ସାହୁ, ଭରତ ଚନ୍ଦ୍ର ସାହୁ, କୃପାସିନ୍ଧୁ ସାହୁ, ନାରାୟଣ ସାହୁ, ସନାତନ ସାହୁ ଏବଂ ଗୋପବନ୍ଧୁ ନଗରର ତୈଳିକ ଜାତି ଭାଇ ଯୋଗଦାନ କରି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like