-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

 ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌) ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ, ବଜେଟ ପୂର୍ବରୁ ଦାବି ପୂରଣ ନ ହେଲେ ସମୁହ ଛୁଟି ନେବା ପାଇଁ ନିଷ୍ପତ୍ତି

22-Jan-2023



ବଲାଙ୍ଗିର(ପ୍ରେରଣା ଖବର)  ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌) ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ କଦଳିମୁଣ୍ଡା ନର୍ସରୀ ବଲାଙ୍ଗିର ଠାରେ ଶିତୋଷ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାଥମିକ ଶିକ୍ଷକଙ୍କ ୩ ଦଫା ଦାବି ଯଥା ଶିକ୍ଷା ସହାୟକର ୬ ବର୍ଷ କାର୍ଯ୍ୟକାଳ କୁ ମୂଳ ଚାକିରି ରେ ଗଣନା ସହ ୬ଟି ନୋସନାଲ ଇନକ୍ରିମେଣ୍ଟ ପ୍ରଦାନ, ଅବିକଳ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, ନୂତନ ପେନସନ ବ୍ୟବସ୍ଥାକୁ ଉଚ୍ଛେଦ କରି ପୁରୁଣା ପେନସନକୁ ପୁନଃ ପ୍ରଚଳନ କରିବା ଇତ୍ୟାଦି ଘୋଷଣା ସମ୍ପର୍କରେ ସରକାରଙ୍କ ଅସ୍ପଷ୍ଟ ନିତିକୁ ବୈଠକରେ ଦୃଢ ନିନ୍ଦା କରାଯାଇଥିଲା । ପ୍ରକାଶ ଥାଉକି ଗତ ୨୭.୧୧.୨୦୨୨ ତାରିଖ ଠାରୁ ୪ ଦିନ ଧରି ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ (ୟୁପିଟିଏଫ୍‌) ୩ ଦଫା ଦାବି ନେଇ ଲୋୟର ପିଏମ୍‌ଜି ଠାରେ ଦେଢ ଲକ୍ଷ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇ ଥିଲେ । ସରକାରଙ୍କ ଲିଖିତ ପ୍ରତିଶୃତି କୁ ଆଲୋଚନା ପରେ ମହାସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଥିଲା । ସରକାରଙ୍କ ପ୍ରତିନିଧି ତଥା ମୁଖ୍ୟ ଶାସନ ସଚିବ ଦାବି ପୁରଣ ସପକ୍ଷରେ ୨୧.୧୨.୨୦୨୨ ରେ ଉଚ୍ଚ ସ୍ତରୀୟ କମିଟି ଏବଂ ୨୯.୧୨.୨୦୨୨ ରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ସହ ବିସ୍ତୃତ ଆଲୋଚନା କରି ଶିଘ୍ର ଦାବି ପୁରଣ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ଏହାରି ଭିତରେ ସରକାର କୌଣସି ନିର୍ଦ୍ଦିଷ୍ଟ ଘୋଷଣା ନ କରି ତାରିଖ ପରେ ତାରିଖ ଗଡାଇ ଚାଲିଥିବାରୁ ଓଡିଶା ଦେଢ ଲକ୍ଷ ଶିକ୍ଷକଙ୍କର ପୁଞ୍ଜୁଭୁତ ଅସନ୍ତୋଷ ଦେଖାଯାଇଛି । ଉପରୋକ୍ତ ୩ ଦଫା ଦାବିକୁ ଆଗାମୀ ବାର୍ଷିକ ବଜେଟ ପ୍ରସ୍ତୁତି ପୂର୍ବରୁ ସରକାର ଅତିଶିଘ୍ର ଘୋଷଣା କରିବାକୁ ବୈଠକରେ ଦୃଢ ଦାବି କରାଯାଇଥିଲା । ଯଦି ବଜେଟ ପ୍ରସ୍ତୁତି ପୂର୍ବରୁ ସରକାର ଶିକ୍ଷକମାନଙ୍କର ସମସ୍ୟା ସମାଧାନ ନ କରନ୍ତି ଜିଲ୍ଲା ସଂଘର ନିଷ୍ପତ୍ତି ଅନୁଯାୟୀ ସମସ୍ତ ପ୍ରାଥମିକ ଶିକ୍ଷକ ସମୁହ ଛୁଟି ରେ ଯିବା ସହିତ ଆଗାମୀ ଦିନରେ ପୁଣି ଆନ୍ଦୋଳନ କରିବା ପାଇଁ ଶିକ୍ଷକ ସଂଘର ସଭାପତି ଶିତୋଷ ପାଣିଗ୍ରାହୀ, ସଂପାଦକ ଚକାନନ୍ଦ କମ୍ପ, କାର୍ଯ୍ୟକାରୀ ସଭାପତି କରୁଣା ପଟେଲ, ସୁଶିଲ ପୋଡ, ଅମର ବାଗ,ସଂଜିବ ଷଡଙ୍ଗି, ସୁମନ ସାହୁ, ଅକ୍ଷୟ ଧରୁଆ, ଆଶିଷ ସିଂଭୋଇ, ଜ୍ୟୋତି ପ୍ରକାଶ ଷଡଙ୍ଗି, ଶୁଶାନ୍ତ ସାହୁ, ମୋହନ ଦଲେଇ ପ୍ରେସ ବିବୃତିରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like