-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ବିଦ୍ୟାଳୟ ୧୯୮୭ ବେଚ ର ବନ୍ଧୁ ମିଳନ

23-Jan-2023



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ A3 World ଜଳିଆ ଠାରେ ସରକାରୀ ବାଳିକା ବିଦ୍ୟାଳୟ ୧୯୮୭ ବେଚ୍ ର ଏକ ବନ୍ଧୁମିଳନ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୬୦ ଜଣ ବନ୍ଧୁଙ୍କ ସମାବେଶରେ ସଭିଏ ନିଜ ପରିବାର ସହ ଆସି ଯୋଗଦାନ କରି ନିଜ ପୂର୍ବ ସମ୍ପର୍କକୁ ମନେ ପକାଇ ଭାବ ବିହ୍ବଳ ହୋଇଯାଇଥିଲେ । କିଛି ସମୟ ପାଇଁ ନିଜକୁ ପୂର୍ବର ଇତିହାସ ସହ ହଜାଇ ଦେଇଥିଲେ । ବଲାଙ୍ଗୀର ଜିଲ୍ଲା ବ୍ୟତୀତ କଟକ, ଗୋଆ, ଭିଲାଇ, ନୂଆପଡ଼ା, ଖରୀଆର, ଭବାନୀପାଟଣା, ଟିଟିଲାଗଡ଼,ବଡ଼ମାଳ,ଝାରସୁଗୁଡ଼ା, ଢେଙ୍କାନାଳ, ଭୁବନେଶ୍ୱର, ସୋନପୁର,ବରଗଡ଼ ତଥା

ବଲାଙ୍ଗୀର ଜିଲ୍ଲାର ଆଖପାଖ ଅଞ୍ଚଳରୁ ଅନେକ ବନ୍ଧୁ ବାନ୍ଧବୀ ସପରିବାର ଆସି ବନ୍ଧୁମିଳନ ର ଆତ୍ମୀୟତା କୁ ଅନୁଭବ କରିଥିଲେ । ବନ୍ଧୁମିଳନ ଅବସରରେ ଏକ ବଣଭୋଜି ର ମଧ୍ୟ ଆୟୋଜନ ହୋଇଥିଲା । ମହାମାରୀ କରୋନା ର କରାଳ ବିଭୀଷିକା ଯୋଗୁ ଦୁଇ ବର୍ଷ ପରେ ସମସ୍ତ ବାନ୍ଧବୀ ମାନେ  ନୂତନ ଜୀବନ ପାଇ ସମସ୍ତଙ୍କୁ ଭେଟି ବିଭୋର ହୋଇଯାଇଥିଲେ । କିଛି ସମୟ ପାଇଁ ସମସ୍ତଙ୍କ ନୟନ ଲୋତକ ଭରା ହୋଇଯାଇଥିଲା ଏହାପରେ ସେଠାରେ ମ୍ୟୁଜିକଲ ଚେୟାର ପ୍ରତିଯୋଗିତା ହୋଇଥିଲା । ଖେଳକୁଦ ରେ ସମୟ ଅତିବାହିତ ହୋଇଥିଲା ।ପରେ ସଭିଏ ଏକାଠି ବସି ବଣଭୋଜି ର ମଜା ନେଇଥିଲେ । ବ୍ୟସ୍ତମୟ କର୍ମମୟ ଜୀବନରେ ସାଙ୍ଗ ମାନେ ସାଙ୍ଗ ମାନଙ୍କୁ ମନେ ପକାଇ ସୁଦୂର ରାଜ୍ୟ ବାହାରୁ ତଥା ରାଜ୍ୟର ଅନେକ ଜିଲ୍ଲାରୁ ଆସି ତାଙ୍କ ବହୁମୂଲ୍ୟ ସମୟ ଦେଇଥିବାରୁ ଦମୟନ୍ତୀ ଶତପଥୀ,ଅଞ୍ଜଳି ସାହୁ ଏବଂ ତିଳୋତ୍ତମା ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like