-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କଦମପଡା ଶିଶୁମନ୍ଦିରରେ "ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ " ପାଳିତ ଓ ପୂର୍ବ ଛାତ୍ରଛାତ୍ରୀ ଏକତ୍ରୀକରଣ

23-Jan-2023



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) --ଆଜି କଦମପଡାସ୍ଥିତ ସରସ୍ବତୀ ଶିଶୁ-ବିଦ୍ୟା-ଜ୍ଞାନ ମନ୍ଦିରରେ ନେତାଜୀ ସୁଭାଷ ଚନ୍ଦ୍ରବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି । ଏଥିରେ ମୁଖ୍ୟଅତିଥି ରୂପେ ଶିକ୍ଷାବିକାଶ ସମିତିର ପୂର୍ବତନ ଛାତ୍ର ପରିଷଦର ସଂପାଦକ ତଥା ବଲାଙ୍ଗୀର ବଜରଙ୍ଗଦଳର ଜିଲ୍ଲା ସଂଯୋଜକ ଶ୍ରୀମାନ ସୌମ୍ୟରଞ୍ଜନ ମିଶ୍ର ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସୁବ୍ରତ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ମହୋଦୟ ନିଜ ବକ୍ତବ୍ୟ ଦେଇ କହିଥିଲେ ଯେ,ନେତାଜୀ ବିବେକାନନ୍ଦଙ୍କ ଜୀବନ ଚରିତ୍ରରେ ଅନୁପ୍ରାଣିତ ହୋଇ ପୂର୍ଣ୍ଣ ସ୍ବରାଜକୁ ଏକାନ୍ତ କାମ୍ୟ କରି ଆମରଣ ଲଢେଇ କରିଥିଲେ । ବିଦ୍ୟାଳୟର ସଂପାଦକ ଶ୍ରୀଯୁକ୍ତ ସୁରେନ୍ଦ୍ର ତ୍ରିପାଠୀ ଶିଶୂଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ବୀର ସୁରେନ୍ଦ୍ର ସାଏଙ୍କ  ଆମ ଅଞ୍ଚଳର ଗୌରବ ତଥା ନିଜ ଦେଶର ମୁକ୍ତି ପାଇଁ କରିଥିବା ଲଢେଇରୁ ଆମେ ରାଷ୍ଟ୍ରୀୟ କର୍ତ୍ତବ୍ୟ ଶିକ୍ଷା କରିବା ଉଚିତ । ଛାତ୍ରୀ ସ୍ନେହାଞ୍ଜଳୀ ପଣ୍ଡା,ସ୍ବାତୀ ଦାଶ,ପ୍ରତୀକ୍ଷା ନିଆଲ,ଅରୋସ୍ମିତା ଦେବୀ ବେହେରା,ଭାଗ୍ୟଶ୍ରୀ ମହାପାତ୍ର, ପୁଷ୍ପିତା ବେହେରା ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ଶିଶୁବକ୍ତା ରୂପେ ରାଜନନ୍ଦିନୀବେହେରା, ସ୍ମରଣିକା ଦାଶ, ସୌମ୍ୟଶ୍ରୀ ସୁବୁଦ୍ଧି, ଅଂଶୁମାନ ପଣ୍ଡା ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୀବନି

ଉପରେ ଆଲୋକପାତ କରିଥିଲେ । ଗୁରୂଜୀ ବକ୍ତା ସଂଜୟ ପୁରୋହିତ ଶିଶୁଙ୍କୁ ନେତାଜୀଙ୍କ ପରି ସୁଦୃଢ ଓ ରାଷ୍ଟ୍ରପ୍ରେମୀ ହେବା ପାଇଁ ଆହ୍ବାନ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମକୁ ଶିଶୁ ଭଉଣୀ ପ୍ରିୟଙ୍କା ସାହୁ ଓ ରେଶ୍ମା ମେହେର ସଂଯୋଜନା କରିଥିବା ବେଳେ ଗୁରୁମା ନିରୁପମା ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗୁରୁମା କଲ୍ୟାଣୀ ପଣ୍ଡାଙ୍କ

ନିର୍ଦ୍ଦେଶନା ତଥା ସମସ୍ତ ଗୁରୁଜୀ/ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତା ସହ ସଂପର୍ଣ୍ଣ ହୋଇଥିଲା ।ଆଜି ଅପରାହ୍ନ 3 ଘଟିକା ସମୟରେ ବିଦ୍ୟାଳୟର "ପୂର୍ବଛାତ୍ର ଏକତ୍ରୀକରଣ" ଅନୁଷ୍ଠିତ ହୋଇଥିଲା । ସ୍ବାଗତ ସଙ୍ଗୀତ ପରେ ପ୍ରଧାନାଚାର୍ଯ୍ୟ ଅତିଥି ପରିଚୟ କରିଥିଲେ । ବ୍ୟକ୍ତିଗତ ଗୀତ ପୂର୍ବଛାତ୍ରୀ ଅଂଶିକା ପତିଙ୍କ ଦ୍ବାରା ଗାନ ପରେ , ଅତିଥି ରୁପେ ଶିକ୍ଷାବିକାଶ ସମିତିର ଦକ୍ଷିଣ-ପଶ୍ଚିମ ସମ୍ଭାଗର କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଦତ୍ତାନନ୍ଦ ପଣ୍ଡା ଯୋଗଦେଇ ପୁରାତନ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ବିଦ୍ୟାଳୟର ବହୁବିଧ ଉନ୍ନତି ତଥା ସମାଜ ସହ ସଶକ୍ତ ଯୋଗାଯୋଗ ଦାୟିତ୍ବ ସେମାନେ ନେବା ଉଚିତ ।ଏହି କର୍ଯ୍ୟକ୍ରମରେ 55 ଜଣ ପୂର୍ବ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମ ସଂଭାଗର ପୂର୍ବ ଛାତ୍ରଛାତ୍ରୀ ପରିଷଦର ସଂପାଦକ ଶ୍ରୀମାନ ସୌମ୍ୟରଞ୍ଜନ ମିଶ୍ର, ବିଦ୍ୟାଳୟର ଉପସଭାପତି ବୀରେନ୍ଦ୍ର ଧରୁଆ,ସଂପାଦକ ଶ୍ରୀଯୁକ୍ତ ସୁରେନ୍ଦ୍ର ତ୍ରିପାଠୀ ସଭାମଣ୍ଡନ କରିଥିଲେ । ଶେଷରେ ବିଦ୍ୟାଳୟର ପୂର୍ବଛାତ୍ର ସଂଯୋଜକ ଗୁରୁଜୀ ଜୟନାରାୟଣ ଚାନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like