-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଏନ୍ ୟୁ ଜେ ର ୫୧ ତମ ପ୍ରତିଷ୍ଠା ଦିବସ ପାଳନ

23-Jan-2023



ବଲାଙ୍ଗୀର:- ଆଜି ଅପରାହ୍ନରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଏନ୍ ୟୁ ଜେ ( ଆଇ) ର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି ।ଜାତୀୟ ସାମ୍ବାଦିକ ୟୁନିଅନ (ଏନ୍ ୟୁ ଜେ ( ଆଇ)) ର  ଏକମାତ୍ର ସ୍ବୀକୃତି ପ୍ରାପ୍ତ ରାଜ୍ୟସ୍ତରୀୟ ସଙ୍ଗଠନ ହେଉଛି ଏସ ୟୁ ଜେ ( ଓ) ।ରାଜ୍ୟ ସାମ୍ବାଦିକ ସଂଘ ,ବଲାଙ୍ଗୀର ଶାଖା ର ସଭାପତି ଗୋପବନ୍ଧୁ ଶତପଥୀ ଙ୍କ ସଭାପତିତ୍ବ ରେ ଏନ୍ ୟୁ ଜେ ର ୫୧ ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏନ୍ ୟୁ ଜେ ର ଜନ୍ମ ବିଷୟରେ ସମ୍ୟକ୍ ଧାରଣା ଦେଇଥିଲେ।ଏସ ୟୁ ଜେ ରାଜ୍ୟ ସଭାପତି କୈଳାସ ନାୟକ ଏବଂ ରାଜ୍ୟ ଉପ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ ୫୧ ତମ ପ୍ରତିଷ୍ଠା ଦିବସରେ ଅଡିଓ ବାର୍ତ୍ତା ମାଧ୍ୟମରେ ଶୁଭେଚ୍ଛା ବାର୍ତ୍ତା ଜଣାଇଥିଲେ । ସଂଘ ର ସମ୍ପାଦକ ରଘୁ ନନ୍ଦନ ସିଂ ଅତିଥି ପରିଚୟ ପ୍ରଦାନ ସହ ସଭା ସଂଯୋଜନା କରିଥିଲେ।ସାଧାରଣ ସମ୍ପାଦକ ଶରତ କୁମାର ମହାକୁର ସାମ୍ବାଦିକତା  କ୍ଷେତ୍ରରେ ସାମ୍ବାଦିକ ମାନେ ଅନେକ ସମସ୍ୟା ର ସମ୍ମୁଖୀନ ହେଉଥିବା ସମ୍ପର୍କରେ ଅବଗତ କରିଥିଲେ ।ଏସ ୟୁ ଜେ ର ରାଜ୍ୟ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ ସାମ୍ବାଦିକ ମାନଙ୍କ ସୁରକ୍ଷା ଉପରେ ଆଲୋଚନା କରିଥିଲେ । ପ୍ରତିଷ୍ଠା ଦିବସ ପାଳନ ଅବସରରେ ମହେନ୍ଦ୍ର ପଧାନ ,ବିନୋଦ ଦୀପ,ପବନ ବଂଶଲ୍ ,ଜୟ ପ୍ରକାଶ ମଟାରୀ , ଦିଲୀପ ସାହୁ, ନିରୋଜ୍ ମିଶ୍ର ଯୋଗ ଦେଇ ନିଜସ୍ଵ ମତାମତ ଦେଇଥିଲେ ।ଶେଷରେ ସନ୍ତୋଷ କୁମାର ଠାକୁର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like