-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

୩୦ତମ ବଲାଙ୍ଗିର ଜିଲ୍ଲା କରାଟେ ପ୍ରତିଯୋଗିତା ଉଦ୍‌ଯାପିତ

23-Jan-2023



ବଲାଙ୍ଗିର, ବଲାଙ୍ଗିର କରାଟେ ସ୍କୁଲ ଆନୁକୁଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ପ୍ରାଙ୍ଗଣରେ ୩୦ତମ ବଲାଙ୍ଗିର ଜିଲ୍ଲା କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ସମସ୍ତ ଅନୁବନ୍ଧନ କରାଟେ ଶାଖାରୁ ମୋଟ ୧୭୫ଜମ ପ୍ରତିଯୋଗୀ ଭାଗ ନେଇଥିଲେ । ପ୍ରାରମ୍ଭରେ ମୁଖ୍ୟ ଅତିଥି ଭାବେ ଜେଆଇଟିଏମ୍ ର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଦୀପ ଷଡଙ୍ଗୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡା ଅଧିକାରୀ ପରାସର ବାଗ, ବଲାଙ୍ଗିର ଜିଲ୍ଲା କରାଟେ ସଂଘର ଶ୍ରଷ୍ଠା ମାନୁଏଲ ନାଗ ଓ ବଲାଙ୍ଗିର କରାଟେ ସ୍କୁଲର ସଭାପତି ସଚିଦାନନ୍ଦ ବାଗ ପ୍ରମୁଖ ମଂଚାସିନ ହୋଇଥିଲେ । 
    ସମସ୍ତ ବର୍ଗର ବାଳକ, ବାଳିକା, ମହିଳା ଓ ପୁରୁଷ ପ୍ରତିଯୋଗିମାନେ ଭାଗ ନେଇଥିବା ବେଳେ କାତା ଓ କୁମିତିରେ ସରନ କୁମାର ବେହେରା, ଦିଗାନ୍ତ ପାଢୀ, ତ୍ରିଷା ପଣ୍ଡା, ଆନନ୍ଦିତା ସାହୁ, ସାରଳା ସାହୁ, ନରେଶ ଯୋଗୀ, ପିୟୁଷ ମାଝି, ଲୋକେଶ ବାଗ, ସିହଳ ନାଗଦତ୍ୟା, ପୁନମ କବାଟ, ପୁରୁଷୋତ୍ତମ ବାଗ, ତମନ୍ନା ମେହେର, ତନିଷା ସାହୁ, ସୁପ୍ରିୟା ସାହୁ, ଅଂଶୁମାନ ପୃଷ୍ଟି, ରୁଦ୍ରପ୍ରଭା ସାହୁ, ବୈଷ୍ଣବୀ ଜାଲ, କ୍ରିଷ୍ଣା ନାଏକ, ମୋନାଲିସା ବାରିକ, ଆଦିତ୍ୟ ସାହୁ, ଆଦିତ୍ୟ ସିଂ ବାରିକ, ରେଖା ମନହିରା, ଆୟୁଷ ମେହେର, ହରପିତା ସିଂ, ତନିଷା ଶର୍ମା, ଅଶିଫ ରାଜା, ସମିର ସାହୁ, ପ୍ରିୟଦର୍ଶନୀ ଦୀପ, ଅଭିଜିତ ହୋତା, କ୍ରିଷ୍ଣା ସେଠ, ତନମୟ ବଗର୍ତ୍ତୀ, ସୌମ୍ୟ ରଂଜନ ମଲ୍ଲିକ, ପ୍ରଦୀପ ସାହୁ, ମୁକେଶ ଛତର, ସରମିଷ୍ଟା ଜାଲ, ସ୍ୱସ୍ତିଆପା ପାଢୀ, ବିଶ୍ୱଜିତ ତାଣ୍ଡି, ଆୟୁଷ ପଟ୍ଟନାୟକ, ପ୍ରିୟାଂଶୁ ପାରିକର, ମୋହିତ ସାହୁ, ରିପ୍ତିମୟୀ ସାହୁ, କୁବେର ରାଜପୁତ, ସୌମ୍ୟରଂଜନ ସାହୁ, ସୁଶାନ୍ତ ମହାନନ୍ଦ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । 
    ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୂର୍ବତନ ଷ୍ଟେଟ ହାଉସିଂ ବୋର୍ଡ ର ଚେୟାରମେନ କଳିକେଶ ନାରାୟଣ ସିଂଦେଓ  ଓ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଉପସ୍ଥିତ ହୋଇ ବିଜେତାମାନଙ୍କୁ ମେଡାଲ ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ । ରେଫରି ଓ ଜଜ୍ ଦାୟିତ୍ୱ ରେ ସୁରେଶ ଜାଲ, ସରୋଜକାନ୍ତ ବେହେରା, ଗୋପାଳ ଦୀପ, ଚନ୍ଦ୍ର ଶେଖର ସେଠ, ଶ୍ରଦ୍ଧାଞ୍ଜଳି ଜାଲ, ରାହୁଲ ଜାଲ, ବ୍ୟାମେକେଶ ବେହେରା, ନିଳାଞ୍ଚଳ ନାହକ, ମୁରଲି ମହାକୁର, ପର୍ଶୁରାମ ସ୍ୱାଇଁ, ଅଶୋକ ସେଠ, ପ୍ରହଲ୍ଲାଦ ସାହୁ, ମୁକେଶ ସାହୁ, କ୍ଷୀରୋଦ ସୁନା, ରୋହିତ ଛୁରା, ନରେଶ ଭୋଇ, ରିଙ୍କୁ ସିକା, ଦୟାନିଧି ଭୋଇ ସମସ୍ତେ ଖେଳକୁ ପରିଚାଳନା କରିଥିଲେ । ଯାଦବ ନାଏକ ମଂଚ ପରିଚାଳନ କରିଥିବା ବେଳେ ମନଗୋବିନ୍ଦ ମେହେର, ରାଜେନ୍ଦ୍ର ବାଗ, ଦିପକ ବାଗ, ମୁନସି ସେରେନ, ରଶ୍ମିତା ନାହକ, ଅମିତ ମଛଖଣ୍ଡ ସହଯୋଗ କରିଥିଲେ । ଶେଷରେ ବଲାଙ୍ଗିର କରାଟେ ସ୍କୁଲ ତଥା ଜିଲ୍ଲା କରାଟେ ସଂଘର ସଂପାଦକ ହୃଦୟ ଶବର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like