-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||     

HOME   ଜିଲ୍ଲା

ଡିଏଭି କଳିଙ୍ଗନଗର ପରିସରରେପରାକ୍ରମ ଦିବସ ପାଳିତ   

23-Jan-2023



ଭୁବନେଶ୍ୱର ଡିଏଭି କଳିଙ୍ଗନଗରରେ ପରାକ୍ରମ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିପିନ କୁମାର ସାହୁ ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଦୁଇ ଦେଶଭକ୍ତଙ୍କ ଜୀବନାଦର୍ଶରେ ଅନୁପ୍ରେରିତ ହୋଇ ରାଷ୍ଟ୍ରକାର୍ଯ୍ୟରେ ସମର୍ପିତ ମନୋଭାବ ପୋଷଣକରିବାକୁ ସେ ଯୁବପିଢୀଙ୍କୁ ଆହ୍ୱାନ କରିଥିଲେ ।ଶିକ୍ଷକଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀମାନେ ଦୁଇ ମହାନ ନେତାଙ୍କ ଜୀବନୀକୁ କବିତା ଆବୃତ୍ତିଓ ଅଭିଭାଷଣ ମାଧ୍ୟମରେ ବ୍ୟକ୍ତ କରିଥିଲେ ।ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମଧ୍ୟ ସମବେତ ସଙ୍ଗୀତ, ନୃତ୍ୟ ପରିବେଷଣ, ବାଦ୍ୟଯନ୍ତ୍ର ମାଧ୍ୟମରେ ଦେଶାତ୍ମବୋଧକ ଗୀତର ଧୁନ୍ ପରିବେଷଣ କରାଯାଇଥିଲା । ପରିଶେଷରେ କୃତୀ ଛାତ୍ରଛାତ୍ରୀମାନେ ପୁରସ୍କୃତ ହୋଇଥିଲେ । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଅଧ୍ୟକ୍ଷଙ୍କ ସମେତ ଶିକ୍ଷକଶିକ୍ଷୟିତ୍ରୀମାନେ ସୁନ୍ଦରପଦାସ୍ଥିତ‘ପିପୁଲ ଫର୍ ସେବା’ବୃଦ୍ଧାଶ୍ରମକୁ ଯାଇଥିଲେ । ସେଠାରେ ଥିବା ଅନ୍ତେବାସୀଙ୍କ ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାର୍ତ୍ତାଳାପ କରିବା ସହିତ ସେମାନଙ୍କୁ ଚୂଡା, ଚାଉଳ, ଗୁଡ, ବିସ୍କୁଟ, ଆଦି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ବାଣ୍ଟିଥିଲେ । ସମସ୍ତଙ୍କ ସହଯୋଗରେ ଇଂରାଜୀ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପାଦିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026

You Might Also Like