-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

 ଜିଲ୍ଲାସ୍ତରୀୟ ସ୍କୁଲ ବ୍ୟାଡମିନ୍ଟନ ଚମ୍ପିଆନସିପର ଶୁଭ ଦେଲେ ନରସିଂହ,  ବାଳକ ବିଭାଗରେ ଟିଟିଲାଗଡ ଓ ବାଳିକା ବିଭାଗରେ ବଲାଙ୍ଗିର ଚମ୍ପିଆନ, ଖେଳ ଓ ଖେଳାଳିଙ୍କ ପ୍ରାଣକେନ୍ଦ୍ର ପାଲଟିବ ବଲାଙ୍ଗିର- ନରସିଂହ

23-Jan-2023



ବଲାଙ୍ଗୀର,ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିନ୍ଟନ ଇନଡୋର ଷ୍ଟାଡିଅମ ଠାରେ ଆଜି ଜିଲ୍ଲା ସ୍ତରୀୟ ସ୍କୁଲ ବ୍ୟାଡମିନ୍ଟନ ଚମ୍ପିଆନସିପ ଅନୁଷ୍ଠିତ ହୋଇଯାଇଛି ।  ଏହି ପ୍ରତିଯୋଗିତାରେ ଜିଲ୍ଲାର ୭ଗୋଟି ବ୍ଲକର ସମୁଦାୟ ୪୮ଜଣ ପ୍ରତିଯୋଗୀ ଭଗ ନେଇଥିଲେ । ସେଥିରୁ ୧୭ ବର୍ଷ ବାଳକ ବର୍ଗରେ ଟିଟିଲାଗଡ ବ୍ଲକ ଓ ବାଳିକା ବର୍ଗରେ ବଲାଙ୍ଗିର ବ୍ଲକ ଚମ୍ପିଆନ ହୋଇଛନ୍ତି । ସେହିପରି ବାଳକ ବିଭାଗରେ ସଇଁନ୍ତଳା ଓ ବାଳିକା ବିଭାଗରେ ଦେଓଗାଁ ରନର୍ସ ଅପ ହୋଇଛନ୍ତି । ୧୪ ବର୍ଷ ବାଳକ ଓ ବାଳିକା ବର୍ଗରୁ ରାଜ୍ୟ ସ୍ତରକୁ ପଠାଇବା ପାଇଁ ୫ଜଣ ଲେଖାଏଁ ଖେଳାଳି ଚୟନ କରାଯାଇଥିବା ସୁଚନା ରହିଛି ।
  ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ, ବଲାଙ୍ଗିର କ୍ରୀଡା ଭିତ୍ତିଭୁମୀକୁ ସୁଦୃଢ କରିବା ପାଇଁ ବିଭିନ୍ନ ପ୍ରୟାସ କରାଯାଉଛି ।

ସେଭିତରୁ କିଛି ପ୍ରକଳ୍ପ ପୁର୍ଣ୍ଣ ହୋଇ ସାରିଥିବା ବେଳେ ଆଉ କିଛିର କାୟାକଳ୍ପ ଜାରି ରହିଛି । ଯଦ୍ୱାରା ଖେଳାଳିମାନଙ୍କ ପାଇଁ ଆଉ ଭିତ୍ତିଭୂମୀର ଅଭାବ ରହିବ ନାହିଁ ଏବଂ ବଲାଙ୍ଗିର ଆଗାମୀ ଦିନରେ ଖେଳ ଓ ଖେଳାଳିଙ୍କ ପ୍ରାଣ କେନ୍ଦ୍ର ପାଲଟିବ ବୋଲି କହିଥିଲେ । ସେହିପରି ଜିଲ୍ଲା ବ୍ୟାଡମିନ୍ଟନ ସଂଘର ସାଧାରଣ ସଂପାଦକ ସୁରୁଲାଲ ମଟାରୀ ସମ୍ମାନୀତ ଅତିଥି ରୁପେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ କ୍ରୀଡା କ୍ଷେତ୍ରରେ ଉନ୍ନତି କରିବାକୁ ହେଲେ ପ୍ରବଳ ଅଭ୍ୟାସ ସହ ନୁଆ ପଦ୍ଧତି ଓ ଶୃଙ୍ଖଳାର ଆବଶ୍ୟକତା ଉପରେ ଖେଳାଳିମାନଙ୍କୁ ଗୁରୁତ୍ୱ ଦେବାକୁ କହିଥିଲେ । ବ୍ୟାଡମିନ୍ଟନ କ୍ଷେତ୍ରରେ ଖେଳାଳିମାନଙ୍କୁ ଜିଲ୍ଲା ସଂଘ ମମସ୍ତ ପ୍ରକାର ସହେଯାଗ କରିବ ବୋଲି ପ୍ରତିଶୃତି ଦେଇଥିଲେ ।  ସକାଳୁ ଅତିଥିମାନଙ୍କୁ ସ୍ୱାଗତ ଜଣାଇବା ସହ କାର୍ଯ୍ୟକର୍ତ୍ତା ମାନେ ପାଛୋଟି ନେବା ପରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପୃଥ୍ୱୀରାଜ ହାଇ ସ୍କୁଲର ପ୍ରଧାନ ଶିକ୍ଷୟୀତ୍ରି ସନ୍ତୋଷିନି ସେଠୀ ସ୍ୱାଗତର ଅଭିଭାଷଣ ଓ ଜିଲ୍ଲା ଶାରିରୀକ ଶିକ୍ଷା ନିରିକ୍ଷକ ବୀବରଣୀ ପ୍ରଦାନ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ । ବିଧାୟକ ଶ୍ରୀ ମିଶ୍ର ଫିତା କାଟି ପ୍ରତିଯୋଗିତା ଆରମ୍ଭ ଘୋଷଣା କରିଥିଲେ ।  ଚିଫ ରେଫରି ହେମନ୍ତ ବେହେରା, ମ୍ୟାଚ କନ୍ଟୋଲର ସୁରନ୍ଦ୍ର ନେପାଲ, ଅନନ୍ତ ବେହେରା, ସୁନିଲ ବେହେରା, ଆଶିଷ ଉପାଧ୍ୟାୟ,ରାଜକିଶୋର ଶତପଥି,ଚନ୍ଦ୍ରଶେଖର ମିଶ୍ର, ସୌରଭ ପ୍ରଧାନ ମ୍ୟାଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like