-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଏସୟୁଜେ ପକ୍ଷରୁ ଜାତୀୟ ସାମ୍ବାଦିକ ୟୁନିଅନର ୫୧ ତମ ପ୍ରତିଷ୍ଠା ଦିବସ ପାଳନ:

24-Jan-2023



କଟକ /ଫୁଲନଖରା (ପ୍ରେରଣା ଖବର) : ରାଜ୍ୟ ସାମ୍ବାଦିକ ସଙ୍ଘ (ଏସୟୁଜେ) ଓଡ଼ିଶା ପକ୍ଷରୁ କଟକ ଜିଲ୍ଲାର ଫୁଲନଖରା ଠାରେ ଜାତୀୟ ସାମ୍ବାଦିକ ୟୁନିଅନ (ଏୟୁଜେଆଇ) ର ୫୧ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏସୟୁଜେ ର ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତା କ୍ରମେ ଏହି କାର୍ଯ୍ୟକ୍ରମରେଜାତୀୟ ସାମ୍ବାଦିକ ୟୁନିଅନର ସମ୍ପାଦକ ଅଜୟ କୁମାର ସାହୁ ଅତିଥି ଭାବେ ଯୋଗ ଦେଇ ଆମ ରାଜ୍ୟ ଠାରୁ ଆରମ୍ଭ କରି ସମଗ୍ର ଦେଶରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କର ସାମାଜିକ, ବୃତ୍ତିଗତ ଓ ବୃତ୍ତିଗତ ସୁରକ୍ଷା ପ୍ରତି ବର୍ତ୍ତମାନ କିପରି ଆହ୍ୱାନ ସୃଷ୍ଟି ହୋଇଛି ସେ ନେଇ ଆଲୋଚନା କରିଥିଲେ l

 ତେବେ ଏହି ସର୍ବ ଭାରତୀୟ ସଂଗଠନ ଦେଶର ସାମ୍ବାଦିକ ମାନଙ୍କ ସ୍ଵାର୍ଥ ରକ୍ଷା ଓ ସୁରକ୍ଷାପାଇଁ ଅହରହ କାର୍ଯ୍ୟ କରି ଆସୁଥିବାବେଳେ କେନ୍ଦ୍ର ସରକାର ଖୁବଶିଘ୍ର ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା, ପ୍ରତ୍ୟେକ କାର୍ଯ୍ୟରତ ଏବଂ କାର୍ଯ୍ୟ ରୁ ବିରତ ନେଇଥିବା ସାମ୍ବାଦିକ ଙ୍କୁ ସର୍ବନିମ୍ନ ୨୫ ହଜାର ଟଙ୍କା ର ଭତ୍ତା ଓ ପେନସନ ପ୍ରଦାନ, ଜାତୀୟ ସ୍ତରରେ ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ, ଓଡ଼ିଶା ରାଜ୍ୟ ସରକାରଙ୍କ ପରି କୋଭିଡେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ରାଶି ପ୍ରଦାନ ପାଇଁ ଦାବି ଶ୍ରୀ ସାହୁ ଙ୍କ ସମେତ ଅନ୍ୟ ନେତୃବୃନ୍ଦ ଦାବି କରିଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ତଥା ପ୍ରାକ୍ତନ ଜାତୀୟ ଉପସଭାପତି ପ୍ରଶାନ୍ତ କୁମାର ପାଢ଼ୀ  ଏନୟୁଜେ ଗଠନ ର ଇତିହାସ ସମ୍ପର୍କରେ ବିସ୍ତୃତ ସୂଚନା ରଖିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ସାମ୍ବାଦିକ କଲ୍ୟାଣ ପାଣ୍ଠି ଅଧ୍ୟକ୍ଷ ଗଗନ ବିହାରୀ ସାହୁ,ଉପସଭାପତି ବାସୁଦେବ ତ୍ରିପାଠୀ, କୀର୍ତ୍ତି ଚନ୍ଦ୍ର ସାହୁ, ଦୁଷ୍ମନ୍ତ କୁମାର ପଣ୍ଡା,ମେହେବୁବ ମହତାବ,ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ପ୍ରୟାଗରାଜ କର,ବବୁଲ ସିଂ, ଉଦୟନାଥ ଖଣ୍ଡାଇ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଗଗନ ଶର୍ମା, ଚିନ୍ତାମଣି ପାଢ଼ୀ, ରାଜ୍ୟ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ, ବାଳକୃଷ୍ଣ ପଟ୍ଟନାୟକ, ବିଭୁତି ପ୍ରସାଦ ପଣ୍ଡା, ଶଶାଙ୍କ ଶେଖର ଝାଙ୍କର, ଶିବାଶିଷ ମହାନ୍ତି, କୋଷାଧ୍ୟକ୍ଷ ଅଖିଳେଶପଦ ମହାନ୍ତି

ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଜାତୀୟ ପରିଷଦ ସଭ୍ୟ ସୁବାଷ ଧଳ ଅତିଥି ପରିଚୟ ଓ ରମେଶ ଚନ୍ଦ୍ର ପ୍ରଧାନ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯାଜପୁର ଟାଉନ୍ ଠାରେ ସ୍ଥାନୀୟ ଥାନାଧିକାରୀ ଜଣେ କାର୍ଯ୍ୟରତ ସାମ୍ବାଦିକ ଙ୍କୁ ମାଡଦେବାକୁ ଧମକ ର  ପ୍ରତିବାଦ କରାଯିବା ସହିତ ସମ୍ପୃକ୍ତ ଇନ୍ସପେକ୍ଟରଙ୍କୁ କାର୍ଯ୍ୟ ରୁ ନିଲମ୍ବନ ପାଇଁ ଦାବି କରାଯାଇଥିଲା। ଶେଷରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସୁରନାରାୟଣ ସାହୁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like