-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବିରାଟ ଧନୁଯାତ୍ରା ପଞ୍ଚମ ଦିବସ , କଂସ ଚିନ୍ତିତ , ନାରଦଙ୍କ ଆଗମନ

24-Jan-2023



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲିଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ବିରାଟ ଧନୁଯାତ୍ରା ଗତକାଲି ପଞ୍ଚମ ଦିବସରେ ପହଞ୍ଚିଥିଲା । ସନ୍ଧ୍ୟାରେ ମହାରାଜ କଂସ ହାତି ଉପରେ ବସି ନଗର ଭ୍ରମଣ କରିଥିଲେ । ପଞ୍ଚମ ଦିବସରେ ଗୋପୀଙ୍କ ମଥୁରାରେ ଦଧିବିକା, ଯମୁନା ନଦୀ ନାମରେ ନାମିତ କରାଯାଇଥିବା ତେଲସରାଇ ନିକଟସୁଜାନବନ୍ଧ ରେ ନାବକେଳୀ ଦୃଶ୍ୟ, ବଣଭୋଜି , କାଳିଆ ଦଳନ ରେ କଂସ ଚିନ୍ତିତ, ନାରଦଙ୍କ ଆଗମନ , ରଙ୍ଗସଭା ପାଇଁ ଆମନ୍ତ୍ରଣ, ଧନୁଯାତ୍ରାରମ୍ଭ , ଅକ୍ରୁରକୁ ଗୋପ କୁ ପ୍ରେରଣ ଆଦି କଥା ବସ୍ତୁ ଉପରେ ଆଧାରିତ ନାଟକ ଅଭିନୀତ ହୋଇଥିଲା । କଂସ ଦରବାରରେ ରାଜକୀୟ ଅତିଥିଭାବେ

ସିନ୍ଧେକେଲା ନାଗରିକ କମିଟି ସଭାପତି ସୁରିୟା ସାହୁ , ଜେଏମଡ଼ି ଇଂଲିସ ମିଡିୟମ ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ , ଉପଦେଷ୍ଟା ଗଣପତି ସାହୁ, ଝଲପ ପୂର୍ବତନ ସରପଞ୍ଚ ରାଜାରାମ ବେହେରା , ହାଇସ୍କୁଲ ପ୍ରଧାନ ଶିକ୍ଷକ ଲୋକନାଥ ମେହେର ପ୍ରମୁଖ ଯୋଗଦେଇ ଧନୁଯାତ୍ରା ଆୟୋଜନ କରୁଥିବା କମିଟିର ବହୁ ପ୍ରଶଂସା କରିଥିଲେ । 
ସାଂସ୍କୃତିକ କାର୍ଯ୍ୟକ୍ରମରେ ସ୍ଥାନୀୟ ଜେଏମଡ଼ି ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ସମ୍ବଲପୁରୀ ରିମିକ୍ସ ନୃତ୍ୟ ଓ ଭବାନୀପାଟଣା ରୁ ଆସିଥିବା ନଟରାଜ୍ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଆଦିବାସୀ  ନୃତ୍ୟ ପରିବେଷଣ ଆଦି ଦର୍ଶକଙ୍କୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା ।  ସାଂସ୍କୃତିକ ସମ୍ପାଦକ ସୁଧାକର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମରେ କମିଟି ସଭାପତି ବିରେନ୍ଦ୍ର ନାରାୟଣ ସିଂଦେଓ ,

ଉପ ସଭାପତି ଉମାସଙ୍କର ତ୍ରିପାଠୀ , ସୁରେନ୍ଦ୍ର ନାରାୟଣ ସିଂଦେଓ , ସାଧାରଣ ସମ୍ପାଦକ ଅନିଲ ନାଏକ , କୋଷାଧ୍ୟକ୍ଷ ଓମ ସାହୁ , ସହ ସମ୍ପାଦକ ଫକୀର ତ୍ରିପାଠୀ , ଜୟନ୍ତ ଖମାରୀ , ମିଡ଼ିଆ ଓ ପବ୍ଲିକ ରିଲେସନ ସମ୍ପାଦକ ଅନିଲ କୁମାର ତ୍ରିପାଠୀ, ଦିନେଶ ଜୈନ, ଅଭିମନ୍ୟୁ ବହିଦାର, ପ୍ରଚାର ପ୍ରସାର ସମ୍ପାଦକ ଦିନେଶ ବଛା , ସଞ୍ଜୟ ସିଂଦେଓ , ସନ୍ତୋଷ ରଣା , ଖଲି ସାହୁ , ପରମା ସାହୁ , ବାବୁଲାଲ ସାହୁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like