-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ

24-Jan-2023



ପାଟଣାଗଡ଼(ପ୍ରେରଣା ଖବର) ଗତକାଲି ଭାରତବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ ହେଉଥିବା ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଟ୍ରଷ୍ଟର ସଭାନେତ୍ରୀ ସଂଯୁକ୍ତା ପରିଛ୍ଛାଙ୍କ ସଭାପତିତ୍ୱରେ ଡ.ଗୋବର୍ଦ୍ଧନ ସାହୁ ମୁଖ୍ୟ ଅତିଥି, ଡ.ଛାୟାକାନ୍ତ ଷଡ଼ଙ୍ଗୀ ମୁଖ୍ୟବକ୍ତା,ସମ୍ମାନୀତ ଅତିଥି ଭାବରେ ଘନଶ୍ୟାମ ଅଗ୍ରୱାଲଭ ଯୋଗ ଦେଇଥିଲେ।ମୁଖପତ୍ର ପାଟଣା ସୌରଭ ଓ କବି ରାଜ କିଶୋର ଭୋଇଙ୍କ ସୀତା ବିବାହ ପୁସ୍ତକ ଉନ୍ମୋଚିତ ହେବା ସହିତ ଡ.ସଂଜୟ କୁମାର ପଣ୍ଡା, ବୌଦ୍ଧଙ୍କୁ ବିପିନ ବିହାରୀ ପରିଛ୍ଛା ସ୍ମୃତି ସମ୍ମାନ, ଜ୍ୟୋର୍ତିବିଦ ଅଭିମନ୍ୟୁ ମିଶ୍ରଙ୍କୁ ଗ୍ରାମ୍ୟକବି ଚୁଡାମଣି ପାଣିଗ୍ରାହୀ ସ୍ମୃତି ସମ୍ମାନ, ଶ୍ରୀ ଅମୃତଲାଲ ସାହୁଙ୍କୁ ପାଟଣେଶ୍ୱରୀ ସାରସ୍ୱତ ସମ୍ମାନ ପ୍ରଦାନ କରାଯାଇଥିଲା।ଏହି ଅବସରରେ ରକ୍ଷକ ତଥା ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଂଚି ନାରାୟଣ ଦାଶ  ୨୦୨୧ମସିହା ସହୀଦ ଦିବସରେ ରକ୍ତଦାନ ଶିବିର ଆୟୋଜିତ କରି ଗିନିଜ ବୁକରେ ସ୍ଥାନୀତ ହୋଇଥିବାରୁ ନିଫା ତରଫରୁ ତାଙ୍କୁ ଆନ୍ତର୍ଜାତିକ ଲାଇଫ ସେଭର ଏଓ୍ୟାର୍ଡ ପୂର୍ବକ ପ୍ରମାଣପତ୍ର ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା।ସଂପାଦିକା ସୁଶ୍ରୀ ସବିତା ଭୋଇ ବାର୍ଷିକ ବିବରଣୀ ପ୍ରଦାନ,ଡ.ସୁଧାଂଶୁ ଶେଖର ମିଶ୍ର ସଭା ପରିଚାଳନା,ଡ.ନକୁଳ ମେହେର ଅତିଥି ପରିଚୟ ଓ ଟ୍ରଷ୍ଟର ସଭ୍ୟ ବିରଂଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।ଦ୍ୱିତୀୟ ପର୍ଯ୍ୟାୟରେ ଶ୍ରୀ ସତ୍ୟାନନ୍ଦ ଖମାରୀଙ୍କ ସଭାପତିତ୍ୱରେ ସଂଯୁକ୍ତା ଚନ୍ଦନ, ଦେବରାଜ ପାଣିଗ୍ରାହୀ ଓ ବିଘ୍ନରାଜ ଯୋଷୀଙ୍କ ସଂଯୋଜନାରେ ଶତାଧିକ କବି କବିତା ପାଠ କରିଥିଲେ।ପରିଶେଷରେ ବିରଂଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like