-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଲୋକଉତ୍ସବ-୨୦୨୩ର ଚତୁର୍ଥ ସଂଧ୍ୟା.... କୋସଲକଳାମଣ୍ଡଳର ଲୋକଉତ୍ସବ ମଞ୍ଚରୁ ରାଜନୀତି କରାନଯାଉ, ଆଜି ଷ୍ଟାର୍ ନାଇଟ୍ କୁ ଉପଭୋଗ କରିବେ ଦେଖଣାହାରୀ 

24-Jan-2023



ବଲାଙ୍ଗିର(ପ୍ରେରଣା ଖବର),-ବଲାଙ୍ଗୀର ସହରର ମଧ୍ୟଭାଗରେ ଥିବା ଐତିହାସିକ କୋସଳକଳାମଣ୍ଡଳ ପଡିଆର ସୁରକ୍ଷା ଆମସମସ୍ତଙ୍କର ଦାୟୀତ୍ୱ । ଲୋକଉତ୍ସବର ମଞ୍ଚରେ ସମସ୍ତେ ବିକାଶ ପାଇଁ ଏକ ହୁଅନ୍ତୁ କିନ୍ତୁ ମଞ୍ଚରୁ ରାଜନୀତି କରାନଯାଉ ବୋଲି ବଲାଙ୍ଗୀର ଲୋକଉତ୍ସବ-୨୦୨୩ର ୪ର୍ଥ ସଂଧ୍ୟାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମତ ଦେଇଛନ୍ତି । ସେ ଆହୁରି କହିଛନ୍ତି ଯେ,ଜିଲ୍ଲାପାଳ ଲୋମହୋତ୍ସବକୁ ସଫଳତାର ସହିତ କରିଛନ୍ତି । ରାଜ୍ୟସରକାର ଜିଲ୍ଲାକୁ ଅନେକ ଅନୁଦାନ ଦେଇଛନ୍ତି କିନ୍ତୁ ତାହା ଖର୍ଚ୍ଚ ନହୋଇ ପଡିରହିଛି । ଜିଲ୍ଲାର ବିକାଶପ୍ରକଲ୍ପକୁ ଅଟକାନଯାଉ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଜିଲ୍ଲା ଉନ୍ନୟନଅଧିକାରୀ ସୁଶାନ୍ତ ସିଂଙ୍କ ସଭାପତିତ୍ୱ ଓ ଅଭ୍ୟର୍ଥନା କମିଟିର ସହଅଧ୍ୟକ୍ଷ ଚିତ୍ତରଂଜନ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ  ୧୮୯ ସିଆରପିଏଫ ବାଟାଲିଅନର କମାଣ୍ଡାଣ୍ଟ ପୱନ ତିୱାରୀ,ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ବ୍ରଜମୋହନ ମିଶ୍ର,ଅତିଥି କଳାକାର ଭାବରେ ଲୋକଗିତିକାର ଭୀକାରୀଚରଣ ମିଶ୍ର ଯୋଗଦେଇଥିଲେ । ନାଟ୍ୟକାର ବ୍ରଜମୋହନ କୋସଳକଳାମଣ୍ଡଳ ପଡିଆର ଆଇନଗତ

ଲଢେଇରେ ସ୍ୱର୍ଗତ ଶରତଚନ୍ଦ୍ର ପାଣିଗ୍ରାହୀ ନେଇଥିବା ଭୂମୀକାକୁ ସ୍ମରଣ କରାଇଥିଲେ । ସେହିପରି ସିଆରପିଏଫ କମାଣ୍ଡାଣ୍ଟ ଶ୍ରୀ ତିୱାରୀ ତାଙ୍କ ବକ୍ତବ୍ୟରେ ବଲାଙ୍ଗୀରର କଳାସଂସ୍କୃତିକୁ ମହାନ ବୋଲି କହିଥିଲେ । ଲୋକସଂସ୍କୃତିର ସୁରକ୍ଷା ଆମର ପ୍ରାଥମିକତା ରହିଛି ବୋଲି ଅଧ୍ୟକ୍ଷତା କରୁଥିବା ଜିଲ୍ଲା ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂ କହିଥିଲେ । ଏହି ଅବସରରେ ବିଶିଷ୍ଟ ବଂଶୀବାଦକ ରଞ୍ଜନ ପଟ୍ଟନାୟକଙ୍କୁ ଲୋକଉତ୍ସବ ସମିତି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ହକି ବିଶ୍ୱକପ ପାଇଁ କରାଯାଇଥିବା ବିଭିନ୍ନ ପ୍ରତି ଯୋଗୀତାରେ କୃତୀତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ।  ଲୋକମହୋତ୍ସବ କମିଟିର ସଂଗୀତା ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଂଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପୂର୍ବରୁ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ ବିଚିତ୍ର କାର୍ଯ୍ୟକ୍ରମ କରାଯାଇଥିଲା ।

ରାତି ୮ଟାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଯୋଗଦେଇଥିଲେ । ଏଥିରେ ବଲାଙ୍ଗୀରର ନଟରାଜ କଳାପରିଷଦ,ଦୁଲଦୁଲି କଳାପରିଷଦ,ଜୟ ଦୁର୍ଗା କଳାପରିଷଦ,କଳାଧାମ,ରାଜସ୍ଥାନର ଫଗ ନୃତ୍ୟ,ଆସାମର ତିଆ,ପଞ୍ଜାବର ଭାଙ୍ଗଡା,ପାଟଣାଗଡର ସାତକୁଆଁରି,ତୁଷୁରାର କୃଷ୍ଣପ୍ରୀୟା କଳାପରିଷଦ,ଜିଲ୍ଲା ସଂସ୍କୃତି ପରିଷଦ ସୁବର୍ଣ୍ଣପୁରର କଳାକାର ଯୋଗଦେଇ ତାଙ୍କର କଳାପ୍ରଦର୍ଶନ କରିଥିଲେ ।

ଆଜି ଅର୍ଥାତ ୨୪ ତାରିଖ ଦିନ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଷ୍ଟାର୍ ନାଇଟ୍‌କୁ ଦର୍ଶକ ଉପଭୋଗ କରିବେ ବୋଲି ଆଶା କରାଯାଉଛି । କଣ୍ଠ ଶିଳ୍ପି ଅସୀମା ପଣ୍ଡା ଓ ପଙ୍କଜ ଜାଲଙ୍କ ଗୀତ ଓ ସଙ୍ଗୀତ କାର୍ଯ୍ୟକ୍ରମ ଆଜି ସଂଧ୍ୟାର ମୁଖ୍ୟ ଆକର୍ଷଣ ହେବ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like