-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

Vv   (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀ ଠାରେ ବିନାୟକ ପବ୍ଲିକ ସ୍କୁଲରେ ପାଳିତ ହେଲା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ

24-Jan-2023



ବଲାଙ୍ଗୀର(ପ୍ରେରଣା ଖବର)- ବିନାୟକ ପବ୍ଲିକ ସ୍କୁଲ ପର୍ଯ୍ୟଟନ କ୍ଷେତ୍ର ଭୀମଡୁଙ୍ଗୁରୀ ଠାରେ ବନ ବିହାର କାର୍ଯ୍ୟକ୍ରମ ସହିତ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ କରିଛି । ସ୍କୁଲର ମେନେଜିଂ ଡାଇରେକ୍ଟର ସରସ୍ୱତୀ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ବିଶ୍ୱ ହିନ୍ଦୁ ପରିଷଦର ଜିଲ୍ଲା ସଭାପତି ଗୋବିନ୍ଦ ଚନ୍ଦ୍ର ମିଶ୍ର, ସ୍କୁଲର ଡାଇରେକ୍ଟର ବାବୁଲାଲ ମିଶ୍ର ଓ ମେନେଜିଂ କମିଟି ସଦସ୍ୟ ଟିକେମଣି ନାଏକ ମାଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅତିଥିଗଣ ପ୍ରଦୀପ ପ୍ରଜ୍ଜଳନ ଓ ଭାରତମାତାର ଦୁଇ ସୁଯୋଗ୍ୟ ସନ୍ତାନ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏତତ୍ ସହିତ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟୀତ୍ର ମାନଙ୍କ ଦ୍ୱାରା ସାମୁହିକ ବେଦ ପାଠ କରାଯାଇଥିଲା । ପରେପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଇଂରାଜୀ କବିତା ପାଠ, ନର୍ସରୀ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଇଂରାଜୀ ରାଇମ୍, ଗୀତ, ସଂସ୍କୃତ କବିତା ପାଠ, ଦେଶାତ୍ମବୋଧକ ଗୀତ ତଥା ବିଭିନ୍ନ ଖେଳ କାର୍ଯ୍ୟକ୍ରମ କରାଯାଇଥିଲା ତତ ସହିତ ଅଭିଭାବକ ଓ ଅଭିଭାବିକା ମାନଙ୍କ ମଧ୍ୟରେ ମ୍ୟୁଜିକ ଚେୟାର, ମୁଁ ମୋର ପିଲାକୁ କିପରି ବୁଝଁ, ପତି ପତ୍ନୀଙ୍କ ବୁଝାମଣା, ହୁଳହୁଳି, ଲାଉଗୁନା ଭଳି ପ୍ରତିଯୋଗିତା କରାଯାଇଥିଲା । ଉଦ୍‌ଯାପନୀ ସମାରୋହରେ ୧୮୯ ବଟାଲିୟନର କମାଡେଣ୍ଟେ ପବନ ତିବ୍ୱାରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ନେଜାଜୀ ସୁବାଷ ବୋଷ ଏବଂ ବୀର ସୁରେନ୍ଦ୍ର ସାଏ ଙ୍କ ଜୀବନୀ ଏବଂ ଦେଶ ପାଇଁ ତାଙ୍କର ଉତ୍ସଗ ଭାବ ଓ ପ୍ରାଣବଳି ବିଷୟରେ ଉପସ୍ଥାପନ କରିଥିଲେ । ସ୍କୁଲ ଦ୍ୱାରା ଆୟୋଜିତ ବାର୍ଷିକ କୀଡାର ପୁରଷ୍କାର ଛାତ୍ରଛାତ୍ରୀ ମାନଙ୍କୁ ପ୍ରଦାନ କରିଥିଲେ ମୁଖ୍ୟ ଅତିଥି । ଏବଂ ଅବିଭାବକ ଅବିଭାବିକା ମାନଙ୍କୁ ନେଇ ହୋଇଥିବା ବିଭିନ୍ନ ପ୍ରତୀଯୋଗୀତାର ବିଜେତା ମାନଙ୍କୁ ମଧ୍ୟ ପୁରଷ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍କୁଲରେ ସମସ୍ତ ଛାତ୍ରଛାତ୍ରୀ ଅବିଭାବକ ଅବିଭାବିକା ନିମନ୍ତ୍ରୀତ ଅତିଥି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଚନ୍ଦ୍ରକାନ୍ତ ତ୍ରପାଠୀ, ଦିଲ୍ଲୀପ ବେହେରା, ସାଏବୁ ନନ୍ଦ, ଜ୍ୟୋତିର୍ମୟ ରାଉତ, ଜୟ ସେଠ, ସୁଶୀଳ ଘିବେଳା, ଅଶୋକ ସାହୁ, ନବଘନ ସିଂ, କିଶୋର ଚନ୍ଦ୍ର ଦେହେରୀ, ମନୋଜ ତ୍ରିପାଠୀ, ପଙ୍କଜ ଠାକୁର, ଅଞ୍ଜୁ କୁମାରୀ ବେହେରା, ପଦ୍ମିନୀ ଦାସ, ପୂର୍ଣ୍ଣମାସୀ ରାଉତ, ନମ୍ରତା ନାଏକ, କ୍ଷୀର ଦିଶ୍ରୀ, ବିନୋଦିନୀ ପଶାୟତ ଓ ଚୁମକି ପାଣିଗ୍ରାହୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ରାଜ୍ୟ  
Vv   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like