-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିକାଶ ଲ’ ସ୍କୁଲ୍‌ରେ ‘ଜାତୀୟ ପରାକ୍ରମ ଦିବସ’

24-Jan-2023



ବରଗଡ଼(ନିରଞ୍ଜନ ତ୍ରିପାଠୀ): ବିକାଶ ଲ’ ସ୍କୁଲ୍‌ରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉପଲକ୍ଷେ ‘ଜାତୀୟ ପରାକ୍ରମ ଦିବସ’ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏହି ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା । ଲ’ ସ୍କୁଲ୍‌ର ଅଧ୍ୟକ୍ଷ ପ୍ରଫେସର୍ ଡ.ବିକ୍ରମ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଲ’ ସ୍କୁଲ୍‌ର ଶେଷ ବର୍ଷର ଛାତ୍ରଛାତ୍ରୀମାନେ ପରିଚାଳନା କରିଥିଲେ । ଅଧ୍ୟକ୍ଷ ଦାସ ନିଜର ପ୍ରାରମ୍ଭିକ ବକ୍ତବ୍ୟରେ ଏହି ଦୁଇ ବୀରପୁତ୍ର ଭାରତବାସୀଙ୍କର ସ୍ୱାଧୀନତା ପାଇଁ କିପରି ମହାନ ତ୍ୟାଗ କରିଥେଲେ, ସେ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଲ’ ଶେଷ ବର୍ଷର ଛାତ୍ରୀ ଉପାସନା ମିଶ୍ର ଏହି ଦୁଇ ବୀର ପୁରୁଷଙ୍କର ବୀରତ୍ୱ ଓ ସଂଘର୍ଷର ଗାଥା ବର୍ଣ୍ଣନା କରିଥିଲେ । ଲ’ ତୃତୀୟ ବର୍ଷର ଛାତ୍ର ଶ୍ରୀ ଲିପନ୍ କୁମାର ପୃଷେଠ୍ କବିତା ଓ ଦୁହିଁଙ୍କ ଜୀବନୀରୁ ଦୃଷ୍ଟାନ୍ତ ନେଇ ଏହି ଦୁଇ ମହାନ୍ ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱର ଗାଥା ପ୍ରକାଶ କରିଥିଲେ । ଲ’ ଶେଷ ବର୍ଷର ଛାତ୍ର ଦିବ୍ୟ ପ୍ରକାଶ ପାଣିଗ୍ରାହୀ ଆଜିର ଯୁବପୀଢ଼ି ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପରି ଦେଶପ୍ରେମ ଓ ତ୍ୟାଗ ମାଧ୍ୟମରେ ନିଜକୁ ଦେଶସେବାରେ ନିୟୋଜିତ କରିବାକୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଲ’ ସ୍କୁଲ୍‌ର ଶେଷ ବର୍ଷର ଛାତ୍ରୀ ତାହିରା ବାନୋ ପରିଚାଳନା କରିଥିଲେ ଓ ଶେଷ ବର୍ଷର ଛାତ୍ରୀ ତୃପ୍ତୀ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଲ’ ସ୍କୁଲ୍‌ର ଅଧ୍ୟାପକ ଶିବାନନ୍ଦ ସାହୁ, ଜୈମିନୀ କୁମାର ସାହୁ, ଅଭିନବ ସ୍ୱାଇଁ, ଅଭିନନ୍ଦନ ଖୁଣ୍ଟିଆ, ଅଧ୍ୟାପିକା ସ୍ୱାଗତିକା ସାହୁ, ସାଗରିକା ବିଶ୍ୱାଳ ଓ ଖୁସିରାମ ସାହୁ ସହଯୋଗ କରିଥିଲେ । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ଓ ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଏହି ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କର ବୀରତ୍ୱର ଗାଥା କୋଟି କୋଟି ଭାରତୀୟଙ୍କ ହୃଦୟରେ ଚିରସ୍ମରଣୀୟ ହୋଇ ରହିଥିବ ବୋଲି ନିଜର ଅଭିବ୍ୟକ୍ତି ପ୍ରକାଶ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like