-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
05-Dec-2020
ଭୁବନେଶ୍ବର, (ପ୍ରେରଣା ଖବର) - ରାଜ୍ଯରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା ଗ୍ରାଫ୍। ଆଜି ୫ ଜୀବନ ନେଇଛି ମହାମାରୀ କରୋନା। ଏଯାବତ୍ ରାଜ୍ଯରେ ୧୭୬୫ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ରାଜ୍ଯ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା!