-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ହକି ବିଶ୍ଵକପ ଅବସରରେ ସିଦ୍ଧାର୍ଥ ଡିଗ୍ରୀ କଲେଜରେ ସଚେତନତା କାର୍ଯ୍ୟକ୍ରମ 

24-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରୟାସ କ୍ରମେ ରାଜଧାନୀ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଏବଂ ସୁନ୍ଦରଗଡ଼ ଜିଲ୍ଲାର  ବିର୍ସାମୁଣ୍ଡା ଷ୍ଟାଡିୟମ ଠାରେ ଚାଲିଥିବା ହକି ବିଶ୍ଵକପ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ବିବିଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଅଞ୍ଚଳର ଜନସାଧାରଣଙ୍କୁ  ହକି ଖେଳରେ ଆକର୍ଷିତ କରିବା ଉଦ୍ଦେଶ୍ୟ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଏବଂ ଅର୍ଥନୀତି ଅଧ୍ୟାପକ ବିଶ୍ଵନାଥ ମିଶ୍ରଙ୍କ ପରିଚାଳନାରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ଏଫଆଇ

ଏଚ ଓଡ଼ିଶା ହକି ଧ୍ୱନି ଦେଇ ସହର ପରିକ୍ରମା ପୂର୍ବକ ଲୋକଙ୍କୁ ସଚେତନ କରିଥିଲେ ।ସେହିପରି କଲେଜର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ହକି ବିଶ୍ଵକପକୁ ନେଇ ରଙ୍ଗୋଲି,ଚିତ୍ରାଙ୍କନ,ବକୃତା ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିଲା ।ଛାତ୍ର ଆଶିଷ କୁମାର ମେହେରଙ୍କ ଦ୍ଵାରା ବାଲୁକା କଳା ପ୍ରଦର୍ଶନ ବେଶ ଚିତ୍ତାକର୍ଷକ ହୋଇଥିଲା ।ପରେ ହକି ରଥକୁ ସ୍ଵାଗତ ସମ୍ବର୍ଦ୍ଧନା,ପଡ଼ିଆରେ ଅନୁଷ୍ଠିତ ହକି ଖେଳକୁ ମନଭରି ଉପଭୋଗ,ଚାଲିଥିବା ବିଶ୍ଵକପ ହକିରେ ଅଂଶ ଗ୍ରହଣ କରିଥିବା ଦେଶ/ବିଦେଶର ଖେଳାଳି ମାନଙ୍କ ଖେଳ ପ୍ରୋଜେକ୍ଟର ଓ ଏଲସିଡି ମାଧ୍ୟମରେ ଦେଖି ଖେଳାଳିଙ୍କୁ

ଉତ୍ସାହିତ କରିବା,କଲେଜ ପରିସରର ବିଭିନ୍ନ ସ୍ଥାନରେ ହକି ବିଶ୍ଵକପର ପୋଷ୍ଟର ପ୍ରଦର୍ଶନ,ହକି ବିଶ୍ଵକପର ପ୍ରଚାର ଓ ପ୍ରସାର ପାଇଁ ସେଲଫି ପଏଣ୍ଟ ବ୍ୟବସ୍ଥା ଆଦି ବିଭିଧ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି ।ଦୀର୍ଘ ୩ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ କଲେଜର ବରିଷ୍ଟ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ବାଣୀ ପ୍ରସାଦ ବିଶ୍ଵାଳ,ରୁଦ୍ର ନାରାୟଣ ଦାଶ,ହରିଶ୍ଚନ୍ଦ୍ର ହୋତା,ମାନସ ମିଶ୍ର,ଭଗବାନ ସାହୁ,ଅଧ୍ୟାପିକା ରୁବୀ ପୂଜାରୀ,ଦିବ୍ୟାଲୋକା ମହାପାତ୍ର,ପ୍ରଣତୀ ମିଶ୍ର,ମିତାଳୀ ପ୍ରଧାନ,ଲାଇବ୍ରେରୀଏନ ଭାରତୀ ବାବୁ ପ୍ରମୁଖଙ୍କ ସମେତ କଲେଜର ସମସ୍ତ ଷ୍ଟାଫ ପରିଚାଳନାରେ ସହଯୋଗ କରିବା ସହିତ ଭାଗନେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like