-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ରାଜ୍ୟ

ଉଦ୍ଦେଶ୍ୟ ଓ ଲକ୍ଷ୍ୟ ପୁରଣ ଦିଗରେ କଂଗ୍ରେସ ର ଭାରତ ଜୋଡ ଯାତ୍ରା - ନରସିଂହ, ବଲାଙ୍ଗିର ଭାରତ ଯୋଡ ଯାତ୍ରାରେ ଯୋଡି ହେଲେ ଶହସ୍ରାଧିକ ବିଜେଡି ଲୋକ 

24-Jan-2023



ବଲାଙ୍ଗିର(ପ୍ରେରଣା ଖବର)-ସାରା ଦେଶରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରାରେ ଅଦ୍ଭୁଦପୂର୍ବ ସଫଳତା ମିଳିବାରେ ଲାଗିଛି । ବିଭିନ୍ନତା ଭିତରେ ଏକତା ଆଣି କଂଗ୍ରେସର ଆଦର୍ଶ, ସମ୍ବିଧାନର ସୁରକ୍ଷା ଓ ଦେଶରେ ଏକ ଭାଇଚାରା ପରିବେଶ ସୃଷ୍ଟି ପାଇଁ ରାହୁଲ ଗାନ୍ଧୀ ଙ୍କ ଏହି ଯାତ୍ରାରେ ଜାତି, ଧର୍ମ, ବର୍ଣ୍ଣ , ରାଜନୈତିକ ଚିନ୍ତାଧାରା ଏ ସବୁ କୁ ଭୁଲିଯାଇ ଦେଶରେ ଅନେକ ରାଜନୈତିକଜ୍ଞ ବୁଦ୍ଧିଜିବି, କଳାକାର, ରାହୁଲ ଗାନ୍ଧୀଙ୍କ ସହିତ କଂଗ୍ରେସ ଆଦର୍ଶରେ ଯୋଡି ହୋଇଯାଇଛନ୍ତି । ଏହି ଯାତ୍ରା ଓଡିଶା ସଂସ୍କରଣର ବଲାଙ୍ଗିର ଠାରେ ଯାତ୍ରାକୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଚାଲିଥିବା ଏହି ଭାରତ ଯୋଡ ଯାତ୍ରା ରେ ଆଜି ବଲାଙ୍ଗିର ଠାରେ ସହଶ୍ରାଧିକ ବିଜେଡି ଦଳର ଲୋକ ଓ ସମର୍ଥକ କଂଗ୍ରେସ ଦଳରେ ଯୋଡି ହୋଇଯାଇଛନ୍ତି  ବୋଲି ଆଜି ଏହି ଯାତ୍ରାକୁ ସ୍ୱାଗତ ସମ୍ବର୍ଦ୍ଧନା ତଥା ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୁର୍ତ୍ତିରେ ଶ୍ରଦ୍ଧାସୁମନ ଜଣାଇବା ପରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଗଣମାଧ୍ୟମକୁ ନିଜ ପ୍ରତିକ୍ରିୟାରେ କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ ସ୍ୱାଧିନତା ପୂର୍ବପର୍ତ୍ତି ଓ ପରବର୍ତ୍ତି ସମୟରୁ କଂଗ୍ରେସ ଦଳ ହିଁ ଲୋକଙ୍କୁ ଲୋକଙ୍କ ଭିତରେ ଯୋଡି ଦେଶକୁ ଏକଜୁଟ କରିଥିଲା । ୨୦୧୪ ପରବର୍ତ୍ତି ସମୟରେ କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି ସରକାର ଆସିବା ପରେ ଲୋକଙ୍କ ଭିତରେ ଆଉ ଏକତା ନାହିଁ । କେନ୍ଦ୍ର ସରକାର ଜାଣିଶୁଣି ସମ୍ବିଧାନ ଓ ସାମ୍ବିଧାନିକ ସଂସ୍ଥା ଭିତରେ ଅସ୍ଥିରତା ସୃଷ୍ଟି କରି ଚାଲିଛନ୍ତି । ଏପରି କି ସେମାନେ ନ୍ୟାୟ ପାଳିକା କୁ ମଧ୍ୟ ନିଜ ହାତ ବାରିଶି କରିବାକୁ ଚେଷ୍ଟା ଜାରି ରଖିଛନ୍ତି । ତେଣୁ ଏହି ଭାରତ ଯୋଡ ଯାତ୍ରା ମହତ୍ୱ ଲୋକ ବୁଝିବା ଦରକାର । ଏହି ଯାତ୍ରାକୁ ଓଡିଶାରେ ଏବଂ ବଲାଙ୍ଗିର ରେ ଅଦ୍ଭୁଦପୂର୍ବ ସଫଳତା ମିଳୁଛି କେବଳ ବିଜେଡି ନୁହେଁ ବିଜେପି ଦଳରୁ ମଧ୍ୟ ଅନେକ ରାଜନୈତିକ ଲୋକ କଂଗ୍ରେସ ଦଳ ରେ ସାମିଲ ହୋଇଥିବାର ଶୁଣାଯାଉଛି ବୋଲି ଶ୍ରୀ ମିଶ୍ର ପ୍ରତିକ୍ରୟାରେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026

You Might Also Like