-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଶିଳ୍ପୀ ଓମ୍ ପ୍ରକାଶ ସାହୁ ଙ୍କ ବାଳୁକା କଳା ପ୍ରଦର୍ଶନୀ ଉଦଯାପିତ

24-Jan-2023



ତୁଷୁରା(ପଞ୍ଚାନନ ନାଏକ) ୨୩ ଜାନୁଆରୀ ଦିନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ଜନ୍ମଜୟନ୍ତୀ ଉପଲକ୍ଷେ ପେନ୍ଦିମୁଣ୍ଡା ତୁଷୁରା ସ୍ଥିତି ତେଲ ନଦୀରେ ବାଳୁକା ଶିଳ୍ପୀ ଶ୍ରୀ ଓମ୍ ପ୍ରକାଶ ସାହୁଙ୍କ ନିର୍ମିତ ୩୬ ଫୁଟ୍ ଉଚ୍ଚତା ବିଶିଷ୍ଟ ନେତାଜୀଙ୍କ ବାଳୁକା ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ବଲାଙ୍ଗିର ଜିଲ୍ଲାର ଅନେକ ବିଦ୍ୟାଳୟ ତଥା  ପଡୋଶୀ ଜିଲ୍ଲା କଳାହାଣ୍ଡିର କର୍ଲlମୁଣ୍ଡା  ବ୍ଲକର ବିଭିନ୍ନ ସ୍କୁଲ କଲେଜରୁ ହଜାର ହଜାର ଛାତ୍ର ଛାତ୍ରୀ  ଉକ୍ତ ସମାରୋହରେ ଯୋଗଦେଇ ନେତାଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହି ଅବସରରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ବକ୍ତୃତା, ନୃତ୍ୟ, ସଂଗୀତ ଆଦି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା।  ଶିକ୍ଷକ ଗିରିଶ୍ ଚନ୍ଦ୍ର ସା ଙ୍କ ଅଧ୍ୟକ୍ଷତାରେ ଉଦ୍‌ଯାପନୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଗୁଡଭେଲା ବ୍ଲକ୍  ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଗୋବର୍ଦ୍ଧନ ଭୋଇ   ମୁଖ୍ୟ ଅଥିତି ଭାବେ ଯୋଗ ଦେଇ ବାଳୁକା କଳାର ଭୂୟଶୀ ପ୍ରଶଂସା କରିଥିଲେ ଓ କୃତୀ  ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ  ଟ୍ରଫି ପ୍ରଦାନ କରିଥିଲେ।ସମାଜସେବୀ ଶ୍ରୀ ଅଶୋକ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ  ଥିବା ବେଳେ ସ୍ଥାନୀୟ ସରପଞ୍ଚ  ଗୃଦା ନନ୍ଦ, ଗାଁ ର ମୁଖ୍ୟ ଆଦି ମାଝୀ,ପିତ ରଣା ,   ଆଶୁକବି  ହେମନ୍ତ ଦାଶ, ସମାଜ ସେବୀ ଡ଼ଃ ଶଶୀଭୁଷଣ ସାହୁ, ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମଞ୍ଚାସୀନ ହୋଇଥିଲେ ।  ମଞ୍ଚାସୀନ ଅତିଥି ଙ୍କ ସମେତ  ଗ୍ରାମର ପ୍ରତିଭା ଧାରୀ ଯୁବକ  ତହସିଲ ଭୋଇ, ବୈଷ୍ଣବ ରଣା, ସୁନୀଲ ଭୋଇ , ଶିକ୍ଷକ ପ୍ରହଲ୍ଲାଦ ଦଣ୍ଡସେନା ରୁଷି ବୁଡ଼େକ, ଲିଙ୍ଗରାଜ ରଣା, ଧନଞ୍ଜୟ କୁଅଁରଙ୍କୁ ମେଁମେଣ୍ଟ ଦେଇ ଶିଳ୍ପୀ ଓମ ପ୍ରକାଶ ସାହୁ ସମ୍ବର୍ଦ୍ଧିନା ଜ୍ଞାପନ କରିଥିଲେ l ଶେଷରେ  ସରପଞ୍ଚ ଶ୍ରୀ ନନ୍ଦ ସମସ୍ତ ଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like