-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ପାରିପାର୍ଶିକ ବିକାଶ ବାର୍ତ୍ତାନେଇ ତ୍ରୀକୁଟ ପାହାଡ ଚଢିଲେ ଜିଲ୍ଲା ଅଧିକାରୀ- ପାରିପାର୍ଶିକ ବିକାଶ ରେ ସମସ୍ତ ଅଧିକାରୀ ସ୍ୱତଃ ସାମିଲ ହେବାକୁ ଜିଲ୍ଲାପାଳ ଙ୍କ ପରାମର୍ଶ

24-Jan-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପାତାଳୀ ଶ୍ରୀକ୍ଷେତ୍ରର ପାରିପାର୍ଶିକ ବିକାଶର ବାର୍ତ୍ତାନେଇ  ଆଜି ସକାଳୁ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସରକାରୀ ଅଧିକାରୀ ତ୍ରୀକୁଟ ପାହାଡ ଚଢି ଜଗନ୍ନାଥଙ୍କ ଦର୍ଶନ କରିଥିଲେ। ଏହି ବିଶେଷ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଆବୋଲି  ସୁନିଲ ନରୱେଣେ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଓ ନିଶିପୁନମ ମିଞ୍ଜ,ଜିଲ୍ଲା ପରିଷଦ ସିଇଓ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ, ପିଡବ୍ଲ୍ୟୁଡି ଏସଡିଓ ଦାମୋଦର କୈବର୍ତ୍ତ, ଉଲୁଣ୍ଡା ବିଡିଓ ହେମସାଗର ଭୋଇ, ସିଡିଏମଓ ବିଶ୍ବରଞ୍ଜନ ପତି, ଢିସିଓ ଜମୁନା ପଧାନ, ଜିଏମଡିଆଇସି ବଳଭଦ୍ର ନାୟକ, ଡିଏଲଓ ଡିଲେଶ୍ବର ଖାକା, ଜିଲ୍ଲା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ଉଲୁଣ୍ଡା ତହସିଲଦାର ବିପିନ ପଧାନ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ସାମିଲ ହୋଇଥିଲେ। ଅଧିକାରୀ ବୃନ୍ଦ ତ୍ରୀକୁଟ ପାହାଡରୁ ଓହ୍ଲାଇଲା ପରେ ପାହାଡ ପାଦଦେଶରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ପାତାଳୀ ଶ୍ରୀକ୍ଷେତ୍ରର ପାରିପାର୍ଶିକ ବିକାଶ କେମିତି ଭାବରେ ହୋଇପାରିବ ସେଥି ନିମନ୍ତେ ପ୍ରତ୍ୟେକ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାକୁ  ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ସେ ସମସ୍ତ ଅଧିକାରୀଙ୍କୁ ପାତଳୀ ଶ୍ରୀକ୍ଷେତ୍ର ର ପାରିପାର୍ଶିକ ବିକାଶ ରେ ସମସ୍ତ ଅଧିକାରୀ ସ୍ୱତଃ ସାମିଲ ହେବାକୁ ଜିଲ୍ଲାପାଳ ପରାମର୍ଶ  ପରାମର୍ଶ ଦେଇଛନ୍ତି l ଏହି ପରିପ୍ରେକ୍ଷୀରେ ଉପ -ଜିଲ୍ଲାପାଳ ବୀରମହାରାଜପୁର ଙ୍କ ତତ୍ୱାବଧାନ ରେ ଏକ ବିକାଶ ସହାୟତା ପାଣ୍ଠି ତିଆରି କରି ସେଥିରେ ଜିଲ୍ଲାର  ସମସ୍ତ ସରକାରୀ ଅଧିକାରୀ ପାତାଳୀ ଶ୍ରୀକ୍ଷେତ୍ରର ପାରିପାର୍ଶିକ ବିକାଶ ପାଇଁ ନିଜସ୍ବ ଇଚ୍ଛାରେ ବ୍ଯକ୍ତିଗତ ଭାବରେ ସାମିଲ ପୂର୍ବକ ଆର୍ଥିକ ସାହାଯ୍ୟ ସହଯୋଗ ପାଇଁ ଜିଲ୍ଲା ଅରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଅଧିକାରୀଙ୍କୁ ପରାମର୍ଶ ଦେବା  ସହିତ ବ୍ଯକ୍ତିଗତ ଭାବରେ ନିଜେ ପ୍ରଥମେ ୨୦ ହଜାର ଟଙ୍କା ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏଥିରେ ପାତାଳୀ ଟ୍ରଷ୍ଟର ଉତ୍ତର ପାତ୍ର, ପୁର୍ଣ୍ଣଚନ୍ଦ୍ର ପାଢ଼ୀ ସମେତ ଅନେକ ସଦସ୍ଯ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like