-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ସାମ୍ୱାଦିକ ସମ୍ମିଳନି ଅନୁଷ୍ଟିତ

25-Jan-2023



ଟିଟିଲାଗଡ଼(ସନ୍ତୋଷ କୁମାର ନାଏକ) : ଦିନକୁ ଦିନ ଦେଶରେ ଜନସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଟିଟିଲାଗଡ ଶାଖା ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଆଲୋକ ନାୟକଙ୍କ ସଭାପତିତ୍ୱରେ ଏହା ଅନୁଷ୍ଠିତ ହୋଇଥିଲା । ଗୋଟିଏ ପରିବାର ପାଇଁ ୨ ସନ୍ତାନ ଆଇନକୁ ସର୍ବସମ୍ମତି କ୍ରମେ ପାର୍ଲିଆମେଣ୍ଟରେ ଆଇନ ସ୍ଵୀକୃତି ଦିଆଯାଉ ବୋଲି ଦାବି କରାଯାଇଛି । ଏନେଇ ସଭାପତି ଆଲୋକ ନାୟକ କହିଥିଲେଯେ ପ୍ରତ୍ୟେକ ଦିନ ଆମ ଦେଶରେ ୬୮,୭୦୦ ଶିଶୁ ଜନ୍ମ ଗ୍ରହଣ କରୁଛନ୍ତି । ସେଥି ମଧ୍ୟରୁ ସଂଖ୍ୟା ଲଘୁ ସମ୍ପ୍ରଦାୟର ୫୬,୫୦୦ ଶିଶୁ ଏବଂ ୩,୭୦୦ ଶିଶୁ ସଂଖ୍ୟା ଗରିଷ୍ଠ ସମ୍ପ୍ରଦାୟର । ଏହି ସଂଖ୍ୟାକୁ ଦେଖିଲେ ଆଗାମୀ ଦିନରେ ବହୁତ ଶୀଘ୍ର ଧାର୍ମିକ ସନ୍ତୁଳନ ହରାଇବ । ଆସନ୍ତା ୨୦ ବର୍ଷ ମଧ୍ୟରେ ସଂଖ୍ୟା ଗରିଷ୍ଠ ସଂଖ୍ୟା ଲଘୁ ହୋଇଯିବେ ।

   ଏହାକୁ ଆଖି ଆଗରେ ରଖି ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ଦେଶବ୍ୟାପୀ ଏକ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବାକୁ ନିଷ୍ପତି ନିଆଯାଇଛି । ଆଗାମୀ ଦିନରେ ଟିଟିଲାଗଡ଼ରେ ୫୦୦୦ ରୁ ୧୦,୦୦୦ ଲୋକଙ୍କୁ ଦସ୍ତଖତ ଅଭିଯାନରେ ସାମିଲ କରାଯିବ । ସେହି ପତ୍ରକୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏହି ସମ୍ମିଳନୀରେ ଫାଉଣ୍ଡେସନର ଜିଲ୍ଲା ଉପଦେଷ୍ଟା ପ୍ରଶାନ୍ତ ଷଡ଼ଙ୍ଗୀ, ରାଜ୍ୟ ସମ୍ପାଦକ ଲିଙ୍ଗରାଜ ନାୟକ, ଜିଲ୍ଲା ସମ୍ପାଦକ ଜୟରାଜ୍ ସାହୁ, ଜିଲ୍ଲା କୋର୍ଡିନେଟର ଆଶିଷ ସାହୁ, ୨ଟି ଜିଲ୍ଲା ସମ୍ପାଦକ ନରସିଂହ ସିଂ, ଉପ ସଭାପତି ସୁନ୍ଦରଲାଲ ଶର୍ମା, ମୁଖ୍ୟ ବ୍ୟବସ୍ଥାପକ ଜନେକ୍ କୁମ୍ଭାର, ମିହିର ପଟ୍ଟନାୟକ, ନାଗେଶ୍ୱର ଶିକ୍କା ଓ ଅଚ୍ୟୁତ ସିକ୍କା ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like