-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବିରାଟ ଧନୁଯାତ୍ରା ଷଷ୍ଠ ଦିବସ, ଅକ୍ରୁର ଗୋପରେ ପ୍ରବେଶ, କଂସ ଚିନ୍ତିତ ମର୍ମାହତ

25-Jan-2023



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ମାଁ ଦ୍ୱାରସେହ୍ନି ମନ୍ଦିର ନିକଟ ପଲ୍ଲୀଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ବିରାଟ ଧନୁଯାତ୍ରା ଗତକାଲି ଷଷ୍ଠ ଦିବସରେ ପହଞ୍ଚିଥିଲା । ଷଷ୍ଠ ଦିବସରେ ଗୋପୀଙ୍କ ମଥୁରାରେ ଦଧିବିକା, ଷୋଳକୁଞ୍ଜ ଦର୍ଶନ, ବସ୍ତ୍ରହରଣ, ଅକ୍ରୁର ଗୋପରେ ପ୍ରବେଶ, ଅକ୍ରୁର ଗମନ, ସ୍ୱପ୍ନ ଦୃଶ୍ୟ, ଦଧିବିକା, କଂସ ଚିନ୍ତିତ ଓ ମର୍ମାହତ ଆଦି ପୌରାଣିକ ବସ୍ତୁ ଉପରେ ଆଧାରିତ ନାଟକ ଅଭିନୀତ ହୋଇଥିଲା । କଂସ ଦରବାରରେ ରାଜକୀୟ ଅତିଥିଭାବେ ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଫିରୋଜ ଖାନ, ଜିଲ୍ଲା ବିଜେଡି ଉପସଭାପତି ଉମାକାନ୍ତ ସାହୁ, ବିଜେଡି ବ୍ଲକ ସଭାପତି ରାଧେଶ୍ୟାମ କେତକୀ, ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାଷ ଜୈନ, ସମ୍ପାଦକ ସନ୍ତୋଷ ଜୈନ, ବିଜେଡି ନେତା ବାବୁଲାଲ ଅଦା , ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲ, ଭୁର୍ଷାଗୁଡା ସରପଞ୍ଚ ପୁଷ୍ପାଞ୍ଜଳି ଛୁରା, ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଜୟନ୍ତୀ ଲାଲ ସାହୁ, ଟିଟିଲାଗଡ଼ ଓମଭେଲି ସ୍କୁଲ ଅଧ୍ୟକ୍ଷ ମହେଶ୍ବର ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇ ମହାରାଜ କଂସଙ୍କ ଜୟଗାନ କରିବା ସହ ଧନୁଯାତ୍ରା ଆୟୋଜକଙ୍କ ବହୁ ପ୍ରଶଂସା କରିଥିଲେ । 
  ସାଂସ୍କୃତିକ ସମ୍ପାଦକ ସୁଧାକର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ 

 କମିଟି ସଭାପତି ବିରେନ୍ଦ୍ର ନାରାୟଣ ସିଂଦେଓ, ଉପ ସଭାପତି ଉମାଶଙ୍କର ତ୍ରିପାଠୀ, ସୁରେନ୍ଦ୍ର ନାରାୟଣ ସିଂଦେଓ, ସାଧାରଣ ସମ୍ପାଦକ ଅନିଲ ନାଏକ, ସହ ସମ୍ପାଦକ ଫକୀର ତ୍ରିପାଠୀ, କୋଷାଧ୍ୟକ୍ଷ ଓମ ସାହୁ, ମିଡ଼ିଆ ଓ ପବ୍ଲିକ ରିଲେସନ ସମ୍ପାଦକ ଅନିଲ କୁମାର ତ୍ରିପାଠୀ,ଦିନେଶ ଜୈନ, ଅଭିମନ୍ୟୁ ବହିଦାର, ପ୍ରଚାରପ୍ରସାର ସମ୍ପାଦକ ଦିନେଶ ବଛା, ସଞ୍ଜୟ ସିଂଦେଓ, ଖଲି ସାହୁ, ବାବୁଲାଲ ସାହୁ, ସନ୍ତୋଷ ରଣା, ପରମା ସାହୁ, ଚକାଡୋଳା ସାହୁ, ପପୁ ବାଗ, ରୀଙ୍କୁ ଥପା, ଉଦିତ ନାରାୟଣ ପଣ୍ଡା, ଦୀପକ ନାଗ, ଗୋପାଳ ସାହୁ, ମନ ପ୍ରଧାନ, ପୂର୍ଣ୍ଣ ଦାସ ପ୍ରମୁଖ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026

You Might Also Like