-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ କନ୍ୟା ଲିଙ୍ଗ ହାର ଅନୁପାତ ବୃଦ୍ଧି ପାଇଁ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

25-Jan-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ପିସି-ପିଏନଡିଟି  ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ପ୍ରାଧିକରଣ, ପି ସି ଏଣ୍ଡ ପି ଏନ ଡି ଟି ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳଙ୍କ ଆବାସିକ କାର୍ଯ୍ୟାଳୟ ରେ ଅଦ୍ୟ ତା୨୪ .0୧. ୨0୨୩ ରିଖ ରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଜିଲ୍ଲାରେ କନ୍ୟା ଲିଙ୍ଗ ହାର ଅନୁପାତ ନୈରାଶ୍ୟ ଜନକ ଥିବାରୁ ଉଦବେଗ ପ୍ରକାଶ କରିବା ସହ ଏହାର ବୃଦ୍ଧି ନିମନ୍ତେ ବିଶେଷ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ସେ ବୈଠକରେ ଉପସ୍ଥିତ ସଦସ୍ୟ ସଦସ୍ୟା ଙ୍କୁ ଜିଲ୍ଲାର ଏହି କନ୍ୟା ଲିଙ୍ଗ ହାର କମ ର କାରଣ ସାତ ଦିନ ମଧ୍ୟରେ ଖୋଜି ବାହାର କରିବାକୁ ନିର୍ଦେଶ ଦେବା ସହିତ ଆସନ୍ତା ସାତ ଦିନ ପରେ ପୁନଶ୍ଚ ଏକ ସ୍ୱତନ୍ତ୍ର ବୈଠକରେ କାରଣ ର ବିଶେଷ ଉପସ୍ଥାପନା ପାଇଁ ପରାମର୍ଶ ଦେଇଛନ୍ତି l ବୈଠକରେ  ସିଡିଏମ୍ ଏବଂ ପି ଏଚ ଓ ଡ଼ ବିଶ୍ୱରଂଜନ ପତି ସୁବର୍ଣ୍ଣପୁର, ଡକ୍ଟର ଦୈତ୍ୟ ନାରାୟଣ ପାଢ଼ୀ ଏ ଡି ପି ଏଚ ଓ (ଏଫ ଡବ୍ଲୁ ), ଏକ୍ସ ସିଡିଏମଓ ଡକ୍ଟର ଶାନ୍ତି ମଞ୍ଜରୀ ମିଶ୍ର, ଡକ୍ଟର ପ୍ରକାଶ ଦଣ୍ଡସେନା , ଡକ୍ଟର ନାରାୟଣ ମେହେର,ଡକ୍ଟର ନରେନ୍ଦ୍ର ମେହେର,ସାମ୍ବାଦିକ ସ୍ୱାଧୀନ ମେହେର, ସରକାରୀ ଓକିଲ ଅଟଳ ବିହାରୀ ମହାପାତ୍ର, ଅଶ୍ବିନୀ କୁମାର ଭୋଇ ଡି ଆଇ ପି ଆର ଓ, ଶ୍ରୀମତୀ ରଞ୍ଜୁବାଲା ଦାଶ, ଡିଏସଡବ୍ଲୁ, ବିଶ୍ୱ ରଞ୍ଜନ ବେହେରା, ଡିପିଏମ, ଏନ୍ଏଚ୍ଏମ୍, ରାକେଶ ପ୍ରଧାନ, ଡିସି ବାଲ୍ୟ ବିବାହ ପ୍ରତିରୋଧ ପ୍ରମୁଖ ସଦସ୍ୟ ଉପସ୍ଥିତ ଥିଲେ l  ଆସିଷ୍ଟାଣ୍ଟ ମ୍ୟାନେଜର ଏଲ ଏ ଏଣ୍ଡ ଆଇ ଏସ ଶ୍ରୀମତୀ ଶୋଭାନା ଦାଶ ଉପସ୍ଥିତ  ସମସ୍ତ ସଦସ୍ୟ ସଦସ୍ୟାଙ୍କୁ ସ୍ୱାଗତ କରିବା ସହ ବୈଠକ ର ଆଭିମୁଖ୍ୟ ଉପସ୍ଥାପନ କରିଥିଲେ | ଗ୍ରାମ ସ୍ତରରେ ଅଧିକ ସଚେତନତା ଉପରେ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ସୁବର୍ଣ୍ଣପୁର ଜିଲ୍ଲାର ଯେକୌଣସି ପିସି ଏଣ୍ଡ ପି ଏନ ଡି ଟି  ସମ୍ବନ୍ଧୀୟ ପ୍ରସଙ୍ଗ ପାଇଁ ଚାଇଲ୍ଡ ଲାଇନ୍ ନମ୍ବର 108 ଟୋଲ୍ ଫ୍ରି ନମ୍ବର ଭାବରେ ବ୍ୟବହାର କରାଯାଇପାରିବ | ଜନସାଧାରଣଙ୍କ ନିମନ୍ତେ ଯୋଗ୍ୟ ସୂଚନା ପ୍ରଦାନ ନିମନ୍ତେ ପ୍ରୋତ୍ସାହନ ବ୍ୟବସ୍ଥା ରହିଛି | ଜିଲ୍ଲାରେ ପଞ୍ଜୀକୃତ ହୋଇନଥିବା ୟୁ ଏସ ଜି କେନ୍ଦ୍ରଗୁଡ଼ିକ ବିଷୟରେ ସୂଚନା ପ୍ରଦାନ ଦିଗରେ ସୂଚନାଦାତାଙ୍କୁ  ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ପ୍ରୋତ୍ସାହନ ଦିଆଯିବ | ସୂଚନାଦାତାଙ୍କୁ ତିନୋଟି କିସ୍ତିରେ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ | ପ୍ରଥମ କିସ୍ତି ୫.୦୦୦ ଟଙ୍କା, ସଫଳ ସୂଚନା ପରେ, ୨ୟ କିସ୍ତି ୧୦.୦୦୦  ଟଙ୍କା, ୩ୟ କିସ୍ତି ରେ ଯାଞ୍ଚ ପରିଚାଳନାରେ ସହଯୋଗ ପାଇଁ ୧୦.୦୦୦  ଟଙ୍କା ପ୍ରଦାନ ର ବ୍ୟବସ୍ଥା ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like