-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

‘ପରୀ’ ଗାଁକୁ ଯିବ ବିଜେପିର ଟିମ୍ । ଗାଁରୁ ଫେରିବା ପରେ ନୟାଗଡ଼ରେ ରିଲେ ଅନଶନ

05-Dec-2020



ନୟାଗଡ଼, ଭୁବନେଶ୍ବର, (ପ୍ରଦୀପ ପଣ୍ଡା) - ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ଆଜି ବି ‘ପରୀ’ ଗାଁକୁ ଯିବ ବିଜେପିର ଟିମ୍ । ଗାଁରୁ ଫେରିବା ପରେ ନୟାଗଡ଼ରେ ରିଲେ ଅନଶନ କରିବ ଦଳ। ସେପଟେ ଆଜି ନୟାଗଡର ଯଦୁପୁର ଗସ୍ତ କରିବେ କଂଗ୍ରେସ ପ୍ରତିନିଧି ଦଳ । ପରୀ ପରିବାରକୁ ଭେଟିବେ ରାଜ୍ୟ ପ୍ରଭାରୀ ଓ ପିସିସି ସଭାପତି!!ନାବାଳିକା ପରୀ ହତ୍ୟାକାଣ୍ଡ ଘଟଣା ଏବେ ରାଜ୍ୟ ରାଜନୀତିରେ ଚର୍ଚାର ପ୍ରସଙ୍ଗ ସାଜିଛି । ଆଜି କଂଗ୍ରେସର ଏକ ଟିମ୍ ନୟାଗଡ ଜିଲ୍ଲା ଯଦୁପୁର ଗସ୍ତ କରି ପରୀଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ପ୍ରଭାରୀ ଏ ଚେଲ୍ଲାକୁମାର ଆଜି ଏହି ଗସ୍ତରେ ଯିବେ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ସମେତ ବରିଷ୍ଠ କଂଗ୍ରେସ ନେତାମାନେ ଏହି ଟିମରେ ନୟାଗଡ ଗସ୍ତ କରି ପରିବାର ଲୋକଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତେବେ ପରୀ ପ୍ରସଙ୍ଗରେ ଦଳ ଭିତରେ ଥିବା ଫାଟ ପ୍ୟାଚ ପଡିଥିବା କୁହାଯାଉଛି!! ସେପଟେ କିଛି ଦିନ ପୂର୍ବରୁ ବିଜେପି ବିଧାୟକ ଦଳ ପରୀଙ୍କ ଗାଁ ଯଦୁପୁରକୁ ଗସ୍ତ କରି ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ନ୍ୟାୟ ପାଇଁ ଲଢେଇ ଜାରି ରହିବ ବୋଲି କହିଥିଲେ । ସେପଟେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ପରୀ ଗାଁ ଯଦୁପୁରକୁ ଯିବ ବିଜେପିର ଏକ ଟିମ୍ । ଗାଁରୁ ଫେରିବା ପରେ ନୟାଗଡ଼ରେ ରିଲେ ଅନଶନ କରିବ ଦଳ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like