-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ରାଜ୍ୟ

iiii

25-Jan-2023



ଭୁବନେଶ୍ୱର : ତା୨୨/୦୧/୨୩ ରିଖ – ଓଙ୍ଗ଼ିଶାର ଭାଷା ସାହିତ୍ୟର ଉତ୍କର୍ଷତାକୁ ତୋଳି ଧରିବାରେ ପତ୍ର-ପତ୍ରିକା ଏବଂ ସାହିତ୍ୟ ସଂଗଠନ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଚନ୍ଦ୍ରଶେଖରପୁର ସାହିତ୍ୟ ସଂଗଠନ ନିରନ୍ତର ଭାବରେ ସେହି ଭୂମିକାକୁ ତୁଲାଇ ଆସୁଥିବାରୁ ଏହା ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନରେ ସ୍ଥାନ ଦଖଲ କରିଛି ବୋଲି ସଂସଦର ୪୬ତମ ଅଧିବେଶନରେ ଯୋଗ ଦେଇ ଅତିଥିମାନେ କହିଛନ୍ତି । ସଂସଦର ସଭାପତି କେନ୍ଦ୍ର ବାଲ୍‍ ସାହିତ୍ୟ ପୁରସ୍କାରପ୍ରାପ୍ତ ସାହିତ୍ୟିକ ଡକ୍ଟର ଦିଗରାଜ ବ୍ରହ୍ମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅବସରପ୍ରାପ୍ତ ଆଇ.ଏ.ଏସ. ତଥା ସାହିତ୍ୟିକ ପ୍ରସନ୍ନ କୁମାର ଜେନା, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟର ବିଭାଗର ମୁଖ୍ୟ ଡକ୍ଟର ସଂଘମିତ୍ରା ଭଞ୍ଜ, ଅଧ୍ୟାପିକା ମୀରା ବେଉରା ନିଜର ସାରଗର୍ତ୍ତକ ବକ୍ତବ୍ୟ ପ୍ରଦାନ କରିବା ସହ ସଂସଦର ମୁଖପତ୍ର “ଚିହ୍ନ’’ର ୪୩ ସଂଖ୍ୟା, ମହିଳା ପତ୍ରିକା “ମାନବୀ’’ର ପ୍ରଥମ ସଂଖ୍ୟା ଏବଂ କିଶୋର ପତ୍ରିକା “ୟୁ-୧୯’’ର ୨ୟ ସଂଖ୍ୟାକୁ ଅନାବରଣ କରିଥିଲେ । ଏହା ପୂର୍ବରୁ ଅଞ୍ଜଳି ଆଚାର୍ଯ୍ୟ ଏବଂ କବୀ ବିଶ୍ୱମିତ୍ରା ମିଶ୍ରଙ୍କ ସଂଯୋଜନାରେ ୫୦ରୁ ଉର୍ଦ୍ଧ୍ୱ ନବୀନ ଓ ପ୍ରବୀଣ କବି ନିଜର କବିତା ଆବୃତ୍ତି କରିଥିଲେ । ସଂସଦର ପ୍ରତିଷ୍ଠାତା ସଂପାଦକ ଅତିଥି ପରିଚୟ ପ୍ରଦାନ ସମେତ ସଂପାଦକୀୟ ଅଭିଭାଷଣ ପ୍ରଦାନ କରିଥିଲେ । ଡକ୍ଟର ଉର୍ମିମାଳା ଦାସ, ମିନତି ରଥ ଯଥାକ୍ରମେ “ମାନବୀ’’ ଓ “ୟୁ-୧୯’’ ପତ୍ରିକାର ଆଭିମୁଖ୍ୟ ବାବଦରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପରିଶେଷରେ ଡଃ ପ୍ରବୀଣା ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like