-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ଓଡ଼ିଶାର ଭାଷା ସାହିତ୍ୟର ଉତ୍କର୍ଷତାକୁ ତୋଳି ଧରିବାରେ ପତ୍ର-ପତ୍ରିକା ଏବଂ ସାହିତ୍ୟ ସଂଗଠନ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି

25-Jan-2023



ଭୁବନେଶ୍ୱର(ପ୍ରେରଣା ଖବର) ଓଡ଼ିଶାର ଭାଷା ସାହିତ୍ୟର ଉତ୍କର୍ଷତାକୁ ତୋଳି ଧରିବାରେ ପତ୍ର-ପତ୍ରିକା ଏବଂ ସାହିତ୍ୟ ସଂଗଠନ ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଚନ୍ଦ୍ରଶେଖରପୁର ସାହିତ୍ୟ ସଂଗଠନ ନିରନ୍ତର ଭାବରେ ସେହି ଭୂମିକାକୁ ତୁଲାଇ ଆସୁଥିବାରୁ ଏହା ରାଜ୍ୟର ଅଗ୍ରଣୀ ସାହିତ୍ୟାନୁଷ୍ଠାନରେ ସ୍ଥାନ ଦଖଲ କରିଛି ବୋଲି ସଂସଦର ୪୬ତମ ଅଧିବେଶନରେ ଯୋଗ ଦେଇ ଅତିଥିମାନେ କହିଛନ୍ତି । ସଂସଦର ସଭାପତି କେନ୍ଦ୍ର ବାଲ୍‍ ସାହିତ୍ୟ ପୁରସ୍କାରପ୍ରାପ୍ତ ସାହିତ୍ୟିକ ଡକ୍ଟର ଦିଗରାଜ ବ୍ରହ୍ମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅବସରପ୍ରାପ୍ତ ଆଇ.ଏ.ଏସ. ତଥା ସାହିତ୍ୟିକ ପ୍ରସନ୍ନ କୁମାର ଜେନା, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟର ବିଭାଗର ମୁଖ୍ୟ ଡକ୍ଟର ସଂଘମିତ୍ରା ଭଞ୍ଜ, ଅଧ୍ୟାପିକା ମୀରା ବେଉରା ନିଜର ସାରଗର୍ତ୍ତକ ବକ୍ତବ୍ୟ ପ୍ରଦାନ କରିବା ସହ ସଂସଦର ମୁଖପତ୍ର “ଚିହ୍ନ’’ର ୪୩ ସଂଖ୍ୟା, ମହିଳା ପତ୍ରିକା “ମାନବୀ’’ର ପ୍ରଥମ ସଂଖ୍ୟା ଏବଂ କିଶୋର ପତ୍ରିକା “ୟୁ-୧୯’’ର ୨ୟ ସଂଖ୍ୟାକୁ ଅନାବରଣ କରିଥିଲେ । ଏହା ପୂର୍ବରୁ ଅଞ୍ଜଳି ଆଚାର୍ଯ୍ୟ ଏବଂ କବୀ ବିଶ୍ୱମିତ୍ରା ମିଶ୍ରଙ୍କ ସଂଯୋଜନାରେ ୫୦ରୁ ଉର୍ଦ୍ଧ୍ୱ ନବୀନ ଓ ପ୍ରବୀଣ କବି ନିଜର କବିତା ଆବୃତ୍ତି କରିଥିଲେ । ସଂସଦର ପ୍ରତିଷ୍ଠାତା ସଂପାଦକ ଅତିଥି ପରିଚୟ ପ୍ରଦାନ ସମେତ ସଂପାଦକୀୟ ଅଭିଭାଷଣ ପ୍ରଦାନ କରିଥିଲେ । ଡକ୍ଟର ଉର୍ମିମାଳା ଦାସ, ମିନତି ରଥ ଯଥାକ୍ରମେ “ମାନବୀ’’ ଓ “ୟୁ-୧୯’’ ପତ୍ରିକାର ଆଭିମୁଖ୍ୟ ବାବଦରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପରିଶେଷରେ ଡଃ ପ୍ରବୀଣା ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like