-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||     

HOME   ଜିଲ୍ଲା

ଶୀତକାଳୀନ ଜାତୀୟ ସେବା ଯୋଜନା ଶିବିର ଉଦଯାପିତ

25-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଜାତୀୟ ସେବା ଯୋଜନା ତରଫରୁ ଗତ ସାତଦିନ ଧରି ଚାଲିଥିବା ଶୀତକାଳୀନ ଶିବିର ଉଦଯାପିତ ହୋଇଯାଇଛି ।ଏଥିରେ ୫୦ଜଣ ଛାତ୍ରଛାତ୍ରୀ ସାମିଲ ହୋଇ ବିଦ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ କରିବା,ବୃକ୍ଷରୋପଣ, ଅର୍ଥନୈତିକ ସର୍ଭେ,କରୋନା ସଚେତନତା,ସଡ଼କ ସୁରକ୍ଷା,ନିଶାଦ୍ରବ୍ୟ ସେବନରୁ ଦୂରେଇ ରହିବା ଆଦି କାର୍ଯ୍ୟକ୍ରମ କରି ଲୋକଙ୍କୁ ସଚେତନ କରାଯାଇଥିଲା ।ବିଦ୍ୟାଳୟର ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ସେବା ମନୋବୃତ୍ତି ନେଇ କାର୍ଯ୍ୟ କରୁଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ସୃଜନ ପଣ୍ଡା,ଖେଳ ଶିକ୍ଷକ ନାରାୟଣ ଚୌଧୁରୀ ଅଧ୍ୟାପକ ପ୍ରୀତି ରଂଜନ ସାହୁ ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାର ମଞ୍ଚକୁ ଓଡ଼ିଆ ଅଧ୍ୟାପକ ନିରଞ୍ଜନ ପାଣ୍ଡିଆ ପରିଚାଳନା କରିଥିବା ବେଳେ ଶେଷରେ ସେବା ଯୋଜନା ଶିବିରର ପ୍ରୋଗ୍ରାମ ଅଧିକାରୀ ରୋହିତ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026

You Might Also Like