-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ଶିବତଲା ପଂଚାୟତର ବିଭିନ୍ନ ଗାଁ ବୁଲିଲେ ନରସିଂହ

25-Jan-2023



ବଲାଙ୍ଗିର,- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନିଜ ନିର୍ବାଚନି ମଣ୍ଡଳି ଅନ୍ତର୍ଗତ ବଲାଙ୍ଗିର ସଦର ବ୍ଲକ ର ଶିବତଲା ପଂଚାୟତ ବିଭିନ୍ନ ଗାଁ ବୁଲିଥିଲେ । ପ୍ରଥମେ ସେ ପଂଚାୟତ ଅନ୍ତର୍ଗତ ଆଡେନ ଡୁଙ୍ଗୁରି ଯାଇ ସେଠାରେ ଚାଲିଥିବା ନାମଯଜ୍ଞରେ ସାମିଲ ହେବା ସହ ସେଠାକାର ଖ୍ରୀଷ୍ଟିୟାନ ପଡାକୁ ଯାଇ ଲୋକଙ୍କ ସମସ୍ୟା ଶୁଣିଥିଲେ । ବିଶେଷ କରି ଗ୍ରାମବାସୀମାନେ ପିଇବା ପାଣି ସମସ୍ୟା କୁ ନେଇ ବିଧାୟକଙ୍କ ସହ ଆଲୋଚନା କରିଥିଲେ । ତା ସହ ମାଁ ମାନଙ୍କୁ ଦରକାର ହେଉଥିବା ଏକ କମ୍ୟୁନିଟି ସେଣ୍ଟର ଉପରେ ଆଲୋଚନା ହୋଇଥିଲା । ଗାଁର ବାକି ସମସ୍ୟା ଯଥା ଆବାସ ଗୃହ, ଭତ୍ତା, ବିଜୁଳିକୁ ନେଇଥିବା ସମସ୍ୟା ପୁରଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ ବୋଲି ବିଧାୟକ ଶ୍ରୀ ମିଶ୍ର କହିଥିଲେ । ସେଠାରୁ ସେ ଆଦିବାସୀ ଗାଁ ଲୁଚୁକିବନ୍ଧକୁ ଯାଇ ସେଠାକାର ଲୋକମାନଙ୍କୁ ଭେଟି ତାଙ୍କର ସମସ୍ୟା ଶୁଣିଥିଲେ । ଆଲୋଚନା ସମୟରେ ଗାଁବାସୀମାନେ ପ୍ରଧାନମନ୍ତ୍ରୀ ଆବାସ

ଯୋଜନା ଅନ୍ତର୍ଗତ ଗରିବଙ୍କ ପାଇଁ ଘର ଯୋଜନାରେ ବହୁତ ପାତର ଅନ୍ତର ହେଉଥିବାର ଅଭିଯୋଗ କରିଥିଲେ । ଅନେକ ଯୋଗ୍ୟ ହିତାଧିକାରୀଙ୍କ ନାଁ ତାଲିକାରୁ କଟି ଯାଉଥିବାରୁ ତାର ଉପରେ ପଦକ୍ଷେପ ନେବାକୁ ବିଧାୟକ ଶ୍ରୀ ମିଶ୍ରଙ୍କୁ ଗ୍ରାମବାସୀ ଅଭିଯୋଗ କରିଥିଲେ । ସଂପୃକ୍ତ ବିଭାଗ ତରଫରୁ ଗାଁମାନଙ୍କରେ ସଚେତନ କରାଯାଉ ନ ଥିବାରୁ ଅନେକ ଯୋଗ୍ୟ ହିତାଧିକାରୀ ଗୃହ ଆବେଦନ କରିବାରେ ବିଫଳ ହେଉଛନ୍ତି କିମ୍ବା ତାଙ୍କ ଅଭିଯୋଗକୁ ଠିକଣା ସମୟରେ ଠିକ୍ ଜାଗାରେ କରିପାରୁନଥିବା ଜଣାପଡିଥିଲା । ଏହାକୁ ନେଇ ବିଧାୟକ ଶ୍ରୀ ମିଶ୍ର ବିଭାଗ ସହିତ ଆଲୋଚନା କରିବା ପାଇଁ କହିଥିଲେ । ଆଲୋଚନା ସମୟରେ ସ୍କୁଲ ଗୃହ, ରାସ୍ତା, ବିଜୁଳି ସମସ୍ୟାକୁ ନେଇ ମଧ୍ୟ ଆଲୋଚନା ହୋଇଥିଲେ । ବିଧାୟକ ଙ୍କ ଆଜିର ସହି ଗସ୍ତ ସମୟରେ  କଂଗ୍ରେସ ନେତା ସରୋଜ ରଥ, ରିଙ୍କୁ ଦିକ୍ଷିତ, ପର୍ଶୁରାମ ଦିକ୍ଷିତ, ବ୍ରଜ ଧରୁଆ, ରାମକୁମାର ଭୋଇ, ଗୋପ ମେହେରଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like