-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ସପ୍ତାହ ବ୍ୟାପି ଶିଶୁକନ୍ୟା ଦିବସର ଶୁଭାରମ୍ଭ

25-Jan-2023



ବଲାଙ୍ଗିର(ପ୍ରେରଣା ଖବର) - ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ସପ୍ତାହ ବ୍ୟାପି ଶିଶୁ କନ୍ୟା ଦିବସ ପାଳନର ଶୁଭାରମ୍ଭ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମନାରୁ ପୁଇଁନ୍ତଲା ଓ ବଲାଙ୍ଗିର ବ୍ଲକର ପ୍ରାୟ ୩୫୦ ଜଣ ହାଇସ୍କୁଲ ଓ ଯୁକ୍ତ ଦୁଇ  ଛାତ୍ର ଛାତ୍ରୀ ଏକ ସଚେତନତା ଶୋଭାଯାତ୍ରା ବାହାରି ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଲୋଗାନ ଦେଇ ପହଞ୍ôଚ ଥିଲା । ଏହି ଶୋଭାଯାତ୍ରାକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହ ଓ ସହକାରୀ ଜିଲ୍ଲାପାଳ, ରାଜସ୍ୱ ବଲାଙ୍ଗିର ର ଡା. ଇପ୍‌ସିତା ପାତ୍ର ମିଳିତ ଭାବେ ସବୁଜ ପତାକା ହଲାଇ ଶୁଭାରମ୍ଭ କରାଇଥିଲେ । ଶୋଭାଯାତ୍ରା ଉଦ୍‌ଘାଟନି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ  ସୁରକ୍ଷା ଅଧିକାରୀ ଜୟନ୍ତି ମହାନ୍ତି, ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ଶିକ୍ଷକ, ଶିକ୍ଷୟତ୍ରୀ ସରୋଜ ମାଝି, ସତ୍ୟାନନ୍ଦ ବିଶ୍ୱାଲ, ସତ୍ୟଜିତ ବୁଡେକ, ନନ୍ଦିନୀ ସାହୁ,  ରଂଜିତା ତରିଆ, ଅରୁନ୍ଧତି ବଢେଇ, ତପସ୍ମିନୀ ମହାପାତ୍ର ପ୍ରମୁଖ ଶୋଭାଯାତ୍ରାକୁ ଉପସ୍ଥିତ ରହି ପରିଚାଳନା କରିଥିଲେ । ଶୋଭାଯାତ୍ରାଟି ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ରେ  ପହଞ୍ôଚବା ପରେ  ଲକ୍ଷ୍ମୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନି ଉତ୍ସବରେ ବଲାଙ୍ଗିର ଜିଲ୍ଲା  ଅତିରିକ୍ତ ଶିକ୍ଷାଧିକାରୀ କେଶବ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଇଓ ଲୋକନାଥ ସୁନା, ସୁରକ୍ଷା ଅଧିକାରୀ ଜୟନ୍ତି ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

ଏହା ପରେ ଛାତ୍ର ଛାତ୍ରୀମାନଙ୍କୁ ନେଇ କୁଇଜ, ବକ୍ତୃତା, ନୃତ୍ୟ ପ୍ରତିଯୋଗିତା ଏବଂ ଆତ୍ମରକ୍ଷା କୌଶଳ ପ୍ରଦର୍ଶନ ହୋଇଥିଲା ।  ପ୍ରତିଯୋଗିତାର ଫଳାଫଳକୁ  ଡିଆଇଟି ବଲାଙ୍ଗିର ର ପ୍ରଶିକ୍ଷିକା ଚିନ୍ମୟି ସାହୁ, ଅଳକା ସାମଲ, ସପ୍ନା ସେଠ ବିଚାର କରିଥିଲେ ।  ଏହାପରେ କୃତି ପ୍ରତିଯୋଗିମାନଙ୍କୁ ମୁଖ୍ୟ ଅତିଥି ଉପ-ଜିଲ୍ଲାପାଳ ବଲାଙ୍ଗିର କୁମାର ନାଗଭୂଷଣ ମେଡାଲ ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ ।  ପୁରସ୍କାର ବିତରଣ ସମୟରେ ସମ୍ମାନିତ ଅତିଥି ଭାବେ ତହସିଲଦାର ବଲାଙ୍ଗିର ଡା. ପଣ୍ଡା ଓ ଅଧ୍ୟକ୍ଷ  ସିଡବ୍ଲୁସି ବଲାଙ୍ଗିର ଲମ୍ବୋଦର ଦୀପ ଉପସ୍ଥିତ ଥିଲେ । ଶେଷରେ ଡିସିପିୟୁର ଦିଗମ୍ବର କର ଧନ୍ୟବାଦ ଦେଇଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ସଂପୃକ୍ତ ସ୍କୁଲ ଓ କଲେଜର ଶିକ୍ଷକ ଶିକ୍ଷକ, ଅଧ୍ୟପକା, ଅଧ୍ୟାପିକା, ଡିସିପିୟୁର ଚୁଡାମଣି ପଣ୍ଡା, ଅରୁଖ ଖୁଆସ, ସୁଧାଂଶୁ କୁମ୍ଭାର ସକ୍ରିୟ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like