-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ବୁଢିସିଣ୍ଢୋଲ ଗ୍ରାମରେ କଂସ ଦରବାର ଅନୁଷ୍ଠିତ

25-Jan-2023



ବଲାଙ୍ଗିର// ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁଢସିଣ୍ଢୋଲ ଗ୍ରାମରେ ପ୍ରତ୍ୟେକ ବର୍ଷ ଭଳି ଏ ବର୍ଷ ମଧ୍ୟ ସରସ୍ୱତୀ ପୂଜା ଉପଲକ୍ଷେ କଂସ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିବାକୁ ଆଖପାଖ ଅଂଚଳର ହଜାର ହଜାର ଲୋକଙ୍କ ଜନସମାଗମ ଦେଖିବାକୁ ମିଳୁଛି । ପ୍ରତ୍ୟହ ମୀନାବଜାର ସାଙ୍ଗକୁ ବିଭିନ୍ନ ପ୍ରକାର ମନୋରଂଜନ କାର୍ଯ୍ୟକ୍ରମ ଯଥା ଅପେରା ଏବଂ ନାଟକ ମଂଚସ୍ଥ କରଯାଉଛି । କର୍ମମୟ ଜୀବନରୁ ସରସ ସୁନ୍ଦର କରିବା ପାଇଁ ଏହି କାର୍ଯ୍ୟକ୍ରମ ଲୋକଙ୍କୁ ଖୁସିର ଖୋରକ ଯୋଗାଉଛି । ଲୋକେ ରାଜଦରବାର ରେ ନାଚ ଗୀତ କଳା କୌତୁକ ଦେଖାଇବା ଏବଂ ଦେଖିବା ସୁଯୋଗ ପାଉଛନ୍ତି ଓ ସାଧାରଣ ଜନତା ମଧ୍ୟ ଆମୋଦିତ ହେଉଛନ୍ତି । ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳା ସଂଗଠନ ଦ୍ୱାରା ଚିତ୍ତାକର୍ଷକ ନୃତ୍ୟ ପରିବେଷଣ ରେ ରଂଗ ମହଲ ଝଳସି ଉଠୁଛି ।

ପ୍ରତ୍ୟେକ ଦିନ କଂସ ଦରବାର ରେ ନୁଆ ନୁଆ ଅତିଥି ଆସୁଛନ୍ତି । ଆଜି ଏହି କ୍ରମରେ କଂସଦରବାରରେ ରାଜକୀୟ ଅତିଥି ହିସାବରେ ରାଜ୍ୟର ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର (ବାବୁଲୁ) ଙ୍କ ସହ ଗତ ଜିଲ୍ଲା ପରିଷଦ ପ୍ରାର୍ଥୀ ଯୁବନେତା  ଶୁଭ୍ରାଂଶୁ ଶେଖର ପଣ୍ଡା ଏବଂ ଲୋଇସିଂହା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଟଙ୍କଧର ଗଡତ୍ୟା ପ୍ରମୁଖ ଯୋଗ ଦେଇଥିଲେ । ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ  କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଶଂସା କରିବା ସହ ବର୍ତ୍ତମାନର ବିଜ୍ଞାନ ଯୁଗରେ ଏହିପରି କାର୍ଯ୍ୟକ୍ରମର ଆୟୋଜନ ଆମକୁ ଆମ କଳା, ସଂସ୍କୃତି, ପରଂପରା ତଥା ଆଧ୍ୟାତ୍ମିକତାକୁ ଉଜ୍ଜିବିତ କରି ରଖେ ଏବଂ ସମାଜରେ ଏକତା, ସଂଘତି ବଜାୟ ରଖିବାର ବାର୍ତ୍ତା ଦିଏ ବୋଲି ମତ ଦେଲେ । ସଭା ଆରମ୍ଭ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ପାରିଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । କଂସ ଦରବାରରେ କଂସ ଭୂମିକାରେ ଅନିଲ ନାଏକ ଅବତିର୍ଣ୍ଣ ହୋଇଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ କମିଟିର ଆବାହକ ବାବୁଲୁ କମ୍ପ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ  ରମେଶ ଗାଇଗରିଆ, ସୁବାଷ ଭୋଇ, କୁନୁ ସେଠ  ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like