-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜୀବନରେ ସଫଳତା ପାଇଁ କଠିନ ପରିଶ୍ରମର ଆବଶ୍ୟକତା ରହିଛି : ଅଶୋକ ଧ୍ୟାନଚାନ୍ଦ ।  ଇଂପରିୟଲ କଲେଜରେ ନାଗରିକ ସମ୍ବର୍ଦ୍ଧନା

26-Jan-2023



ବରଗଡ଼ : ଜୀବନରେ ସଫଳତା ପାଇଁ କଠିନ ପରିଶ୍ରମର ଆବଶ୍ୟକତା ରହିଛି ବୋଲି ସ୍ଥାନୀୟ ବିଦ୍ୟାବିହାର ସ୍ଥିତ ଇଂପରିୟଲ କଲେଜ ପରିସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଭାରତୀୟ ହକି ଦଳର ପୂର୍ବତନ କ୍ୟାପଟେନ ଅଶୋକ ଧ୍ୟାନଚାନ୍ଦ କହିଛନ୍ତି । ଏ ଅବସରରେ ଅଶୋକ ଧ୍ୟାନଚାନ୍ଦ ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଜୀବନୀ ଏବଂ ହକି ଖେଳ ବିଷୟରେ ମତ ବିନିମୟ କରିଥିଲେ । ସେ ୧୯୭୫ ରେ କ୍ୱାଲାଲାମ୍ପୁର ଠାରେ ବିଶ୍ୱକପ ହକିରେ  ପାକିସ୍ଥାନ ବିପକ୍ଷରେ ଗୋଲ ସ୍କୋର ସଂପର୍କରେ ସମ୍ୟକ ସୂଚନା ଦେଇଥିଲେ ।  

 

ବରଗଡ଼ ସାମ୍ବାଦିକ ସଂଘ , ଜିଲା କ୍ରିକେଟ ଆସୋସିଏସନ, ଲାୟନ୍ସ କ୍ଲବ , ପଞ୍ଚାୟତ କଲେଜ , ଜିଲ୍ଲା ଏଥେଳେଟିକ ଆସୋସିଏସନ , ସଂକଳ୍ପ ପରିବାର , ବଦ୍ରୀ ପ୍ରସାଦ ଗ୍ରୁପ ଅଫ ଇନଷ୍ଟିଚ୍ୟୁଟ , ଜେସିଆଇ ବରଗଡ଼ , ଚେମ୍ବର ଅଫ କମର୍ସ , ମାରବାଡି ଯୁବାମଞ୍ଚ ,ନିଷ୍ଠା ପରିବାର , ଏଇ ମିଶନ ସ୍କୁଲ ,ସଂସ୍କାର ସ୍କୁଲ ଏବଂ ଇଡିଆଇଆଇ ତରଫରୁ ନାଗରିକ ସମ୍ବର୍ଦ୍ଧନା ଦିଆଯାଇଥିଲା ।

 ଅଶୋକ ଧ୍ୟାନଚାନ୍ଦ ଇଂପରିୟଲ କଲେଜର କ୍ୟାଲେଣ୍ଡର ଟେଲସ ଅଫ ବରଗଡ଼ ଓ ବୁକଲେଟ ଉନ୍ମୋଚନ କରିଥିଲେ ।   ଏ ଅବସରରେ ଚଡେଇଗାଁ ପଂଚାୟତ ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । 

କଲେଜର ଚେୟାରମ୍ୟାନ ଦୀପକ ଗୋୟଲ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ  ଅଧ୍ୟାପିକା ଝରଣା ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା ଏବଂ ଅଧ୍ୟକ୍ଷ ଦୁର୍ଗେଶ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like