-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ପାଇଁ ଭବ୍ୟ କଳସ ଶୋଭାଯାତ୍ରା I

26-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ସହର ଦାନୀପାଲି ଠାରେ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନିମନ୍ତେ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି I ଆଜି ଗୁରୁବାର ଅପରାହ୍ନ ୩ ଟା ସମୟରେ ସ୍ଥାନୀୟ ମହାନଦୀ ବାଲିବନ୍ଧା ଘାଟରୁ ୧ ହଜାରରୁ ଉର୍ଦ୍ଧ ଜଣ ମହିଳା କଳସରେ ଜଳ ଧାରଣ କରି ଏକ ଭବ୍ୟ ଶୋଭାଯାତ୍ରାରେ ରିଂ ରୋଡ଼, କୁଞ୍ଜେଲପଡା, ମୋଦିପଡା, ଚର୍ଚ୍ଚଛକ, ବୁଢ଼ାରଜା, ଶାନ୍ତିନଗର, ଭୀମଭୋଇ ପାର୍କ,ଦାନୀପାଲି ଦେଇ ଘଣ୍ଟବାଦ୍ୟ, ସଂକୀର୍ତନ୍ୟ, ସମ୍ପର୍ଦା ଓ ଦୁଲୁଦୁଲି ବାଜା ସହ ନଗର ପରିକ୍ରମା କରି ମନ୍ଦିର ପ୍ରତିଷ୍ଠା ସ୍ଥାନକୁ ପହଞ୍ଚି ଥିଲେ I ଏଥିରେ ହାରାଧନ ପ୍ରଧାନ ଓ ତାଙ୍କର ପତ୍ନୀ ଯଶୋବନ୍ତି ନାୟକଙ୍କ ସମେତ ସପତ୍ନୀକ ଦେଵାତ୍ତମ ପ୍ରଧାନ ଓ ବାସନ୍ତୀ ପ୍ରଧାନ, କୁଷ୍ଣ ପ୍ରସାଦ ପାତ୍ର ଓ ସୁକାନ୍ତି ଗର୍ତିଆ, ମଞ୍ଚନ ପ୍ରଧାନ ଓ ମିନତୀ ପ୍ରଧାନ, ଛେଲିଆ ପ୍ରଧାନ ଓ କୁମୁଦିନୀ ପ୍ରଧାନ, ମୁରଲୀଧର ପ୍ରଧାନ ଓ ବାସନ୍ତୀ ପ୍ରଧାନ, ରାମ ପ୍ରସାଦ ପାତ୍ର ଓ ସାବିତ୍ରୀ ପାତ୍ର, ତେଜରାଜ ପାତ୍ର ଓ ସୁଜାତା ପାତ୍ର, ଭାଗିରଥି ସାହୁ ଓ ଅହଲ୍ୟା ସାହୁ, ଶଶାଙ୍କ ଶେଖର ପ୍ରଧାନ ଓ ସୁମନ ପ୍ରଧାନ ସମୁଦାୟ ୧୦ ଯୋଡ଼ା ପତି ପତ୍ନୀ କର୍ତ୍ତା କର୍ତ୍ତୀ ଦାୟିତ୍ୱ ତୁଲାଉଛନ୍ତି I ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ସହିତ ଆସନ୍ତାକାଲି ୨୭ ତାରିଖ ଶୁକ୍ରବାର କୁଲତା ସମାଜର ୨୫ତମ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ I ଏହି ଧାର୍ମିକ କାର୍ଯ୍ୟକୁ ଆୟୋଜନ ଓ ପରିଚାଳନାରେ ପ୍ରସମ୍ବଲପୁର କୁଲତା ସମାଜର  ସଦସ୍ୟ ଗଣ ସକ୍ରିୟ ସହାୟତା କରୁଛନ୍ତି। ଏହି ମନ୍ଦିର ପ୍ରତିଷ୍ଠା ସକାଶେ ସମଗ୍ର ଦାନୀପାଲି ଅଞ୍ଚଳ ଉତ୍ସବ ମୁଖରିତ ହୋଇଛି I ବିଶିଷ୍ଟ ପଣ୍ଡିତ ସିଦ୍ଧି ମହାପାତ୍ର ଙ୍କ ସମେତ ୧୦ ଜଣ ପଣ୍ଡିତ ପୂଜାକାର୍ଯ୍ୟ କରୁଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like