-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବିବେକାନନ୍ଦ ଶିକ୍ଷା କେନ୍ଦ୍ର ବଡ଼ବଜାର ଠାରେ ଭାରତବର୍ଷର 74 ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

26-Jan-2023



ସମ୍ବଲପୁର  ( ସଂଜୀବ ପାଣିଗ୍ରାହୀ)  ବିବେକାନନ୍ଦ ଶିକ୍ଷା କେନ୍ଦ୍ର ସ୍ଥାନୀୟ ବଡ଼ବଜାର ଠାରେ ଆମର ପ୍ରିୟ ମାତୃଭୂମି ଭାରତବର୍ଷର 74 ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି | ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷା ଶ୍ରୀମତୀ ବବିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ମୂଖ୍ୟ ଅତିଥି ଭାବରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ | ଏହି ରାଷ୍ଟ୍ରୀୟ ଉତ୍ସବରେ ପୂର୍ବତନ ସେନା ଅଧିକାରୀ ଶ୍ରୀଯୁକ୍ତ ଜନାର୍ଦ୍ଦନ ମେହେର, ସମାଜସେବୀ ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ଏବଂ ଶ୍ରୀଯୁକ୍ତ ଗଦାଧର ନିଆଲ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ | ଆମର ବର୍ତ୍ତମାନର ଛାତ୍ରଛାତ୍ରୀ ମାନେ ଆମ ଦେଶର ଭବିଷ୍ୟତର କର୍ଣ୍ଣଧାର ହୋଇଥିବାରୁ ସେମାନଙ୍କୁ ଉପଯୁକ୍ତ ବିଦ୍ୟାଶିକ୍ଷା, ନୈତିକ ଶିକ୍ଷା ଓ ତାଲିମ ଦେବା, ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି କରିବା ଆମ୍ଭ ମାନଙ୍କର ନୈତିକ କର୍ତ୍ତବ୍ୟ ବୋଲି ମୂଖ୍ୟ ଅତିଥି ଶ୍ରୀଯୁକ୍ତ ବହିଦାର ନିଜ ଉଦବୋଧନରେ କହିଥିଲେ | ଦେଶର ମୁକ୍ତି ସଂଗ୍ରାମୀ ଓ ବରପୁତ୍ର ମାନଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରି ସମସ୍ତଙ୍କୁ ସେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | ଶ୍ରୀଯୁକ୍ତ ଗଦାଧର ନିଆଲ ସୁନ୍ଦର ଦେଶଭକ୍ତି ଗୀତ ଗାନ କରିଥିଲେ | ଜାତୀୟ ପତାକା ଉତ୍ତୋଳନ ପରେ ସାମୁହିକ ଜାତୀୟ ସଂଗୀତ ଗାନ କରା ଯାଇଥିଲା ଏବଂ ପରେ ପରେ ମହାପୁରୁଷ ମାନଙ୍କ ଜୟ ଧ୍ୱନୀରେ ଗଗନ ପବନ ମୁଖରିତ ହୋଇ ଉଠିଥିଲା |କାର୍ଯ୍ୟକ୍ରମକୁ ସୁଶ୍ରୀ ତୃପ୍ତି ମାଝୀ, ସୁଶ୍ରୀ ସୁଜ୍ଞାନୀ ମାହାଣା ସୁପରିଚାଳନା କରିଥିଲେ | ଶେଷରେ ଶ୍ରୀମତୀ ବବିତା ଦାସ ଧନ୍ୟବାଦ ଅର୍ପଣ କରିଥିଲେ | ଆଜି ପବିତ୍ର ଶ୍ରୀପଞ୍ଚମୀ ହୋଇଥିବାରୁ ଶିକ୍ଷାକେନ୍ଦ୍ରରେ ସୁସଜ୍ଜିତ ମେଢ଼ରେ, ଭକ୍ତିପୂତ ପରିବେଶରେ ବିଦ୍ୟାଦାତ୍ରୀ ମାଁ ସରସ୍ବତୀ ଙ୍କର ପୂଜାର୍ଚ୍ଚନା କରାଯାଇ ପୁଷ୍ପାଞ୍ଜଳି ଅର୍ପଣ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like