-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||     

HOME   ଜିଲ୍ଲା

ସୋନପୁର ଲେପ୍ରା ସୋସାଇଟି ଠାରେ 74 ତମ ସାଧାରଣ ତନ୍ତ୍ର ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ପାଳିତ ।

26-Jan-2023



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
ସୋନପୁର ଲେପ୍ରା ସୋସାଇଟି ଠାରେ 74 ତମ ସାଧାରଣ ତନ୍ତ୍ର ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇ ଯାଇଛି l ଲେପ୍ରା ସୋସାଇଟି ଓ ରୋଟାରୀ ଜୁବୁଲି ହିଲ୍ସ ର ମିଳିତ ଆନୁକୂଲ୍ୟରେ ଦୀର୍ଘ ଛଅ ମାସ ଧରି ପ୍ରଶିକ୍ଷଣ ନେଇଥିବା 7 ଜଣ ଯୁବକ ଯୁବତୀ ଙ୍କୁ  ଆଜି ର ଏଇ ପବିତ୍ର ଦିବସ ରେ ସାର୍ଟିଫିକେଟ ଓ ମୁଡୁଲ  ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି l  ଫିଜିଓକେୟାର ପାଇଁ  ପ୍ରଶିକ୍ଷଣ ନେଇଥିବା 3ଜଣ ଓ ରୋଗୀ ଙ୍କ ପାଇଁ ଉଦ୍ଦିଷ୍ଟ ସ୍ୱତନ୍ତ୍ର ଚପଲ ତିଆରି ଲାଗି  ପ୍ରଶିକ୍ଷଣ ନେଇଥିବା 4 ଜଣ ଙ୍କୁ ଆଜି ଏହି ଉତ୍ସବ ର ମୁଖ୍ୟ ଅତିଥି ଲେପ୍ରl ସୋସାଇଟି ର ସି ଇ ଓ  ପ୍ରଶାନ୍ତ କୁମାର ନାଏକ ଓ ସମ୍ମାନିତ ଅତିଥି ସମାଜସେବୀ ମନୋରଞ୍ଜନ ତ୍ରିପାଠୀ ଙ୍କ ଦ୍ୱାରା ସମ୍ବର୍ଦ୍ଧନା ଦିଆଯାଇଛି l  କୁଷ୍ଠ ରୋଗ କ୍ଯୁରୋବୁଲ ଡିଜିଜ ଅଟେ ଏହାକୁ ଭୟ ସଂକୋଚ ନ କରି  ସମସ୍ତେ  ନିଜ ଶରୀର କୁ ପରୀକ୍ଷା  କରାଇ ନେବା ଉଚିତ ବୋଲି ସି ଇ ଓ ଶ୍ରୀ ନାଏକ ବୁଝାଇଥିଲେ l ଲେପ୍ରା ସୋସାଇଟି ର ଫିଲ୍ଡ କୋଡ଼ିନେଟର ତଥା ଫିଜିଓଟେକ୍ନିସିଆନ  ଏହି ଯୁବକ ଯୁବତୀ ଙ୍କୁ ପ୍ରଶିକ୍ଷଣ ଦେଇଥିବା ବେଳେ ଏହି ଉତ୍ସବ କୁ ମଧ୍ୟ ଶ୍ରୀ ମିଶ୍ର ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026

You Might Also Like