-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||     

HOME   ଅପରାଧ

‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା, SIT ମୁଖ୍ୟ ଅରୁଣ ବୋଥ୍ରାଙ୍କ ସହ ଆଲୋଚନା ପରେ ଗାଁ ସଭାପତିଙ୍କ ସୂଚନା

05-Dec-2020



 (ପ୍ରେରଣା ଖବର) ନୟାଗଡ ୫।୧୨: ପରୀ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା । ହତ୍ୟାକାରୀଙ୍କ ସୂଚନା ଦେଲେ ଲକ୍ଷେ ଟଙ୍କାର ପୁରସ୍କାର ମିଳିବ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗ୍ରାମବାସୀଙ୍କ ସହ ବୈଠକ କରିବା ପରେ ଏହି ଅର୍ଥ ରାଶି ଘୋଷଣା କରିଛନ୍ତି । ଏ ନେଇ ଯଦୁପୁର ଗାଁ ସଭାପତି ଜୟକୃଷ୍ଣ ପରିଡା ସୂଚନା ଦେଇଛନ୍ତି । ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଗଠନ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇପିଏସ୍ ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ଜଣିଆ ଟିମ୍ ଏହି ଘଟଣାର ତଦନ୍ତ କରୁଛନ୍ତି । ଟିମ୍‌ରେ କ୍ରାଇମବ୍ରାଞ୍ଜ ଏସପି ଆର. କେ ଦୋରା, ଅତିରିକ୍ତ ଏସପି ଆର.ସି ଥମ୍ବଙ୍କ ସହ କ୍ରାଇମବ୍ରାଞ୍ଜ ଇନ୍ସପେକ୍ଟର ନରେନ୍ଦ୍ର ବେହେରା, ମମତା ପଣ୍ଡା ସଦସ୍ୟ ଅଛନ୍ତି । ନୟାଗଡର ୬ବର୍ଷର ଶିଶୁ କନ୍ୟା ପରୀର ମୃତ୍ୟୁକୁ ନେଇ ଜୁଲାଇ ୧୭ରେ ଥାନାରେ ମାମଲା ରୁଜୁ କରିଥିଲା ପୋଲିସ । ଜୁଲାଇ ୨୩ରେ ଗଳିତ ଶବ ମିଳିଥିବା ପରେ ପୋଷ୍ଟମର୍ଟମ କରାଯାଇଥିଲା । ଶବ ନଷ୍ଟ ହୋଇଯାଇଥିବାରୁ ରିପୋର୍ଟରେ ମୃତ୍ୟୁର କାରଣ ଜଣାପଡିନଥିଲା ।  ତେବେ ୬ବର୍ଷ କୁନି ଝିଅକୁ  କିଏ ଓ କାହିଁକି ହତ୍ୟା କଲା ?  ଏଥିରେ ପ୍ରକୃତ ଦୋଷୀ କିଏ ?  କାହିଁକି ୪ମାସ ହେଲା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିନି ? ଏସବୁ ପ୍ରଶ୍ନର ଉତ୍ତର ଏବେ ଖୋଜୁଛି ଏସଆଇଟି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026

You Might Also Like