-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଦଧିବାମନ ଯୁବକ ସଙ୍ଘ ପକ୍ଷରୁ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ

26-Jan-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଲପଦର ଦଧିବାମନ ଯୁବକ ସଂଘ ଦ୍ୱାରା ପଞ୍ଚାୟତ ସ୍ତରୀୟ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ କୁ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବାବେଳେ, ଜିଲ୍ଲା ପରିଷଦ ସଦସ୍ୟା ଚନ୍ଦ୍ରକାନ୍ତି ଦନ୍ତା, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା,ଉପାଧ୍ୟକ୍ଷ ନାରାୟଣ ଲୁହା, ସମାଜସେବୀ କିଶୋର ହୋତା, ବହଲପଦର, ସରପଞ୍ଚ ନିରୁପମା ସେଠି, ଲୁତରପଙ୍କ ସରପଞ୍ଚ ସୂର୍ଯ୍ୟ ନନ୍ଦ, କେନଝିରିଆପାଲି ସରପଞ୍ଚ ପ୍ରତିନିଧି,ପ୍ରମୁଖ ଯୋଗ ଦେଇଥିଲେ l କଳା, ସଂସ୍କୃତି ର ମହାପର୍ବଣ  ମହକ କାର୍ଯ୍ୟକ୍ରମ ରେ ବିଭିନ୍ନ ସ୍କୁଲ ଓ ଗାଁ ର କୁନି ପ୍ରତିଭା ମାନେ ନୃତ୍ୟ ପରିବେଷଣ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ସାମ୍ବାଦିକ ପିତାମ୍ବର ସାହୁ, ଶିକ୍ଷକ ପ୍ରଦୀପ ଜଗଦଲା ପରିଚାଳନା କରିଥିଲେ l ଦଧିବାମନ ଯୁବକ ସଂଘ ର କାର୍ଯ୍ୟକର୍ତ୍ତା ସମରେଶ ପଧାନ, ଅଞ୍ଜନ ପାତ୍ର, ଲିପୁନ ପଧାନ, ବିନୋଦ ସାହୁ, ଆଶିଷ ପଧାନ, ଆକାଶ ବାଙ୍କ, ରଜୁ ଦେହେରୀ, ବବୁଲ ସାହୁ ରୋହିତ ଭୋଇ ପ୍ରମୁଖ ସହଯୋଗ କରିଥିବାବେଳେ l ପଶ୍ଚିମ ଓଡିଶା ର ସୁନାମଧନ୍ୟ କଣ୍ଠ ଶିଳ୍ପୀ ଯଶୋବନ୍ତ ସାଗର ଅର୍କ୍ରେଷ୍ଟ୍ରା ପରିବେଷଣ କରିଥିଲେ l ସମସ୍ତ ପ୍ରତିଯୋଗୀ ଙ୍କୁ ଟ୍ରଫି ଓ ମାନପତ୍ର ଦେଇ ସମ୍ୱର୍ଦ୍ଧନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026

You Might Also Like