-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ପୂଜା ,ସାର୍ବଜନୀନ ଖଡ଼ିଛୁଆ ଉତ୍ସବ ଓ ବିଦ୍ୟାରମ୍ଭ ସଂସ୍କାର ( ଯଜ୍ଞ ) ଅନୁଷ୍ଠିତ

27-Jan-2023



ପଦ୍ମପୁର ( ପ୍ରେରଣା ଖବର)
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ସରସ୍ୱତୀ ପୂଜା ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ମୁଦିରଥ ପଣ୍ଡାଓ ଯଦୁମଣି ମିଶ୍ର ପୂଜକ ଦାୟିତ୍ୱ ତୁଲାଇଥିଲେ । ଏହି ଅବସରରେ ବିଦ୍ୟା ମନ୍ଦିର ପରିସରରେ ଶିଶୁ ବାଟିକା ବିଭାଗର ବିଦ୍ୟାରମ୍ଭ ସଂସ୍କାର ( ଯଜ୍ଞ ) ଓ ସାର୍ବଜନୀନ
ଖଡ଼ିଛୁଆ ଉତ୍ସବ ପାଳିତ ହୋଇଯାଇଛି ।ପ୍ରାରମ୍ଭରେ କଳସ ଶୋଭାଯାତ୍ରା  ରେ ଶିଶୁ ମାନେ ପାଳିଙ୍କି ଧରି ମୁଣ୍ଡରେ ମାଟି ସିଳଟ ଓ ଗୀତା ବହି କୁ ବୋହି ଶୋଭାଯାତ୍ରାରେ ବାହାରି ଥିଲେ ଫେରିବା ସମୟରେ ବିଦ୍ୟା ମନ୍ଦିର ମୁଖ୍ୟ ଗେଟ ରେ ସ୍ୱାଗତ କରାଯାଇ ଶିଶୁ ମାନଙ୍କୁ ଗୋଡ଼ଧୂଆ କରାଇ ଯଜ୍ଞ ମଣ୍ଡପ କୁ ପାଛୋଟି ନିଆଯାଇଥିଲା ପରେପରେ ଯଜ୍ଞଶାଳା ରେ ଅର୍ନ୍ତଯାମୀ ମେହେର ଓ ଗୁରୁକୂଳ ନବପ୍ରଭାତ ଆଶ୍ରମ ର ଦୁଇ ଜଣ ବ୍ରହ୍ମଚାରୀ ଙ୍କ ତତ୍ତ୍ୱାବଧାନରେ ଯଜ୍ଞ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା ।୫ ଟି ହୋମକୁଣ୍ଡ ରେ ୧୦ ଯୋଡ଼ା ସପତ୍ନିକ ଯଜ୍ଞ କର୍ତ୍ତା ରୂପେ ଉପବିଶନ କରି ହୋମ ଆହୁତି ପ୍ରଦାନ କରିଥିଲେ ଓ  ଉପସ୍ଥିତ ୧୧୦ ଶିଶୁ ମାନଙ୍କୁ ତାଙ୍କ ମାଆ ମାନଙ୍କ ଦ୍ୱାରା ମନ୍ତ୍ର ଉଚ୍ଚାରଣ ର ତାନେତାନେ ବିଦ୍ୟା ରମ୍ଭ ସଂସ୍କାର କରିଥିଲେ ।ଏହି ଅବସରରେ ସାର୍ବଜନୀନ ଖଡ଼ିଛୁଆ ଉତ୍ସବ ରେ ପ୍ରାୟ ୨୦୦ ରୁ ଅଧିକ ଶିଶୁ ମାନଙ୍କ ଖଡ଼ିଛୁଆ କରାଯାଇଥିଲା 
ଉକ୍ତ କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ପୃଥିରାଜ ସାହୁ ସଭାପତି, ଶ୍ରୀଯୁକ୍ତ ଜନକଲାଲ ମେହେର ସମ୍ପାଦକ ଯୋଗ ଦେଇଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସ୍ୱାଗତ ବାର୍ତ୍ତା ସହିତ ସୂଚନା ପ୍ରଦାନ କରିଥିଲେ ।ଶେଷରେ ସୁଜାତା ତ୍ରିପାଠୀ ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ ।ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like