-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଦିଲ୍ଲୀରେ ଅନୁଷ୍ଠିତ ହେଲା ଆଦି ଶୌର୍ଯ୍ୟ ଔର ପର୍ବ ପରାକ୍ରମ କି ଓଡିଶାର ନେତୃତ୍ୱ ନେଲେ ବଲାଙ୍ଗୀର ର କୁନା ବାଗ

27-Jan-2023



ବଲାଙ୍ଗୀର, ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ନୂଆଦିଲ୍ଲୀର ଜବାହାରଲାଲ ଷ୍ଟାଡିଅମ ଠାରେ ଜାନୁଆରୀ ୨୩ ଓ ୨୪ ଦୁଇ ଦିନ ଧରି ଆଦି ଶୌର୍ଯ୍ୟ ଔର ପର୍ବ ପରାକ୍ରମ କି ନାମକ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦେଶର ୨୦ ଟି ରାଜ୍ୟରୁ ୨୦ ଟି ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିଥିଲେ । ତେବେ ଓଡିଶା ସାଂସ୍କୃତିକ ଦଳର ନେତୃତ୍ୱ କୁନା ବାଗ ନେଇଥିଲେ ।

ସୂଚନାଯୋଗ୍ୟ ଯେ , ପ୍ରଥମ ଥର ପାଇଁ ଭାରତ ସରକାରଙ୍କ ଦ୍ୱାରା ଏଭଳି ଏକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା । ଭାରତ ସରାକରଙ୍କ ପ୍ରତିରକ୍ଷା ବିଭାଗ , ଜନଜାତି ବିଭାଗ ଓ ସଂସ୍କୃତି ବିଭାଗ ମିଳିତ ଭାବରେ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ ।  କାର୍ଯ୍ୟକ୍ରମ ଦୁଇଦିନ ଧରି ଅନୁଷ୍ଠିତ ହୋଇଥିଲା । ତେବେ କଳାକାରମାନେ ୧୨ ତାରିଖରୁ ଦିଲ୍ଲୀରେ ଉପସ୍ଥିତ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଅଭ୍ୟାସ କରିଥିଲେ । ୨୦ ଟି ରାଜ୍ୟରୁ ୨୦ ଟି ଦଳ ଯୋଗ ଦେଇଥିବା ବେଳେ ପ୍ରତି ଦଳରେ ୪୦ ଜଣ ଲେଖାଏଁ କଳାକାର ରହିଥିଲେ ।  ନେତାଜୀ ସୁବାଷ ବୋଷଙ୍କ ଶୌର୍ଯ୍ୟ ଓ ପରାକ୍ରମକୁ ମନେ ପକାଇବା ତଥା ସ୍ୱାଧିନତା ଆନ୍ଦୋଳନରେ ବିଟ୍ରିଶ ଶାସକଙ୍କ ବିରୁଦ୍ଧରେ ଲଢେଇ କରି ସହିତ ହୋଇଥିବା ଆଦିବାସୀ ବୀରମାନଙ୍କୁ ଶ୍ରଦ୍ଧାଞ୍ଚଳି ଜଣାଇବା ଉଦ୍ଧେଶ୍ୟରେ ଭାରତ ସରକାରଙ୍କ ତରଫରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଓଡିଶାର ମୟୁରଭଂଜ ଜିଲ୍ଲାର ୪୦ ଜଣିଆ କଳାକର ଦଳ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବୁଢୀଗାଳି ନୃତ୍ୟ ପରିବେଷଣ କରିଥିଲେ । ଯାହାର ନେତୃତ୍ୱ ନେଇଥିଲେ କୁନା ବାଗ । ଓଡିଶା ଦ୍ୱାରା ପରିବେଷିତ ହୋଇଥିବା ନୃତ୍ୟ ବେଶ ପ୍ରଶଂସିତ ହୋଇଥିଲା । କାର୍ଯ୍ୟକ୍ରମରେ ଭାରତୀୟ ସେନାର ଜବାନମାନେ ବିଭିନ୍ନ ପ୍ରକାର କଳା କୌଶଳ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମକୁ ଦେଶର ବିଶିଷ୍ଟ କଳାକାର ଅନୁ କପୁର ଓ ମନ୍ଦିରା ବେଦୀ ସଂଯୋଜନା କରିଥିବା ବେଳେ ବଲିଉଡର ବିଶିଷ୍ଠ କଣ୍ଠଶିଳ୍ପୀ କୈଳାଶ ଖେର ସଂଗୀତ ପରିବେଷଣ କରିଥିଲେ । ଓଡିଶା ଦଳର ନେତୃତ୍ୱ ନେଇ ବଲାଙ୍ଗୀର ପାଇଁ ଗର୍ବ ଓ ଗୌରବ ଆଣିଥିବା ଯୋଗୁଁ କୁନା ବାଗଙ୍କୁ ଦୁଲଦୁଲି କଳା ପରିଷଦର ସଭାପତି ପ୍ରଭାଷ କୁମାର ପାଣିଗ୍ରାହୀ , ସଂପାଦକ ବାସୁଦେବ ସା , ଉପଦେଷ୍ଟା ନବୀନ କୁଅଁର , ଉପ ସଭାପତି ଦୀନେଶ ଶର୍ମା , ଡ.ଲଳିତ ସାହୁ , ରୀମା ବାଗ , ସତ୍ୟବାନ ନାଗ ଓ ସମସ୍ତ ସଦସ୍ୟ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like