-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
27-Jan-2023
କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କାର୍ଯଳୟ ପରିସରରେ ପଞ୍ଚାୟତ ସମିତି ପକ୍ଷରୁ ନବ ନିର୍ମିତ ବଜାର ଗୃହ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି।ଏହି ଅବସରରେ ପଞ୍ଚାୟତ ସମିତି ଅଧକ୍ଷ୍ୟା କୁନି ସାହୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂଚରିତା ମୁଗ୍ରୀ, ତହସିଲଦାର ମିଳନ କୁମାର ଝାଙ୍କର,ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ପ୍ରମୁଖ ଯୋଗ ଦେଇ ବଜାର ଗୃହ କୁ ଉଦଘାଟନ କରିଥିଲେ।