-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜାତୀୟ ମତଦାତା ଦିବସ ପାଳିତ l

27-Jan-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜାତୀୟ  ମତଦାତା ଦିବସ ପାଳିତ  ହୋଇଯାଇଛି l ଅତିରିକ୍ତ  ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି  ସଭାରେ ଜାତୀୟ ସଙ୍ଗୀତ ଗାନପରେ  ସମସ୍ତଙ୍କୁ ମତଦାତାଙ୍କ ସଂକଳ୍ପ  ପାଠ କରାଇଥିଲେ I ଜାତୀୟ ମତଦାତା ଦିବସ ଅବସରରେ ଜିଲ୍ଲାପାଳ ଅବୋଲୀ  ସୁନୀଲ  ନରୱଣେ , ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ  ଓ  ଉତ୍ତମ  କୁମାର ପ୍ରଧାନ , ଶିକ୍ଷକ ଜମ୍ଭାଲିପାଲି ଉତ୍ତମ ପ୍ରଦର୍ଶନ କରି  ରାଜ୍ୟ  ସ୍ତରରେ ରାଜ୍ୟପାଳଙ୍କ ଦ୍ଵାରା  ସମ୍ମାନିତ ହୋଇ ଥିବାରୁ  ସଭାରେ ଉଚ୍ଚ ପ୍ରଶଂସା କରାଯାଇଥିଲା I ଏହି ଅବସରରେ ମତଦାତା ମାନଙ୍କୁ ସଚେତନ କରିବା ପାଇଁ  ବିଭିନ୍ନ ପ୍ରଚାର ପତ୍ର ଉନ୍ମୋଚନ ଏବଂ ନୂତନ ଭୋଟର ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା l ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ହୋଇଥିବା ତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗିତା ର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଭୋଟର ସଚେତନତା  ଓ ପରିଚୟ  ପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ରେ ଉଲ୍ଲେଖନୀୟ ଅବଦାନ ପାଇଁ ନିର୍ବାଚନମଣ୍ଡଳୀ ସୋନପୁର  ରୁ  ବିଡିଓ ସୋନପୁର, ସୌମ୍ଯ  ରଂଜନ  ସ୍ଵାଇଁ, ବିଡିଓ  ତରଭା, ବିନୟ ପଟେଲ୍, ବିଡିଓ  ଡୁଙ୍ଗୁରିପାଲି  ତ୍ରିପୁର  ମହାନନ୍ଦ ଓ   ବୀରମହାରାଜପୁର  ନିର୍ବାଚନ ମଣ୍ଡଳୀ ରୁ ବିଡିଓ ମୋତିଲାଲ୍ ଶୂଲିଆ , ଉଲୁଣ୍ଡା ବିଡିଓ ହେମସାଗର ଭୋଇ, ଓ  ବିନିକା  ବିଡିଓ  ବ୍ୟାସଦେବ ବେହେରାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ କର୍ମଚାରୀ ଓ ଶିକ୍ଷକ ମାନଙ୍କୁ  ସମ୍ମାନିତ କରାଯାଇଥିଲା l ନିର୍ବାଚନ ଅଧିକାରୀ ଯଶସ୍ଵିନୀ ପୃଥାଳ ଙ୍କ ପରିଚାଳନା ରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ  ଜୟଦ୍ରଥ  ଜଗଦଲା , ପଦ୍ମଲୋଚନ ଧରୁଆ ଏବଂ ଅନ୍ୟାନ୍ୟ କର୍ମଚାରୀ ସହାୟତା ପ୍ରଦାନ କରିଥିଲେ l ବିଦ୍ୟାପତି ପଣ୍ଡା  ସଭା ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ ବିଭିନ୍ନ ସ୍କୁଲ କଲେଜ ର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like