-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଝିଙ୍କି ଠାରେ ବନ ବିଭାଗ ଦ୍ଵାରା ନିର୍ମିତ ଫରେଷ୍ଟ ପାର୍କ କୁ ବନ ବିଭାଗ ମନ୍ତ୍ରୀ ଉଦଘାଟନ କଲେ

27-Jan-2023



ସୁବର୍ଣ୍ଣପୁର// ଜିଲ୍ଲା ବନ ବିଭାଗ ପକ୍ଷରୁ ଜଙ୍ଗଲ ପର୍ଯ୍ୟଟନର ବିକାଶ ପାଇଁ ଏକ ଅଭିନଵ ପ୍ରୟାସ ଆରମ୍ଭ ହୋଇଛି l ସହର  କଳାପଥର ନିକଟସ୍ଥ  ଝିଙ୍କି ଠାରେ ଜଂଗଲର ପ୍ରାୟ ସାଢେ ଏକୋଇଶ ହେକ୍ଟର ପରିମିତ ଜମିରେ ପଂଚବଟୀ ଉଦ୍ୟାନ ସୃ୍ଷ୍ଟି କରାଯାଇଛି । ୨୦୨୦-୨୧ ଆର୍ଥିକ ବର୍ଷରେ ମାତ୍ର ୯୦ ଲକ୍ଷ ଟଂକା ବ୍ୟୟ ଅଟକଳରେ ଆରମ୍ଭ ହୋଇଥିବା ଏହି ଉଦ୍ୟାନ ପାର୍କ ରେ ପ୍ରାୟ ୨୦ ହଜାରରୁ ଅଧିକ ଚାରା ଲଗାଯାଇଛି  ।ଉଦ୍ୟାନରେ ପଣସ ,ଆମ୍ବ କାଜୁ  ,ଜାମୁ ,ଡିମିରି ଆଦି ଫଳ ଚାରା ଲଗାଯାଇଥିବା ବେଳେ ନିମ୍ବ ,ମୁଚୁକୁଣ୍ଡ , ଅର୍ଜୁନ ଆଦି ଚାରା ରୋପଣ କରାଯାଇଛି  ।ସେହିପରି ପରିବେଶ ସୁରକ୍ଷା ପାଇଁ ବରଗଛ ,କରଂଜ ,ଅଶୋକ ,ରିଠା ଆଦି ୨୬ ପ୍ରକାରର ଗଛ ଲଗାଯାଇଛି  ।ଶିଶୁ ମାନଙ୍କ ମନୋରଂଜନ ପାଇଁ ଛୋଟିଆ ଟୋଏ ଟ୍ରେନ ସହିତ ହାତୀ ,ହରିଣ,ବଗ,କୁମ୍ଭିର, ଠେକୁଆ ,ମୟୁର ଆଦି ସିମେଣ୍ଟ ତିଆରି ମୂର୍ତ୍ତି ସବୁ ତିଆରି କରାଯାଇଥିବା ବେଳେ ରାମ ଲକ୍ଷ୍ମଣ ,ଭଗବାନ  ବୁଦ୍ଧ, ଇ,ଗଣେଶ,ହନୁମାନ ଆଦି ପ୍ରତିମା ,ଆଦି ପ୍ରତିମୂର୍ତ୍ତି ତିଆରି କରାଯାଇଛି  । ତେବେ ଏକ ନୂତନ ଜିମ ସହିତ ପୁଷ୍କରିଣୀ ଟିଏ ବି ଖୋଳା ଯାଇଛି  ।ପ୍ରାକୃତିକ

ଶୋଭାରାଜିରେ ଭରପୁର ଅର୍ଜୁନପୁର ଜଂଗଲର ଏକ ଛୋଟିଆ ଅଂଚଳରେ ଜନସାଧାରଣ ତଥା ବିଶେଷକରି ଶିଶୁ ମାନଙ୍କ ମନୋରଂଜନ ପାଇଁ ପର୍ଯ୍ୟାୟ କ୍ରମେ ସହର ର ବିକାଶ କାର୍ଯ୍ୟ ଜାରି ରହିଛି  ।ତେବେ ବିଭିନ୍ନ ପ୍ରକାରର ଫୁଲଗଛ ଲଗାଇବା ସହିତ ଆଲୋକ ବ୍ୟବସ୍ଥା ,ପୁଷ୍କରିଣୀରେ ହଂସ ,ବତକ ,ମାଛ ଛାଡିବା ,ଶିଶୁମାନଙ୍କ ମନୋରଂଜନ ପାଇଁ ବିଭିନ୍ନ ଖେଳସାମଗ୍ରୀ ,ଟ୍ରାକିଂ ରୋଡ ଆଦି କାର୍ଯ୍ୟ ଜାରି ରହିଥିବା ବିଷୟ ସୋନପୁର ବନଖଣ୍ଡ ଅଧିକାରୀ ମନୋରଞ୍ଜନ ବାଗ କହିଛନ୍ତି l ତେବେ ଆଜି ଏହି ସୁନ୍ଦର ପାର୍କ କୁ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଶୁଭ ଉଦ୍ଘାଟନ କରିଥିବା ବେଳେ,ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ଶୁନୀଲ ନର୍ଭଣେ,ଜିଲ୍ଲା ବନଖଣ୍ଡ ଅଧିକାରୀ ନିତିଶ କୁମାରଙ୍କ ସହିତ ଅନେକ ଜିଲ୍ଲା ସ୍ତରୀୟ ଅଧିକାରୀ, ବନ ବିଭାଗର କର୍ମଚାରୀ,ଆଦି ଉପସ୍ଥିତ ଥିଲେ l ଶୁକ୍ରବାର ଦିନ ଠାରୁ ସର୍ବ ସାଧାରଣଙ୍କ ପାଇଁ ଏହି ପାର୍କ ଖୋଲା ଯାଇଥିବା  ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like