-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସାରସ୍ୱତ କଲୋନୀ ରେ ସାରସ୍ୱତ ସମାରୋହ

28-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
ସମାଜରେ ଏକତା ପ୍ରତିଷ୍ଠା କରିବା ପାଇଁ ପରିବାର ଭିତରେ ସମନ୍ବୟ ଏବଂ ସହଯୋଗ ନିହାତି ଜରୁରୀ।  ସହରୀ ବ୍ୟବସ୍ଥା ଭିତରେ  ଏକକ ପରିବାର ସଂଖ୍ଯା ବ୍ରୁଦ୍ଧିପାଉଛି। ଏଭଲି ପରିସ୍ଥିତି ଭିତରେ ସମ୍ବଲପୁର ମହାନଗର ନିଗମର ୪୩ ନମ୍ବର ଓ୍ବାର୍ଡର ସାରସ୍ୱତ କଲୋନୀ ରେ ସାମାଜିକ ସଦଭାବନା ପ୍ରତିଷ୍ଠା ପାଇଁ ସାରସ୍ୱତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସାରସ୍ୱତ କଲୋନୀ ବିକାଶ ସମିତିର ସଭାପତି ପୁର୍ଣ୍ଣଚନ୍ଦ୍ର ଦାସଂକ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଉପ ଜିଲ୍ଲାପାଲ  ଅଂଜଲିନା ପ୍ରଧାନ ମୁଖ୍ଯ ଅତିଥି ଭାବରେ ଯୋଗଦେଇ  ସାମାଜିକ ବିକାଶ ପାଇଁ କରାଯାଉଥିବା ଉଦ୍ୟମକୁ ପ୍ରସଂଶା କରିଥିଲେ। ସାରସ୍ୱତ ସମାରୋହ ରେ ସାରସ୍ୱତ କଲୋନୀ ଏବଂ ଚାରଭାଟୀ ସମେତ ସହରର ବହୁ ପରିବାର ମାନେ ସାମିଲ ହୋଇଥିଲେ  । ସମାରୋହରେ ମହିଲା, ଶିଶୁ ଏବଂ ପରିବାର ମାନଂକ ମଧ୍ଯରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶିଶୁ ମାନେ ବେଦର ଶ୍ଲୋକ ଆବ୍ରୁତି କରିଥିଲେ।  ସନ୍ଧ୍ଯାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାରସ୍ୱତ କଲୋନୀ ଏବଂ ଚାରଭାଟୀ ର ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସାରସ୍ୱତ ସମାରୋହ ଅବସରରେ ଦତ୍ତାତ୍ରେୟ ସାଇ ମନ୍ଦିର ରେ ସରସ୍ୱତୀ ପୁଜା କରାଯାଇଥିଲା। ଏଥିରେ କଲୋନୀ ର ସମ୍ପାଦକ ଭବାନୀଶ ଭୋଇ  ଏବଂ ତାଙ୍କ ଧର୍ମପତ୍ନୀ ଡଲିମା ଭୋଇ କର୍ତା ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। ସାରସ୍ୱତ ସମାରୋହକୁ ବିକାଶ ସମିତିର କୋଷାଧ୍ୟକ୍ଷ ତପନ ବିଶ୍ବାଲ, ହେମନ୍ତ ତ୍ରୀପାଠୀ, ବେଣୁଧର ପଣ୍ଡା, ସୋନୁ ଦାସ, ଅବିନାଶ ବେହେରା, ଶୁଶିଲ କୁମାର, ହେମସାଗର ସାହୁ, ବାସୁଦେବ ବେହେରା, କ୍ଷେତ୍ରବାସୀ ସାହୁ, ଅଭିଲାସ  ହୋତା, ରାଜକୁମାର ସାହୁ, ସୁମନ୍ତ ପଣ୍ଡା, ସଂଜୟ ଅଗ୍ରଓ୍ୱାଲ, ଶ୍ରୀବତ୍ସ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦେବରାଜ ସ୍ବାଇଁ ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like