-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ମୋବାଇଲ ହେଡ଼ ଫୋନ କଲା କାଳ, ରେଲୱେ କ୍ରସିଂ ରେ ପ୍ରାକ୍ତନ ବିଧାୟକ ବାଳ ଗୋପାଳ ମିଶ୍ରଙ୍କ ପୁଅ ଅବିନାଶର ମୃତ୍ୟୁ

28-Jan-2023



ସୁବର୍ଣ୍ଣପୁର- ଜିଲ୍ଲାର ଡୁଙ୍ଗୁରିପାଲି ରେଲୱେ କ୍ରସିଂରେ ଟ୍ରେନ ଧକ୍କାରେ ପୂର୍ବତନ ବିଧାୟକ ବାଳଗୋପାଳ ମିଶ୍ରଙ୍କ ମଝିଆଁ ପୁଅ ଅବିନାଶ ମିଶ୍ରଙ୍କ ମୃତ୍ୟୁ ହୋଇଛି । ଆଜି ଭୋରରୁ ଅବିନାଶ ମର୍ନିଂ ୱାକରେ ବାହାରିଥିଲେ । ରେଲୱେ ଲାଇନ ପାର କରୁଥିବା ବେଳେ ହଠାତ ପଛ ପଟରୁ ଟ୍ରେନ ଆସି ପିଟି ଦେଇଥିଲା।ଫଳରେ ଅବିନାଶ ଟ୍ରେନ ଲାଇନ ପାର୍ଶ୍ୱକୁ ଛିଛାଡି ହୋଇ ପଡ଼ିଥିଲେ।ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଅବିନାଶ ମୋବାଇଲ ହେଡଫୋନ କାନରେ ଲଗାଇ ଅନ୍ୟ ମନସ୍କ ଥିବାରୁ ଟ୍ରେନ ଆସୁଥିବା ସେ ଜାଣି ପାରି ନ ଥିଲେ।ତେବେ ସ୍ଥାନୀୟ ଲୋକେ ଅବିନାଶଙ୍କୁ ନେଇ ଡୁଙ୍ଗୁରିପାଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଛନ୍ତି।ଅତ୍ୟଧିକ ରକ୍ତସ୍ରାବ ଓ ମୁଣ୍ଡରେ ଖୁବ ଯୋରରେ ଆଘାତ ଯୋଗୁଁ ଅବିନାଶଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ଅବିନାଶ ବଲାଙ୍ଗିର ଜିଲ୍ଲା ସାଲେଭଟା ଗାଁର ପୂର୍ବତନ ବିଧାୟକ ତଥା ଓଡିଶା ବିଧାନସଭାରେ ପଶ୍ଚିମାଞ୍ଚଳ ଲାଗି ସ୍ବର ଉତ୍ତୋଳନ କରିଥିବା ସାହାସିକ ନେତା ବାଳଗୋପାଳ ମିଶ୍ରଙ୍କ ମଝିଆଁ ପୁଅ।ତାଙ୍କୁ  ୪୮ ବର୍ଷ ହୋଇଥିବା ବେଳେ ସେ ସପରିବାର ଡୁଙ୍ଗୁରିପାଲି ସହରରେ ରହୁଥିଲେ। ତାଙ୍କର ଗୋଟିଏ ପୁଅ ଓ ସ୍ତ୍ରୀ ସହ ପୁଅକୁ ପାଠ ପଢ଼ାଇବା ପାଇଁ ଡୁଙ୍ଗୁରିପାଲି ସହରରେ ରହୁଥିଲେ।ତାଙ୍କର ମୃତ୍ୟୁ ଖବର ମିଳିବା ପରେ ଡୁଙ୍ଗୁରିପାଲି ସହର ସମେତ  ସାଲେଭଟା ଓ ବଲାଙ୍ଗିର ସହରରେ ଶୋକର ଛାୟା ଖେଳିଯାଇଛି।ଅବିନାଶଙ୍କ ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ସହିତ

ପାରିବାରିକ ସମ୍ପର୍କ ରହିଛି।ଅବିନାଶ ପୂର୍ବରୁ ବିଜେପି ଦଳର ଜଣେ ସକ୍ରିୟ ନେତା ରହିଥିବା ବେଳେ ଏବେ କିଛି ଦିନ ହେଲା ସେ ରାଜନୀତି ଠାରୁ ଦୂରେଇ ରହିଥିଲେ।ଡୁଙ୍ଗୁରିପାଲି ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହିତ ଏହି ଅଭାବନୀୟ ମୃତ୍ୟୁର ଅନୁସନ୍ଧାନ କରୁଛି।ଶବ ବ୍ୟବଚ୍ଛେଦ ପରେ ଅବିନାଶଙ୍କ ସାଲେଭଟା ସ୍ମଶାନରେ ଅନ୍ତିମ ସଂସ୍କାର କରିବେ ବୋଲି ଜଣାପଡିଛି।ଅବିନାଶଙ୍କ ଶେଷ ଦର୍ଶନ ପାଇଁ ତାଙ୍କର ଆତ୍ମୀୟ ସ୍ୱଜନ ,ସମର୍ଥକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନୈତିକ ନେତା ତାଙ୍କ ବାସଭବନରେ ଅପେକ୍ଷା କରିଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like