-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସାଧାରଣତନ୍ତ୍ର ଦିବସରେ ଜୁନିଅର ରେଡକ୍ରସର ସେବାକାର୍ଯ୍ୟ

28-Jan-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ  ଅପ୍ରର ପ୍ରାଇମେରୀ ସ୍କୁଲ ଆନୁକୂଲ୍ୟରେ ୭୪ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି । ହାଇସ୍କୁଲର ପ୍ରଧାନଶିକ୍ଷକ ହେମସାଗର ବାଘ ଜାତୀୟ ପତାକା ଉତୋଳନ କରି ସମବେତ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ଜୁନିଅର ରେଡକ୍ରସ କାଉନସିଲର ତଥା ରକ୍ଷକ ସାଧନକର୍ମୀ ତପସ୍ୱିନୀ ଦାଶ, ପରାମର୍ଶଦାତା ଅଶ୍ୱିନୀ କୁମାର ପଧାନ,ଖେଳ ଶିକ୍ଷକ ସାନନ୍ଦ ବାରିକ ଆୟୋଜିତ ହୋଇଥିବା ପ୍ୟାରେଡ ଏବଂ ଗ୍ରାମପରିକ୍ରମା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ।

ଏହି ଅବସରରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧକାରୀ ଡା. ରାଧାକାନ୍ତ ଗଡତିଆ ଏବଂ ସମ୍ମାନୀତ ଅତିଥି ଭାବରେ ଜିଲ୍ଲାଜ ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ  ଯୋଗଦେଇ ଜିଲ୍ଲା ଜୁନିଅର ରେଡକ୍ରସ ୟୁନିଟ ତରଫରୁ ପଣ୍ଡକିଟାଲ ଗ୍ରାମର ଏକ ଅସହାୟ ବିଧବା ମହିଳାଙ୍କୁ ଶୀତବସ୍ତ୍ର ତଥା ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ । ବରିଷ୍ଠ ଶିକ୍ଷକ ପ୍ରମୋଦ ବାରିକ ଧନ୍ୟାବଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଦେବରାଜ ଭୋଇ, ରୀତା ମେହେର, ଜାହ୍ନବି ଭୋଇ, ପ୍ରମୋଦ ଭୋଇ, ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like