-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

୧୦୦ କି.ମି. ଦୂର ରାଜସ୍ଥାନର ଭରତପୁରରେ ପଡ଼ିଲା ମଧ୍ୟପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ବାୟୁସେନା ଲଢୁଆ ବିମାନର ଅଂଶ; ଜଣେ ପାଇଲଟ୍‌ ମୃତ

28-Jan-2023



ମଧ୍ୟପ୍ରଦେଶ: ଆଜି ସକାଳେ ମଧ୍ୟପ୍ରଦେଶର ମୁରୈନା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ବାୟୁସେନାର ଦୁଇଟି ଲଢୁଆ ବିମାନର କିଛି ଅଂଶ ୧୦୦ କିଲୋମିଟର୍‌ ଦୂର ରାଜସ୍ଥାନର ଭରତପୁରରେ ପଡ଼ିଥିବା ଚିହ୍ନଟ କରାଯାଇଛି।

ଏହା ଗୋଟାଏ ପୃଥକ୍‌ ବିମାନ ଦୁର୍ଘଟଣା ବୋଲି ଭରତପୁର ଜିଲ୍ଲାପାଳ ଆଲୋକ ରଞ୍ଜନ ପ୍ରଥମେ ସୂଚନା ଦେଇଥିଲେ। କିନ୍ତୁ, ତାହା ମଧ୍ୟପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ସୁଖୋଇ-୩୦ ଓ ମିରେଜ୍‌ ୨୦୦୦ ଲଢୁଆ ବିମାନରୁ କୌଣସି ଗୋଟିକର ଭଗ୍ନାଂଶ ବୋଲି ପରେ ସୁନିଶ୍ଚିତ କରି କହିଛନ୍ତି।
ଜିଲ୍ଲାପାଳ ଆଲୋକ ରଞ୍ଜନ କହିଛନ୍ତି, ବିମାନ ଦୁର୍ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ଓ ପୁଲିସ ଉପସ୍ଥିତ ଅଛନ୍ତି ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି।
ଗଣମାଧ୍ୟମକୁ ଭରତପୁର ପୁଲିସ ସୁରିଣ୍ଟେଣ୍ଡେଣ୍ଟ୍‌ ଶ୍ୟାମ ସିଂହ କହିଥିଲେ, ସହରର ଉଚୈନ୍‌ ଅଞ୍ଚଳର ଗୋଟାଏ ଖୋଲା ପଡ଼ିଆରେ ଗୋଟାଏ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। କିନ୍ତୁ, ଆକାଶରୁ ଖସିବା ବେଳେ ଏତେ ଜୋର୍‌ରେ ନିଆଁ ଜଳୁଥିଲା ଯେ, ଏହା ହେଲିକପ୍ଟର୍‌ କି, ବିମାନ କହିବା ସମ୍ଭବପର ନୁହେଁ।
ଉଲ୍ଲେଖଯୋଗ୍ୟ, ତାଲିମ ଅଭ୍ୟାସ ନିମନ୍ତେ ଉପରୋକ୍ତ ବିମାନ ଗୋଆଲିୟର୍‌ସ୍ଥିତ ମହାରାଜପୁର ବିମାନଘାଟିରୁ ଉଡ଼ାଣ ଆରମ୍ଭ କରିଥିଲା।
ଭାରତୀୟ ବାୟୁସେନ କରିଥିବା ଟୁଇଟ୍‌ ଅନୁସାରେ, ଆଜି ସକାଳେ ଗୋଆଲିୟର୍‌ ନିକଟରେ ବାୟୁସେନାର ଦୁଇଟି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ଦୁଇଟି ନିୟମିତ ତାଲିମ ଅଭିଯାନରେ ଉଡ଼ାଣ ଆରମ୍ଭ କରିଥିଲେ। ଏଥିରେ ଥିବା ୩ଜଣ ପାଇଲଟ୍‌ଙ୍କ ମଧ୍ୟରୁ ଜଣେ ସାଙ୍ଘାତିକ ଆହତ ହୋଇଛନ୍ତି। ଦୁର୍ଘଟଣାର କାରଣ ଜାଣିବା ଲାଗି ‘କୋର୍ଟ ଅଫ୍‌ ଇନ୍‌କ୍ବାରି’ ଆଦେଶ ଦିଆଯାଇଛି।
ମୁରୈନା ପୁଲିସ ସୁପରିଣ୍ଟେଣ୍ଡେଣ୍ଟ୍‌ କହିଛନ୍ତି ଯେ, ଗୋଟିଏ ବିମାନରେ ଦୁଇଟି ପାଇଲଟ୍‌ ଥିବା ବେଳେ ଅନ୍ୟ ବିମାନରେ ଜଣେ ପାଇଲଟ୍‌ ଥିଲେ। ଦୁଇଜଣଙ୍କୁ ନିରାପଦ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବ‌େଳେ ତୃତୀୟଜଣଙ୍କର ଶବ ଉଦ୍ଧାର କରାଯାଇଛି। ଲଢୁଆ ବିମାନର କେତେକଖଣ୍ଡ ଭଗ୍ନାଂଶ ରାଜସ୍ଥାନର ଭରତପୁରରେ ପଡ଼ିଛି।

(ଦୀପକ ଷଡଙ୍ଗୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like