-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ହୁସେନ ରବି ଗାନ୍ଧୀଙ୍କ ପରଲୋକ

28-Jan-2023



କଟକ (ପ୍ରେରଣା ଖବର)
 ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ ବାସଭବନରେ ରଖାଯାଇଛି। ସେ ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।
ହୁସେନ ୧୯୪୮ ମସିହା ଏପ୍ରିଲ ୨୩ ତାରିଖରେ ଯାଜପୁର ଜିଲ୍ଲାର ହାଲଡିଗଡିଆ ଗାଁର ମୁଫତିବାଗରେ ତାରାକୋଟର ଶାସକ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ମହମ୍ମଦ ମୋଜାମିଲ ହୁସେନଙ୍କ ଜ୍ୟେଷ୍ଠ ପୁତ୍ର ଏବଂ ତାରାକୋଟ ରାଜ୍ୟର ଶେଷ ଶାସକ ଦାବିରୁଦ୍ଦିନ ମହମ୍ମଦ ଖାନ୍ ବାହାଦୂରଙ୍କ ନାତି। ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଲେଖକ ମେହମୁଦ ହୁସେନ୍ ତାଙ୍କର ସାନ ଭାଇ। ସେ ୧୩ଟି ପୁସ୍ତକର ରଚୟିତା। ଏଥିମଧ୍ୟରେ ମୁକ୍ତ ପୂର୍ବାସା, ସିଂହାସନ ଭାଙ୍ଗିବାର କାର୍ଯ୍ୟକ୍ରମ ଓ ଆଜିର ଗଳ୍ପ ଓ ଗଳ୍ପ ସମ୍ଭାର ଆଦି ବେଶ୍ ଚର୍ଚ୍ଚିତ। ହୁସେନ ରବି ଗାନ୍ଧୀ ‘ଉତ୍କଳ ପ୍ରସଙ୍ଗ’ର ବି ସଂପାଦନା କରିଥିଲେ।
ଛାତ୍ର ଜୀବନରୁ ହୁସେନ ରବି ଗାନ୍ଧୀ ରାଜନୀତିରେ ସକ୍ରିୟ ଥିଲେ। ସେ ସମ୍ବଲପୁରର ଗଙ୍ଗାଧର ମହାବିଦ୍ୟାଳୟର ସଭାପତି ନିର୍ବାଚିତ ହୋଇଥିଲେ। ତେବେ ୧୯୮୫ ବିଧାନସଭା ନିର୍ବାଚନରେ ସେ କୋରେଇ ନିର୍ବାଚନ ମଣ୍ଡଳୀରୁ ଜାଗ୍ରତ ଓଡ଼ିଶାର ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରି ପରାଜିତ ହୋଇ ହୋଇଥିଲେ। ଏହାପରେ ୧୯୮୮ରେ ଜନତା ଦଳରେ ଯୋଗ ଦେଇଥିଲେ। ତାଙ୍କୁ ଦଳର ସାଧାରଣ ସଂପାଦକ ଭାବେ ନିଯୁକ୍ତି ମିଳିଥିଲା। ୧୯୯୮ରେ ବିଜୁ ଜନତା ଦଳ ପ୍ରତିଷ୍ଠା ହେବା ଦିନଠାରୁ ୨୦୦୫ ଯାଏ ସେ ବିଜେଡିର ସାଧାରଣ ସଂପାଦକ ଭାବେ କାର୍ଯ୍ୟ କରିଥିଲେ।
ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ହୁସେନ ରବି ଗାନ୍ଧୀଙ୍କ ବିୟ‌ୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ନିଜର ଶୋକବାର୍ତ୍ତାରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like