-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

କୁରସୁଡ ଆଦର୍ଶବିଦ୍ୟାଳୟର ବାର୍ଷିକୋତ୍ସବ.. ‘ଶିକ୍ଷାରେ ପ୍ରତିଯୋଗିତା ନୁହଁ ସହଯୋଗ ଓ ସହଭାଗିତା ଆବଶ୍ୟକ’

28-Jan-2023



ତୁଷୁରା(ପଂଚାନନ ନାଏକ)ଆଜିର ଶିକ୍ଷା ପ୍ରତିଯୋଗିତାମୂଳକ ହୋଇଯାଇଛି । ତେଣୁ ଛାତ୍ରଛାତ୍ରୀ କେବଳ ପ୍ରଥମ ହେବାର ନିଶା ରଖି ଅହଂକାରୀ ହେଉଛନ୍ତି । ଏହା ସମାଜ ପାଇଁ ମଙ୍ଗଳକର ହେଉନାହିଁ । ବରଂ ଏହା ପରେ ତାଙ୍କୁ କର୍ମମୟ ଜୀବନରେ ଦୁର୍ନିତୀଗ୍ରସ୍ତ କରାଉଛି । ତେଣୁ ଶିକ୍ଷା ପ୍ରତିଯୋଗୀତାମୂଳକ ନହୋଇ ସହଯୋଗ ଓ ସହଭାଗିତାମୂଳକ ହେବାର ଆବଶ୍ୟକତା ରହିଛି ବୋଲି ଆଜି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବ୍ଲକର କୁରସୁଡ ଆଦର୍ଶବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗଦେଇଥିବା ବିଶିଷ୍ଟ ଶିକ୍ଷାବିଦ ତଥା ସ୍ତମ୍ଭକାର ପ୍ରଫେସର ଡ.ଛାୟାକାନ୍ତ ଷଢଙ୍ଗୀ ମତଦେଇଛନ୍ତି । ବିଦ୍ୟାଳୟର ଅଧ୍ୟକ୍ଷ ଯଶୋବନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀ,ମୁଖ୍ୟବକ୍ତା ଭାବରେ କୋସଲୀକବି ପଦ୍ମଶ୍ରୀ ହଳଧର ନାଗ,ଡିଏଭି କଲେଜରେ ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଡ.ଛାୟାକାନ୍ତ ଷଢଙ୍ଗୀ,ସମ୍ମାନୀତ ଅତିଥି ଭାବରେ ଆଦର୍ଶସ୍କୁଲର ବଲାଙ୍ଗୀର ଜିଲ୍ଲା ନୋଡାଲ ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର,ଟିଟିଲାଗଡ ବ୍ଲକ ଅଧ୍ୟକ୍ଷା ସଂଜୁକ୍ତା ନାଏକ,ଜିଲ୍ଲା ପରିଷଦ ସଭ୍ୟ ସଂଜୟ ବେହେରା,ସ୍କୁଲକମିଟିର ସଭ୍ୟ ନିମାଇଁ ବେହେରା,କୁରସୁଡ ଗ୍ରା.ପ.ର ସମିତିସଭ୍ୟ ଜୟପ୍ରସାଦ ନାୟକ ଓ ପ୍ରଗତିବାଦୀର ଜିଲ୍ଲାପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ ।

ପଦ୍ମଶ୍ରୀ ହଳଧର ନାଗ ତାଙ୍କ ବକ୍ତବ୍ୟରେ ନିଜର ମାତୃଭାଷାର ମର୍ଯ୍ୟାଦା ରକ୍ଷା କରିବାକୁ ଆହ୍ୱାନ ଦେଇଥିଲେ । ପଥରଚେପା ସ୍କଲର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଭଲମଣିଷ ଭାବରେ ଗଢିବାରେ ଅଭିଭାବକ,ଶିକ୍ଷକ/ଶିକ୍ଷୟୀତ୍ରୀ ଭୂମୀକା ଅତିମହତ୍ୱପୂର୍ଣ୍ଣ । ସମାଜର ସମସ୍ତବର୍ଗର ମଣିଷମାନଙ୍କର ଯୋଗଦାନ ସମାଜ ଗଠନରେ ଥାଏ ଏବଂ ପଦକୁ ମହତ୍ୱ ନଦେଇ ପ୍ରତ୍ୟେକଜୀବିକାକୁ ସମ୍ମାନ ଦେବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦେଇଥିଲେ । ଉପସ୍ଥିତ ବ୍ଲକଅଧ୍ୟକ୍ଷା,ଜିଲ୍ଲାପରିଷଦ ସଭ୍ୟ,ସରପଞ୍ଚ ପ୍ରତିନିଧି ଓ ସମିତିସଭ୍ୟ ସ୍କୁଲ ଛାତ୍ରଛାତ୍ରୀ ସ୍କୁଲର ମହତ୍ୱବଢଇବା ସହିତ ଖେଳ ଓ ଅନ୍ୟାନ୍ୟ ଦିଗ ଉପରେ ଧ୍ୟାନଦେବାପାଇଁ କହିଥିଲେ । ଏହି ଅବସରରେ ସ୍କୁଲର ଶ୍ରେଷ୍ଠଛାତ୍ରୀ ତନୁଶ୍ରୀ ସେନାପତି,ଶେଖରସୁମନ ସାହୁ,ସାଇସତ୍ୟମ ସାହୁ,ସିତଲବାଇ ଜୈନଙ୍କୁ ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି କ୍ରୀଡା ଓ ଅନ୍ୟାନ୍ୟ ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇଥିବା କୃତୀଟିମକୁ ମଧ୍ୟ ସିଲ୍ଡକପ ଦେଇ ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଅଧ୍ୟାପକ/ଅଧ୍ୟାପିକା ତଥା ପରିଚାଳନା କମିଟି ଓ କର୍ମଚାରୀ ସହଯୋଗ କରିଥିଲେ । ଅଧ୍ୟାପକ ଥୟରାଜ ଜ୍ୟୋତିଷ ଓ ଅଧ୍ୟାପିକା ସ୍ୱର୍ଣ୍ଣପ୍ରଭା ନାଏକ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like