-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସେମିଫାଇନାଲରେ ସମ୍ବଲପୁର

28-Jan-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପ୍ଳୋଟିଙ୍ଗ୍ କ୍ଳବ ଆନୁକୁଲ୍ୟରେ  ଦିଦ୍ବିବସିୟା ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ କରିଥିଲେ।  ପୂର୍ବତନ ମନ୍ତ୍ରୀ ବିଷ୍ନୁପ୍ରିୟା ବେହେରା, ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶାନ୍ତି ଲୁହା, ଉପଧ୍ୟକ୍ଷ ନାରାୟଣ ଲୁହା, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ
 ମୋତିଲାଲ ସୁଲିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଉଦଘାଟନୀ ମ୍ୟାଚରେ  ମୁଖ୍ୟ ଅତିଥି ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ସ୍ପୋଟିଙ୍ଗ କ୍ଳବ ସଭାପତି ପର୍ଶୁରାମ ଦେହୁରୀ,  ସାମ୍ବାଦିକ କିଶୋର ହୋତା, ସ୍ପୋଟିଙ୍ଗ କ୍ଳବ କୋଷାଧ୍ୟକ୍ଷ ଅଜିତ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ।‌
 ଦ୍ବିତୀୟ ମ୍ୟାଚରେ  ବୀରମହାରାଜପୁର ଆର୍ଦଶ୍ୟ ଥାନ ସବ ଇନ୍ସପେକ୍ଟର ଧିରେନ ବିଶ୍ଵାଲ,ସ୍ପୋଟିଙ୍ଗ କ୍ଳବ କୋଷାଧ୍ୟକ୍ଷ ଅଜିତ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ । ଅପରାହ୍ନ ମ୍ୟାଚରେ ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ପୁରସ୍କାର ବିତରଣ ଉତ୍ସବରେ  ବରିଷ୍ଠ ସାମ୍ବାଦିକ ଶୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି,  ବରିଷ୍ଠ ଆଇନଜିବୀ ଶ୍ରୀନିବାସ ଚାନ୍ଦ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସମୁଦାୟ ଆଠ ଗୋଟି ଦଳ ଅଂଶ ଗ୍ରହଣ କରିଥିବା ଉକ୍ତ ଟୁର୍ନାମେଣ୍ଟ ରେ ପ୍ରଥମ ମ୍ୟାଚ ରେ ବୀରମହାରାଜପୁର ବଲାଙ୍ଗୀର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବୀରମହାରାଜପୁର ୨ -୦ ଗୋଲରେ ବିଜୟୀ ହୋଇଥିବା ବେଳେ, ଦ୍ଵିତୀୟ ମ୍ୟାଚ ରେ ବୌଦ୍ଧ ମହୁଲପାଲି ମଧ୍ୟରେ ୨ -୦ ଗୋଲ ରେ ବୌଦ୍ଧ ବିଜୟୀ ହୋଇଥିଲା । ଠିକ୍ ସେହିପରି ତୃତୀୟ ମ୍ୟାଚ ରେ ବିଏନ ସିଂ କଦଳିପାଲି ଏବଂ ଫୁଲବାଣୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।‌ ଏଥିରେ ଫୁଲବାଣୀ ୩-୦ ଗୋଳରେ ବିଜୟୀ ହୋଇଥିଲା। ଚତୁର୍ଥ ମ୍ୟାଚରେ ସମ୍ବଲପୁର ଓ ସୋନପୁର ମଧ୍ୟରେ ଖେଳ ହୋଇଥିଲା। ଏଥିରେ ସମ୍ବଲପୁର ୧-୦ ଗୋଳରେ ବିଜୟୀ ହୋଇ ସେମିଫାଇନାଳକୁ ପ୍ରବେଶ କରିଥିଲା। ଅଭିମନ୍ୟୁ ବଗର୍ତ୍ତି ଓ ନରେଶ କାଣ୍ଡ ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ। ବହୁ ସଂଖ୍ୟକ ଦର୍ଶକ ଖେଳ ସରିବା ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳା ସହ ମନ ଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like