-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ସ୍ୱାସ୍ଥ୍ୟ ବୈଠକ ଅନୁଷ୍ଠିତ

05-Dec-2020



କଣ୍ଟାବାଞ୍ଜି, (ପ୍ରେରଣା ଖବର) ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ପଞ୍ଚାୟତ ସ୍ତରୀୟ ସ୍ୱାସ୍ଥ୍ୟ ବୈଠକ ଅଙ୍ଗନବାଡ଼ି ଖ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ସଭାରେ ଅତିଥି ଭାବରେ ପ୍ରକୃତି ବନ୍ଧୁ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ନାରାୟଣ ଦାଶ,ନାଏବ ସରପଂଚ ସୁକଚନ ପୁଟେଲ,ମାଳି ସମାଜ ସଭାପତି କବିରାଜ ପୁଟେଲ,ମହିଳା ସ୍ୱାସ୍ଥ୍ୟକର୍ମୀ ନମିତା ମିଶ୍ର ଉପସ୍ଥିତ ଥିଲେ।ସର୍ବ ପ୍ରଥମେ ସ୍ୱାସ୍ଥ୍ୟ କର୍ମୀ ନମିତା ମିଶ୍ର ନିମୋନିଆ ସଚେତନତା ଉପରେ ଆଲୋକପାତ କରିଥିଲେ।ତୁରେକେଲା ଏକ ମେଲେରିଆ ପ୍ରବଣ ବ୍ଳକ ହୋଇ ଥିବାରୁ ଆଗାମୀ ଦିନରେ ସରକାରଙ୍କ ପକ୍ଷରୁ ମଶାରୀ ବଣ୍ଟନ କରାଯିବ ଏଣୁ ଆମେ ସମସ୍ତେ ମଶାରୀ ର ସୁବ୍ୟବହାର ଉପରେ ଲୋକଙ୍କୁ ବୁଝେଇବାକୁ ଅନୁରୋଧ କରିଥିଲେ।ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକୃତି ବନ୍ଧୁ ଶ୍ରୀ ଦାଶ କହିଥିଲେଯେ ଆଜି ହେଉଛି ବିଶ୍ବ ମୃତ୍ତିକା ଦିବସ ଏଣୁ ମୃତ୍ତିକା ସଂରକ୍ଷଣ ଉପରେ ସମସ୍ତେ ସଜାଗ ରହିବା ସହିତ ଗଛ ଲଗେଇବା ଉପରେ ସମସ୍ତେ ଗୁରୁତ୍ୱ ଦେବାକୁ ଅନୁରୋଧ କରିଥିଲେ।ଏହି ସଭାରେ ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ,ଅବନ୍ତୀ ପୁଟେଲ, ରଶ୍ମିତା ଲୁହା, ଆଶା କର୍ମୀ ସୂର୍ଯ୍ୟକାନ୍ତୀ ମାଝୀ,ଜେମାମଣୀ କଲେତ,ଈନ୍ଦୁମତୀ ମାଝୀ ତଥା ଗାଁ କଲ୍ୟାଣ ସମିତିର ସଭ୍ୟ ସଭ୍ୟା, ଓ୍ୱର୍ଡମେମ୍ବର ଆଦି ଉପସ୍ଥିତ ରହି ସଭାଟିକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like