-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନେଇ ଦେବତା ପ୍ରାଣ ପ୍ରତିଷ୍ଠା I

28-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ମହାନଗର ନିଗମ ଦାନୀପାଲି ଠାରେ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ଅବସରରେ ଆଜି ଦେବଦେବୀ ସ୍ନାନ ସହିତ ଦେବତା ପ୍ରାଣ ପ୍ରତିଷ୍ଠା ଅନୁଷ୍ଠିତ ହୋଇଥିଲା I ସକାଳ ୯ ଘଣ୍ଟାରୁ ଯଥା ରୀତି ଅନୁଯାୟୀ ଦେବଦେବୀ ସ୍ନାନ, ନ୍ୟାସ, ଦେବତା ପ୍ରାଣ ପ୍ରତିଷ୍ଠା ସହିତ ବିଶେଷ ହୋମ ପୂଜନୋତ୍ସବ ଅନୁଷ୍ଠିତ ହୋଇଥିଲା I ସନ୍ଧ୍ୟାରେ ଡ଼ଃ ଗୋରୀ ଦାସ ପ୍ରଧାନଙ୍କ ପରିଚାଳନାରେ ଏକ ସଭା ଅନୁଷ୍ଠିତ ହୋଇଥିଲା I ଏହି ସଭାରେ ରସିଆପାଲିର ବିଶିଷ୍ଟ ଚାଷୀ ତେଲିପ୍ ପ୍ରଧାନ, ମୋତିଲାଲ ପାତ୍ର (ଭାଲୁପାଲି), ଲଳିତ ମୋହନ ପ୍ରଧାନ ( କଳାମାଟି), ସୁଶାନ୍ତ କୁମାର ପ୍ରଧାନ (ପଞ୍ଚଗାଁ), ଜଟାଧାରୀ ପ୍ରଧାନ (କୁମ୍ଭାରୀ), ଶଙ୍ଖଦିନୀ ପ୍ରଧାନ (ଠାକୁରମାଳ) ଏବଂ ଭୂପେନ୍ଦ୍ର କୁମାର ସାହୁ (ଝିଲମିଲା, ମହାସମୁନ୍ଦ, ଛତିଶଗଡ଼)ଙ୍କୁ ଅତିଥି ଗଣ ସମ୍ବର୍ଦ୍ଧିତ କରିଥିଲେ I ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି କାର୍ଯ୍ୟକ୍ରମକୁ ଦେବାଶିଷ ପ୍ରଧାନ, ପ୍ରଦୀପ ସାହୁ ଏବଂ ସୁପ୍ରଭା ପ୍ରଧାନ ପରିଚାଳନା କରିଥିଲେ I ଭଟଲିର କବି ଦେବେନ୍ଦ୍ର କୁମାର ସାହୁ ଏବଂ ବାଙ୍କ ବିହାରୀ ସାହୁ ବ୍ୟଙ୍ଗ କବିତା ପରିବେଷଣ କରିଥିଲେ I ଛତିଶଗଡ଼ ଘୁଚାପାଲିର ସଂକୀତ୍ତନ୍ୟ ମଣ୍ଡଳୀ, ବଲଵସପୁରର କୃଷ୍ଣଗୁରୁ, ସାଲାଡ଼ ଏବଂ ରେଙ୍ଗାଲି କେମ୍ପ ବନହରର ମହିଳା କୀର୍ତ୍ତନ ଦଳ ସହିତ ଆ. କଟାପାଲି ଏବଂ ଭବାନୀପାଲିର ଯୁଗାରଯାତ୍ର ବେଶ ଆକର୍ଷଣୀୟ ହୋଇଥିଲା I ଆସନ୍ତାକାଲି ୨୯ ତାରିଖ ରବିବାର ଦେବଦେବୀଙ୍କ ମନ୍ଦିର ପ୍ରବେଶ ଏବଂ ପୂର୍ଣ୍ଣାହୁତି ଅନୁଷ୍ଠିତ ହେବ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like