-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ସେମିଫାଇନାଲରେ ସମ୍ବଲପୁର

29-Jan-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ  ସ୍ପୋର୍ଟିଂ  କ୍ଳବ ଆନୁକୁଲ୍ୟରେ  ଦିଦ୍ବିବସିୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ କରିଥିଲେ।  ପୂର୍ବତନ ମନ୍ତ୍ରୀ ବିଷ୍ନୁପ୍ରିୟା ବେହେରା, ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ
 ମୋତିଲାଲ ସୁଲିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଉଦଘାଟନୀ ମ୍ୟାଚରେ  ମୁଖ୍ୟ ଅତିଥି ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ,  ଆୟୋଜକ କମିଟିର ସଭାପତି ପର୍ଶୁରାମ ଦେହୁରୀ,  ସାମ୍ବାଦିକ କିଶୋର ହୋତା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ।‌ ଦ୍ବିତୀୟ ମ୍ୟାଚରେ ବୀରମହାରାଜପୁର ଥାନାର ଧିରେନ ବିଶ୍ଵାଲ, ସ୍ପୋର୍ଟିଂ କ୍ଳବର କୋଷାଧ୍ୟକ୍ଷ ଅଜିତ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ ।  ଅପରାହ୍ନ ମ୍ୟାଚରେ ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ପୁରସ୍କାର ବିତରଣ ଉତ୍ସବରେ  ବରିଷ୍ଠ ସାମ୍ବାଦିକ ଶୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି,  ବରିଷ୍ଠ ଆଇନଜିବୀ ଶ୍ରୀନିବାସ ଚାନ୍ଦ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସମୁଦାୟ ଆଠ ଗୋଟି ଦଳ ଅଂଶ ଗ୍ରହଣ କରିଥିବା ଉକ୍ତ ଟୁର୍ନାମେଣ୍ଟ ରେ ପ୍ରଥମ ମ୍ୟାଚ ରେ ବୀରମହାରାଜପୁର ବଲାଙ୍ଗୀର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବୀରମହାରାଜପୁର ୨ -୦ ଗୋଲରେ ବିଜୟୀ ହୋଇଥିବା ବେଳେ, ଦ୍ଵିତୀୟ ମ୍ୟାଚ ରେ ବୌଦ୍ଧ ମହୁଲପାଲି ମଧ୍ୟରେ ୨ -୦ ଗୋଲ ରେ ବୌଦ୍ଧ ବିଜୟୀ ହୋଇଥିଲା ଠିକ ସେହିପରି ତୃତୀୟ ମ୍ୟାଚ ରେ ବିଏନ ସିଂ କଦଳିପାଲି ଏବଂ ଫୁଲବାଣୀ ମଧ୍ୟରେ ଏଥିରେ ଫୁଲବାଣୀ ୩ -୦ ଗୋଲ ରେ ବିଜୟୀ ହୋଇଥିଲା ଚତୃର୍ଥ ମ୍ୟାଚରେ ସମ୍ବଲପୁର ଓ ସୋନପୁର ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ବଲପୁର ଦଳ ୧-୦ ଗୋଲରେ ବିଜୟୀ ହୋଇ  ସେମିଫାଇନାଲକୁ ପ୍ରବେଶ କରିଥିଲା। ଅଭିମନ୍ୟୁ ବଗର୍ତ୍ତି ଓ ନରେଶ କାଣ୍ଡ ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like